ସ୍କୁଲ ବସ୍ ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ଯୁ
ମହେନ୍ଦ୍ରଗଡ଼: ହରିୟାଣା ମହେନ୍ଦ୍ରଗଡ଼ରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ସ୍କୁଲ ବସ୍ ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ଯୁ ଘଟିଛି। ଏହି ସ୍କୁଲ ବସରେ ୩୫ରୁ ୪୦ ଜଣ ଛାତ୍ରଛାତ୍ରୀ ଥିଲେ। ଘଟଣାସ୍ଥଳରେ ୫ ଛାତ୍ରଛାତ୍ରୀଙ୍କ ମୃତ୍ଯୁ ହୋଇଥିବାବେଳେ ଅନ୍ଯ ଜଣେ ଗୁରୁତର ହୋଇ!-->…
Read More...
Read More...