ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ସେବାୟତଙ୍କ ବିବାଦ ପାଇଁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିପାରିନି ପତିତପାବନ ବାନା

ପୁରୀ: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି। ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା। କେଉଁ କାରଣରୁ ଏପରି ଘଟଲା ତାହା ତର୍ଜମା କରିବା ପାଇଁ ଏକ ୩ ଜଣିଆ କମିଟି ମଧ୍ୟ
Read More...

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶୁକ୍ରବାର ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍
Read More...

ସୁପ୍ରିମକୋର୍ଟରୁ ଜାମିନ ମିଳିଲା ପରେ ମଧ୍ୟ ଜେଲରୁ ବାହାରି ପାରିବେନି କେଜ୍ରିୱାଲ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ ଆଶ୍ଵସ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟରୁ ମିଳିଲା ଜାମିନ । ଆଜି ସର୍ବୋଚ୍ଚ କୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେବେ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଥିଲେ ମଧ୍ୟ ତିହାର
Read More...

ସୋଆ ଏବଂ ଏଭିଏନ୍‌ଏଲ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍‌ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍‌ଏଲ୍‌) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ଶୁକ୍ରବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି।ସୋଆ
Read More...

ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ

ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ। ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ। ନେପାଳର ପ୍ରଧାନମନ୍ତ୍ରୀ
Read More...

ରଥ ଉପରକୁ ମୋବାଇଲ ମନା

ପୁରୀ: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ିଯିବା ଘଟଣା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଜ୍ଞ ନଥିବା ଯୁବ ସେବାୟତ ରଥରେ ଗହଳି କରି ମୋବାଇଲରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି। ଆବଶ୍ୟକ ନଥିବା ତଥା ରଥ ଉପରେ ଭିଡ଼ ଜମେଇବା ଏଭଳି ଅଘଟଣର ଏକ ପ୍ରମୁଖ କାରଣ ବୋଲି
Read More...

ରାଜଭବନ କର୍ମଚାରୀଙ୍କୁ ମାଡମାରିଲେ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ

ପୁରୀ: ଏଏସଓଙ୍କୁ ମାଡମାରି ଅଡୁଆରେ ରାଜ୍ୟପାଳଙ୍କ ପୁଅ ! ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ନାଁରେ ସାଂଘାତିକ ଅଭିଯୋଗ । ରାଜଭବନ କର୍ମଚାରୀ ଡ୍ୟୁଟିରେ ଥିବା ସମୟରେ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଳଜ କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏନେଇ ରାଜ୍ୟପାଳ ଓ ରାଜ୍ୟପାଳଙ୍କ
Read More...

ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ
Read More...

ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ହେଲେ ସମୀର ଦେ

କଟକ: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ଭାବେ ନିଯୁକ୍ତ ହେଲେ ସମୀର ଦେ ।ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ
Read More...

ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ

ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ
Read More...