ହଟିବ ଡିଜେଲ ଚାଳିତ ଆମ ବସ୍ : ମନ୍ତ୍ରୀ
ଭୁବନେଶ୍ବର: ବନ୍ଦ ହେବ ଡିଜେଲ ଚାଳିତ ଆମ୍ ବସ। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ସରକାରଙ୍କ ‘ଆମ ବସ୍’ ସେବା ଅଧୀନରେ ଡିଜେଲ ଚାଳିତ ବସ୍ଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯିବ। ଡିଜେଲ ଚାଳିତ ‘ଆମ୍!-->…
Read More...
Read More...