ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଧାନ ତଳି ସୁରକ୍ଷା ପାଇଁ ଲଗାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ମୃତ

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ଧାନ ତଳିକୁ ଗୃହପାଳିତ ପଶୁ ଓ ବନ୍ୟଜନ୍ତୁଙ୍କ ଦାଉରୁ ରକ୍ଷା କରିବା ପାଇଁ ଲଗାଯାଇଥିବା ବିଦ୍ୟୁତ ଫାନ୍ଦ ଶେଷରେ ଦୁଇ ଜଣଙ୍କ ଜୀବନ ନେଇଛି। ଏହି ଅଘଟଣ ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା…
Read More...

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା, ରାଜ୍ୟ ପାଣ୍ଠିରୁ ବହନ ହେବ ଖର୍ଚ୍ଚ

ଭୁବନେଶ୍ବର: ରାଜ୍ୟର କ୍ୟାନସର ରୋଗୀଙ୍କ ପାଇଁ ଆସିଛି ବଡ଼ ଆଶ୍ୱସ୍ତି। ଏଣିକି ଆୟୁଷ୍ମାନ ଭାରତ କାର୍ଡ ମାଧ୍ୟମରେ କ୍ୟାନସର ଚିକିତ୍ସା ସୁବିଧା ମିଳିବ। ଏନେଇ ଶନିବାର ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ଚଳିତ ବଜେଟରେ ‘ମୁଖ୍ୟମନ୍ତ୍ରୀ…
Read More...

ସୋଆର ସ୍ୱତନ୍ତ୍ର ସମାବର୍ତନ ଉତ୍ସବ

ପ୍ରଯୁକ୍ତି ଓ କୃତ୍ରିମ ବୁଦ୍ଧିମତା ଆଇନଗତ ବିଚାରର ବିକଳ୍ପ ହୋଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଭୁବନେଶ୍ୱର, ଜୁଲାଇ ୧୮: ପ୍ରଯୁକ୍ତିର ଅଗ୍ରଗତି ଓ କୃତ୍ରିମ ବୁଦ୍ଧିମତା (ଏଆଇ)ର ଆବିର୍ଭାବ ଅଦାଲତର କାର୍ଯ୍ୟ ପରିଚାଳନାରେ ଦକ୍ଷତା ବୃଦ୍ଧି କରିଥିଲେ ମଧ୍ୟ ଏହା କେବେ ମଧ୍ୟ…
Read More...

ସୋଆର ୨୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟିର ୨୦ତମ ପ୍ରତିଷ୍ଠା ଦିବସ ଗଭୀର ଉତ୍ସାହ ଓ ଆନନ୍ଦପୂର୍ଣ୍ଣ ପରିବେଶରେ ଶୁକ୍ରବାର ପାଳିତ ହୋଇଥିବା ବେଳେ ଗତ ଦୁଇ ଦଶନ୍ଧି ମଧ୍ୟରେ ବିଶ୍ୱବିଦ୍ୟାଳୟ ହାସଲ କରିଥିବା ଉଲ୍ଲେଖନୀୟ ସଫଳତା, ଉତ୍କର୍ଷତା ଓ ଅଗ୍ରଗତିକୁ…
Read More...

ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ନିଟ୍‌ ପରୀକ୍ଷାରେ ଆଶାନୁରୂପ ସଫଳତା ନ ମିଳିବାରୁ ମାନସିକ ଚାପରେ ଥିବା ଛାତ୍ରୀ ଜଣକ ଗତକାଲି ରାତିରେ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଛାତ୍ରୀ ହେଲେ…
Read More...

ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପଞ୍ଜାବ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ପଞ୍ଜାବର ଜଳନ୍ଧରସ୍ଥିତ ପିଇସି କ୍ୟାମ୍ପସରେ ୬,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରାସ୍ତା, ରେଳ, ସ୍ୱାସ୍ଥ୍ୟ ଏବଂ ଗୃହ ନିର୍ମାଣ ସମ୍ବନ୍ଧୀୟ ବିକାଶ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପଞ୍ଜାବ…
Read More...

ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ

ଭୁବନେଶ୍ବର: ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଜୁନିୟର କଲେଜଗୁଡ଼ିକରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ ଲକ୍ଷ ୨୯ ହଜାର ୨୧୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୮୨ ହଜାର ୮୩୫ ଜଣ ନାମଲେଖା…
Read More...

ପ୍ରକାଶ ପାଇଲା ନିଟ୍-ୟୁଜି ପରୀକ୍ଷା ରେଜଲ୍ଟ

ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦ ନୂଆଦିଲ୍ଲୀ: ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ପକ୍ଷରୁ ନିଟ୍ ୟୁଜି-୨୦୨୬ର ଫଳାଫଳ ପ୍ରକାଶ ପାଇଛି। ଏଥିସହ ଦେଶବ୍ୟାପୀ ଟପ୍ପର ତାଲିକା ମଧ୍ୟ ସାର୍ବଜନୀନ…
Read More...

ଶରଧାବାଲିରେ ଲାଗିଲା ତିନି ରଥ

ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରାର ଦ୍ୱିତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ତିନି ରଥ ଲାଗିଛି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଏବଂ…
Read More...

ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କାଲି

ନୂଆଦିଲ୍ଲୀ: ଭାରତୀୟ ରେଳ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାଲି (ଜୁଲାଇ ୧୭) ଦେଶର ପ୍ରଥମ ହାଇଡ୍ରୋଜେନ୍ ଫ୍ୟୁଏଲ୍ ସେଲ୍‌ ଚାଳିତ ଟ୍ରେନ୍‌ର ଶୁଭାରମ୍ଭ କରିବେ। ଏହି ଅତ୍ୟାଧୁନିକ ୧୦ କୋଚ୍ ବିଶିଷ୍ଟ ଟ୍ରେନ୍‌ ପ୍ରାରମ୍ଭିକ ପର୍ଯ୍ୟାୟରେ…
Read More...