ପୁଣି ଭୁବନେଶ୍ବରରେ ପାଳିତ ହେବ ପଥୋତ୍ସବ
ଭୁବନେଶ୍ବର: ଆସନ୍ତା ୨୪ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥୋତ୍ସବ। ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି। ଏନେଇ ବିଏମସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ସଂଯୋଜନାରେ ବିଏମସି ମୁଖ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।!-->…
Read More...
Read More...