ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସମ୍ ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୯ ମାର୍ଚ୍ଚ: ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଯକ୍ଷ୍ମା ଦିବସ
Read More...

ସମ୍‌ରେ ପୁଣି ଅଂଗଦାନ: ଅନ୍ୟ ରାଜ୍ୟକୁ ପଠାଗଲା ବ୍ରେନ୍ ଡେଡ୍ ରୋଗୀଙ୍କ ଶରୀରର ଅଂଗ

ଭୁବନେଶ୍ୱର, ୨୭ ମାର୍ଚ୍ଚ : ନଅ ମାସ ବ୍ୟବଧାନ ମଧ୍ୟରେ ଏଠାରେ ସମ୍ ଅଲ୍ଟିମେଟ ମେଡିକେୟାର ଠାରେ ଜଣେ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ କେତେକ ଅଂଗ ବାହାର କରାଯାଇ ଦ୍ୱିତୀୟ ଥର ପାଇଁ ରାଜ୍ୟ ବାହାରେ ଗୁରୁତର ଥିବା ଦୁଇ ଜଣ ରୋଗୀଙ୍କୁ ନୂତନ ଜୀବନ ଦେବା ପାଇଁ ପଠାଯାଇଛି । ସୂଚନାଯୋଗ୍ୟ,
Read More...

ବିଜେଡି ଜାରି କଲା ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିଲା ବେଳେ, ଦ୍ୱିତୀୟ ପର୍ଯ୍ୟାୟରେ ୬ ଜଣଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମୋଟ ବିଜେଡି ୧୫ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି। ତେବେ ଦ୍ୱିତୀୟ ପର୍ଯ୍ୟାୟରେ ଯେଉଁ ୬ଟି ଆସନ ପାଇଁ
Read More...

ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର: ଆଗକୁ ୨୦୨୪ ଲୋକସଭା ଓ ବିଧାନ ସଭା ନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ପ୍ରଥମ ପର୍ଯ୍ୟାୟରେ ୭୧ ବିଧାନସଭା ଆସନ ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ସେହିପରି ୯ଟି  ଲୋକସଭା ଆସନ ପାଇଁ ବିଜେଡି ତା’ର ପ୍ରାର୍ଥିଙ୍କ ନାମ ଘୋଷଣା କରିଛି । ବିଜେଡି
Read More...

ଶଙ୍ଖ ଫୁଙ୍କିଲେ ମନ୍ମଥ

ଭୁବନେଶ୍ବର: ବିଜେଡିରେ ମିଶିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଆଜି ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ
Read More...

ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯାଜପୁର, କଟକ ଓ କନ୍ଧମାଳକୁ ବାଦ୍ ଦେଇ ଆଉ ୧୮ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ବିଜେପିର ଟିକେଟ୍‌ ଘୋଷଣା ହେଲା ପରେ ଦଳୀୟ ମହଲରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି।
Read More...

ଇଣ୍ଡିଆନ ଷ୍ଟିଲ ଆସୋସିଏସନର ସଭାପତି ଭାବରେ ନବୀନ ଜିନ୍ଦଲଙ୍କ ଦାୟିତ୍ବ ଗ୍ରହଣ

ନୂଆଦିଲ୍ଲୀ/ଭୁବନେଶ୍ୱର ମାର୍ଚ୍ଚ ୨୩: ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ `ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୨୪ ମାର୍ଚ୍ଚ ୨୧ରେ ଏଏମ୍ଏନ୍ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲର ମିତ୍ତଲର
Read More...

ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭରସିଟି ଏବଂ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ଦ୍ବାରା ସର୍ବବୃହତ ମାନବ ଜାତୀୟ ପତାକା ତିଆରି…

ସୋନିପତ: ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ (ଏଫ୍ଏଫ୍ଆଇ) ସହଯୋଗରେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି (ଜେଜିୟୁ) ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରି ଗିନିଜ୍ ୱାର୍ଲ୍ଡ ରେକର୍ଡ ସ୍ଥାପନ କରିଛି। ଏହି କାର୍ଯ୍ୟକ୍ରମରେ ଜେଜିୟୁର ୭୩୬୮ ଜଣ ଛାତ୍ରଛାତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ
Read More...

ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ବ

ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି
Read More...

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୧୮/୦୩: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି ।
Read More...