ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର

ପୁରୀ: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର। ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ
Read More...

ରସୁଲଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଗାଡିକୁ ଅଟକାଇଲେ ମହିଳା

ଭୁବନେଶ୍ୱର: ଭୁବନେଶ୍ୱର ରସୁଲଗଡ଼ ଛକରେ ଅଭାବନୀୟ ଦୃଶ୍ୟ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାରକେଡ ଆଗରେ ହଙ୍ଗାମା କଲେ ମହିଳା। ରସୁଲଗଡ଼ ଛକରେ ହଠାତ ଜଣେ ମହିଳା ରାସ୍ତା ମଝିକୁ ଆସିଯାଇ କାରକେଡ ଅଟକାଇବାକୁ ଚେଷ୍ଟା କରିଥିଲେ । ମହିଳାଙ୍କ ପାଇଁ କିଛି ସମୟ ମୁଖ୍ୟମନ୍ତ୍ରୀଙ୍କ କାରକେଡ
Read More...

ଓଡ଼ିଶା ଫୁଟୁବଲ ଆସୋସିଏସନ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ

କଟକ: ଓଡ଼ିଶା ଫୁଟୁବଲ ଆସୋସିଏସନ(ଫାଓ) ସଭାପତି ପଦରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବା ସୂଚନା ଦେଇଛନ୍ତି। ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଉଛି ବୋଲି (ଫାଓ) ସମ୍ପାଦକଙ୍କୁ ଚିଠିରେ
Read More...

ଗୁଳି କରି ୧୨ ଲକ୍ଷ ଲୁଟ୍

ଗୁଳି କରି ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଲୁଟ୍ ବାଇକ୍‌ରେ ଆସି ପେଟ୍ରୋଲ୍ ପମ୍ପ କର୍ମଚାରୀଙ୍କୁ ଗୁଳି କଲେ ୬ ଦୁର୍ବୃତ୍ତ ସୋର: ବାଲେଶ୍ୱର ଜିଲା ସୋରରେ ଦିବାଲୋକରେ ମଙ୍ଗଳବାର ବଡ ଧରଣର ଲୁଟ୍ ହୋଇଛି। କୁପାରୀ ଆଗରପଡା ରାସ୍ତା ବର୍ତନା ବ୍ୟାଙ୍କ ନିକଟରୁ ଏହି ଲୁଟ୍ ହୋଇଛି। ପେଟ୍ରୋଲ
Read More...

କଣ୍ଠଶିଳ୍ପୀ ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ

କୋଲକତା: ଜଣାଶୁଣା ଭାରତୀୟ ପପ୍ ତଥା ବଲିଉଡ଼ର ଲୋକପ୍ରିୟ ତଥା ଗାୟିକା ଉଷା ଉଥୁପଙ୍କ ସ୍ୱାମୀ ଜାନି ଚାକୋଙ୍କ ଉଥୁପ୍‌ଙ୍କ ପରଲୋକ ଘଟିଛି। ସେ ଜୁଲାଇ ୮ ସୋମବାର ଦିନ କୋଲକାତାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦ୍‌ଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ନେଇ ପରିବାର ସଦସ୍ୟ ସୂଚନା
Read More...

ଆସାମରେ ବନ୍ୟାସ୍ଥିତି ଗମ୍ଭୀର : କାଜିରଙ୍ଗାରେ ମଲେଣି ୧୩୭ ବନ୍ୟଜନ୍ତୁ

ଆସାମ: ଆସାମରେ ବନ୍ୟାସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡିଛି। ଆସାମରେ ବଡ଼ ବିପର୍ଯ୍ୟୟ ଆଣିଛି ବନ୍ୟା। ଗାଁ ଗଣ୍ଡାଠୁ ଆରମ୍ଭ କରି ବଣଜଙ୍ଗଲ ସବୁକିଛି ପାଣିରେ ଉବୁଟୁବୁ ହେଉଛି। ବନ୍ୟାରେ ଏବେସୁଦ୍ଧା ୮୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ୨୭ ଜିଲ୍ଲାର ପ୍ରାୟ ୧୯ ଲକ୍ଷ ଲୋକ ପାଣି ଘେରରେ
Read More...

‌ଡେଙ୍ଗୁ ପାଇଁ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ଡେଙ୍ଗୁ ପାଇଁ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍‌ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ
Read More...

ଦକ୍ଷିଣ ଆଫ୍ରିକାରେ ବିଶ୍ୱ ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ ସିଂ

ରାଉରକେଲା: ବିଶ୍ୱ ରେକର୍ଡ କଲେ ରାଉରକେଲା ପୁଅ ସୁମିତ ସିଂ। ଦକ୍ଷିଣ ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ ସୁମିତ ସିଂ । ୯୭ ତମ କୋମରେଡ଼ ମାରାଥନରେ ସାମିଲ ହୋଇ ପଦକ ଜିତିବା ସହ ଦେଶ ଓ ରାଜ୍ୟର ନାମକୁ ଗର୍ବିତ କରାଇଛନ୍ତି। ୧୨ ଘଣ୍ଟାରେ ୬୮.୦୪ କିଲୋମିଟ ଅତିକ୍ରମ କରି ଗିନିଜ ବୁକ ଅଫ ରେକର୍ଡରେ
Read More...

ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ: ଆଜି ରତ୍ନଭଣ୍ଡାର ତଦାରଖ କମିଟିର ଦ୍ଵିତୀୟ ବୈଠକ। ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା। ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ
Read More...

ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବେଆଇନ୍‌ : ଇଡି

ଝାଡ଼ଖଣ୍ଡ: ପୁଣି ଅଡୁଆରେ ପଡି ପାରନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ
Read More...