ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୧୮/୦୩: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି ।
Read More...

ମନୀଦୀପା ସର୍ଖେଲ ବିଜେଡିରେ ସାମିଲ

ଭୁବନେଶ୍ବର: ବିଜେଡିରେ ସାମିଲ ହେଲେ ପାରାଦୀପର ଟାଣୁଆ ଶ୍ରମିକ ନେତା ତଥା କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ବାପି ସର୍ଖେଲଙ୍କ ପତ୍ନୀ ମନୀଦୀପା ସର୍ଖେଲ। ଦଳୀୟ କାର୍ଯ୍ୟାଳୟରେ ଅୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟଙ୍କ
Read More...

ଗିରଫ ହେଲେ ଏଲଭିସ ଯାଦବ

ନୂଆଦିଲ୍ଲୀ: ଲୋକପ୍ରିୟ ୟୁଟ୍ୟୁବର ତଥା ବିଗବସ୍ ଓଟିଟି ୨ର ବିଜେତା ଏଲଭିସ ଯାଦବଙ୍କୁ ନୋଇଡା ପୋଲିସ ଗିରଫ କରିଛି । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଉଲଘଂନ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ନୋଏଡା ପୋଲିସ ରବିବାର ଦିନ ତାଙ୍କୁ ପଚରା ଉଚରା କରିବାକୁ ଥାନାକୁ ଡାକିଥିଲା । ପଚରା ଉଚରା ପରେ
Read More...

ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସୋଆ ଲେକ୍ସ କନ୍‌ସିଲିୟମ୍ ଆୟୋଜିତ

ଭୁବନେଶ୍ୱର, ମାର୍ଚ୍ଚ ୧୬ : ଆଇନ୍ ଶିକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଚାଲିଥିବା ବେଳେ ଏହାର ନିଯୁକ୍ତି କ୍ଷେତ୍ରର ପରିସୀମା ମଧ୍ୟ ପରିବ୍ୟାପ୍ତ ହେବାରେ ଲାଗିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ଓ
Read More...

କେବେ ଦେବେ ଭୋଟ୍ ? ଆସନ୍ତୁ ଜାଣିବା

ଓଡ଼ିଶାରେ ମେ’ ୧୩, ୨୦, ୨୫ ଓ ଜୁନ୍‌ ୧ରେ ଭୋଟ ଗ୍ରହଣ ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସାରା
Read More...

୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ । ଉଲ୍ଲେଖଯୋଗ୍ୟ, ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪
Read More...

ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ: ଆଜି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି
Read More...

ଆଜି ଶେଷ କ୍ୟାବିନେଟ୍ ରେ କଣ କହିଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି । ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ । ୧୯୩୬ ମସିହାରେ ଓଡିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡିଶା ଶତବାର୍ଷିକ ପାଳନ
Read More...

କେ. କବିତା ଗିରଫ

ନୂଆଦିଲ୍ଲୀ: କେସିଆରଙ୍କ ଝିଅ କେ. କବିତାଙ୍କୁ ଗିରଫ କଲା  ଇଡି। ଦିଲ୍ଲୀ ମଦ ନୀତି ସ୍କାମ୍‌ ମାମଲାରେ କବିତା ଗିରଫ। ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କବିତା ଗିରଫ ହୋଇଛନ୍ତି । ଦିଲ୍ଲୀ ମଦ ଘୋଟାଲା ମାମଲାରେ ସିବିଆଇ ଓ ଇଡି ପକ୍ଷରୁ
Read More...

ଶଙ୍ଖ ଛାଡି ପଦ୍ମ ଧରିଲେ ଅରିନ୍ଦମ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଶଙ୍ଖ ଛାଡ଼ି ପଦ୍ମ ଧରିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ। ସେ ଆଜି ବିଜେଡିର ସଭ୍ୟ ପଦରୁ ଇସ୍ତଫା ଦେଲା ପରେ ବିଜେପିରେ ସାମିଲ ହୋଇଛନ୍ତି। ସେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ନେଇ ଚିଠି
Read More...