ସାରା ଶର୍ମା ହେଲେ ସିବିଆଇ ଡିଆଇଜି
ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇ ଡିଆଇଜି ଭାବେ ନିଯୁକ୍ତି ମିଳିଛି। ୨୦୧୦ ବ୍ଯାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଶ୍ରୀମତୀ ଶର୍ମାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋରେ ୫ ବର୍ଷ ପାଇଁ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବେ ନିଯୁକ୍ତି ଦିଆଯାଇଛି। ଗୃହ!-->…
Read More...
Read More...