ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ୟାରିସ୍ ଅଲମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା  କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ
Read More...

ବଡଦାଣ୍ଡରେ ରାଷ୍ଟ୍ରପତିଙ୍କ ସହ ନବୀନ ପଟ୍ଟନାୟକ

ପୁରୀ: ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ଉପସ୍ଥିତ ଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସାଙ୍ଗରେ ଥିଲେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମହାବାହୁଙ୍କ ପବିତ୍ର ରଥଯାତ୍ରା
Read More...

ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ ଏକାଉଣ୍ଟରେ
Read More...

ତିନି ରଥରେ ବିଜେ କଲେ ତିନି ଠାକୁର

ପୁରୀ: ପବିତ୍ର ରଥଯାତ୍ରାରେ ତିନି ରଥରେ ବିଜେ ହେଲେ ତିନି ଠାକୁର। ଆଜି ସମୟ ପୂର୍ବରୁ ପହଣ୍ଡି ବିଜେ କରିଥିଲେ ଶ୍ରୀଜିଉ। ଧାଡ଼ି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କର ପହଣ୍ଡି କରାଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିଜେ କରିବା ପରେ ଆସିଥିଲେ ବଡ଼ଠାକୁର ବଳଭଦ୍ର। ତାପରେ ମା
Read More...

ଜମ୍ମୁ-କାଶ୍ମୀର ଏନକାଉଣ୍ଟରରେ ୪ ଆତଙ୍କବାଦୀ: ୨ ଯବାନ ଶହୀଦ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ୪ ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ୪ ଆତଙ୍କବାଦୀ
Read More...

ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନୀତ ହେଲେ ଓଡ଼ିଆ ପୁଅ

ନୂଆଦିଲ୍ଲୀ: ସାହସିକତା ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ପ୍ରଦାନ କରାଯାଇଛି ଶୌର୍ଯ୍ୟଚକ୍ର ସମ୍ମାନ।।ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୨୩
Read More...

ଜୁଲାଇ ୨୨ରୁ ଆରମ୍ଭ ହେବ ଅଧିବେଶନ

ନୂଆଦିଲ୍ଲୀ: ଦେଶର ସାଧାରଣ ବଜେଟ ଆଗତ ହେବ ଜୁଲାଇ ୨୩ରେ। ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ନିର୍ମଳା ସୀତାରମଣ। ଏନେଇ ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Read More...

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ଵରରେ ପହଞ୍ଚିଲେ ମହାମହିମ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର
Read More...

ଚାବିରେ ନ ଖୋଲିଲେ ଭଙ୍ଗାଯିବ ରତ୍ନଭଣ୍ଡାର ତାଲା

ପୁରୀ: ପୁଣି ଝୁଲିକି ରହିଲା ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ବାହାରି ପାରିଲାନି କୌଣସି ନିଷ୍କର୍ସ। ଆସନ୍ତା ୯ ତାରିଖରେ ପୁଣି ବସିବ ତଦାରଖ କମିଟି ବୈଠକ। ସରକାରଙ୍କ ଅନୁମତି ପରେ ସବ କମିଟି ଗଠନ କରାଯିବ। ଏହାପରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ
Read More...

ଆସନ୍ତା ବର୍ଷରୁ ଦିଘାରୁ ଗଡ଼ିବ କାଳିଆ ରଥ

ପଶ୍ଚିମବଙ୍ଗ: ଦିଘାରେ ହେବ ରଥଯାତ୍ରା। ଆସନ୍ତା ବର୍ଷଠାରୁ ପଶ୍ଚିମବଙ୍ଗ ଦିଘାରେ ହେବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ଦିଘାରେ ଏକ ଭବ୍ୟ ମନ୍ଦିର ନିର୍ମାଣ ଜାରି ରହିଥିବା ବେଳେ ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହି ମନ୍ଦିରକୁ ପଶ୍ଚିମବଙ୍ଗ ଗୃହ ଓ ନଗର ଉନ୍ନୟନ ନିଗମ ନିର୍ମାଣ
Read More...