ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଗିରଫ

ଭୁବନେଶ୍ବର: ଓଡ଼ିଆ ଟିଭି ଚ୍ୟାନେଲ୍‌ର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ଦିନ ମାଡ଼ମାରିବା ମାମଲାରେ ଶନିବାର କମିସନରେଟ୍‌ ପୁଲିସ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ)ଙ୍କୁ ଗିରଫ କରିଛି। ଗିରଫ ପୂର୍ବରୁ ଖାରବେଳ ନଗର ଥାନା ପୁଲିସ ଟୁଟୁ ନାୟକଙ୍କୁ ତାଙ୍କର
Read More...

ଏଗ୍‌ଜିମା ଚିକିତ୍ସାର ନୂତନ ଦିଗ ବର୍ତମାନ ଉପଲବ୍ଧ: ବିଶେଷଜ୍ଞ

ଭୁବନେଶ୍ୱର, ୪/୧୧: ବିଶ୍ୱରେ ଗତ ୨୦ ବର୍ଷ ମଧ୍ୟରେ ଏଗ୍‌ଜିମା ଭଳି ଚର୍ମରୋଗ ସମସ୍ୟା ପ୍ରାୟ ଦ୍ୱିଗୁଣିତ ହୋଇ ୪ ପ୍ରତିଶତରୁ ୭.୫ ପ୍ରତିଶତରେ ପହଂଚିଛି । କିନ୍ତୁ ଏହାର ଚିକିତ୍ସା ନିମନ୍ତେ ନୂତନ ଔଷଧ ଓ ନୂତନ ଦିଗ ବର୍ତମାନ ଉପଲବ୍ଧ ଥିବାରୁ ତାହା ଆଶ୍ୱସ୍ତିର କାରଣ ବୋଲି ଶନିବାର ବିଶିଷ୍ଟ
Read More...

ଜାତୀୟ ହେମାଟୋଲୋଜି ସମ୍ମିଳନୀ ସମ୍ ହସ୍ପିଟାଲରେ ୪ଟି ପ୍ରାକ୍‌-ସମ୍ମିଳନୀ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୪/୧୧: ଭୁବନେଶ୍ୱରରେ ଆୟୋଜିତ ହେଉଥିବା ୪ ଦିନିଆ ଇଣ୍ଡିଆନ୍ ସୋସାଇଟି ଅଫ୍‌ ହେମାଟୋଲୋଜି ଆଣ୍ଡ ବ୍ଲଡ ଟ୍ରାନ୍ସଫ୍ୟୁଜନ୍‌ର ୬୪ତମ ବାର୍ଷିକ ସମ୍ମିଳନୀ ପରିପ୍ରେକ୍ଷୀରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍‌ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗତ ଗୁରୁବାର ୪ଟି
Read More...

ହୁତୁହୁତୁ ହୋଇ ଜଳି ଉଠିଲା ଔଷଧ ଫ୍ୟାକ୍ଟ୍ରି

ମହାରାଷ୍ଟ୍ର: ହୁତୁହୁତୁ ହୋଇ ଜଳି ଉଠିଲା ଔଷଧ ଫ୍ୟାକ୍ଟ୍ରି। ମହାରାଷ୍ଟ୍ରର ରାୟଗଡ଼ ଜିଲ୍ଲାରେ ଥିବା ଏକ ଔଷଧ ଫ୍ୟାକ୍ଟ୍ରିରେ ସିରିଜ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ ଲାଗିଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମହାଡାର ଏମ୍‌ଆଇସିଡିରେ ଅବସ୍ଥିତି ବ୍ଲୁ ଜେଟ୍‌ ହେଲ୍‌ଥ
Read More...

ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର ପାଇଛି ନୂଆ ରୂପ। ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ ଲିଙ୍କ ବିଲଡିଂ । ସିକ୍ୟୁରିଟି କ୍ଲିୟରାନ୍ସ ପାଇଁ ଆବେଦନ କରିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । କ୍ଲିୟରାନ୍ସ ମିଳିବା ପରେ ପ୍ରସ୍ତୁତ ହେବ ଏସଓପି । ସମସ୍ତ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ

ପୁରୀ: ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କେମିତି ଚାଲିଛି ସେ ନେଇ ଗ୍ରାଉଣ୍ଡକୁ ଯାଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ଭୋରୁ ପୁରୀ ଗସ୍ତ କରି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ପରେ ଶ୍ରୀମନ୍ଦିର
Read More...

ଦୁର୍ଘଟଣାରେ ପ୍ରାଣ ହାରିଲେ ଗର୍ଭବତୀ ପତ୍ନୀ

ଭଦ୍ରକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ଗର୍ଭବତୀ ପତ୍ନୀଙ୍କ ଜୀବନ । ଭଦ୍ରକ- ଚାନ୍ଦବାଲି ନାଉଗୋରାଡ଼ା ଛକରେ ପଛପଟୁ ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ପିକ୍ଅପ୍ ଗାଡ଼ି । ଘଟଣାରେ ପତ୍ନୀ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି । ମହିଳାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଂଚଳରେ
Read More...

ନେପାଳ ଭୂମିକମ୍ପରେ ୧୨୯ ମୃତ, ଶତାଧିକ ଆହତ

କାଠମାଣ୍ଡୁ: ବଡ଼ ଧରଣର ଭୂମିକମ୍ପରେ ଥରି ଉଠିଛି ନେପାଳ। ହୋଇଛି। ୬.୪ ତୀବ୍ରତାରେ ଥରି ଉଠିଲା ନେପାଳ । ଭୂମିକମ୍ପରେ ୧୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ଅନେକ ଲୋକ ଘର ତଳେ ଚାପି ହୋଇ ରହିଥିବା ସୂଚନା ରହିଛି । ନେପାଳରେ ହୋଇଥିବା ଭୂକମ୍ପର ପ୍ରଭାବ
Read More...

ପ୍ରମୋଦଙ୍କୁ ୨ କୋଟି ଓ ସୌନ୍ଦର୍ଯ୍ୟଙ୍କୁ ଦେଢ଼ କୋଟିର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ପାରା ଗେମ୍ସରେ ପଦକ ଜିତି ଥିବା ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ତା’ ସହିତ ଉଭୟଙ୍କୁ ପୁରସ୍କାର ସ୍ୱରୂପ ପୂର୍ବରୁ ଘୋଷଣା କରିଥିବା ଅର୍ଥ ରାଶି ପ୍ରଦାନ କରିଛନ୍ତି। ପ୍ରମୋଦ ଭଗତଙ୍କୁ ୨
Read More...

ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ

ପୁରୀ: ୨୦୨୪ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏନେଇ ଯୋରଦାର ପ୍ରସ୍ତୁତି ଚାଲିଛି କିନ୍ତୁ ୧୨ ତାରିଖରୁ ୫ ଦିନ ଧରି ଚାଲିବ ପ୍ରତିଷ୍ଠା, ହୋମ ଯଜ୍ଞାଦି କାର୍ଯ୍ୟକ୍ରମ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମ ସମୀକ୍ଷା
Read More...