ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୪ ଦିନ ଯାଏଁ ମୌସୁମୀ ବାୟୁ ସକ୍ରିୟ ରହିବା ସହ ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ
Read More...

ବିରୋଧୀ ଦଳର ନେତା ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ହେଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ପ୍ରାୟ ୧୦ ବର୍ଷ ପରେ ଲୋକ ସଭାକୁ ବିରୋଧୀ ଦଳ ନେତା ମିଳିଛି। ୟୁପିର ରାୟବରେଲି ସାଂସଦ ବିରୋଧୀ ଦଳର ନେତା ହୋଇଛନ୍ତି ବୋଲି କଂଗ୍ରେସ ନେତା କେ.ସି ଭେନୁଗୋପାଳ ସୂଚନା ଦେଇଛନ୍ତି। ସବୁ କଳ୍ପନା
Read More...

ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟସଚିବ

ଭୁବନେଶ୍ବର: ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍ ଅଫିସର ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟଶାସନ ସଚିବ ହେବେ। ଆସନ୍ତା ଜୁନ୍ ୩୦ ତାରିଖ ଦିନ ବର୍ତ୍ତମାନର ମୁଖ୍ୟସଚିବ ପ୍ରଦୀପ କୁମାର ଜେନା ଅବସର ନେଉଛନ୍ତି। କେନ୍ଦ୍ର କୃଷି ସଚିବ ଶ୍ରୀ ଆହୁଜାଙ୍କୁ କେନ୍ଦ୍ର ସରକାର ଓଡ଼ିଶା କ୍ୟାଡରକୁ ଫେରିବା
Read More...

ଯୁକ୍ତ ୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶିତ

ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍‌ଅଫ୍‌ ମାର୍କ ପ୍ରକାଶିତ ହୋଇଛି। କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ କଟ୍‌ଅଫ୍‌ ଆଗରେ ରହିଛି। କଳାରେ ରେଭେନ୍ସା ବିଶ୍ବବିଦ୍ୟାଳୟର କଟ୍‌-ଅଫ୍‌ ୮୯.୬୭%
Read More...

ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ନୂଆଦିଲ୍ଲୀ: ବୁଧବାର ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ସ୍ୱାଧୀନତା ପରେ ଦେଶରେ ଏହା ପ୍ରଥମ ଥର ହେବ ଯେତେବେଳେ ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ଶାସକ ଦଳ ଏବଂ ବିରୋଧୀଙ୍କ ସହମତି ଅନୁଯାୟୀ ବାଚସ୍ପତି ନିର୍ବାଚିତ ହେଉଥିଲେ। କିନ୍ତୁ ଏଥର
Read More...

ଘର ଯେମିତି ନେଇଥିଲି ସେମିତି ଫେରାଇବି : ପ୍ରଣବ ପ୍ରକାଶ ଦାଶ

ଭୁବନେଶ୍ବର: ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଆ ଯାଉଛି ତାହାକୁ
Read More...

ଶହେ ଦିନ ଭିତରେ ମିଳିବ ସୁଭଦ୍ରା ଯୋଜନା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜନା ବିଷୟରେ ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା। ଏନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି। ଖୁବ୍ ଶୀଘ୍ର ଏହାର ରୂପରେଖ
Read More...

ଶପଥ ନେଲେ ଓଡିଶା ସାଂସଦ

ନୂଆଦିଲ୍ଲୀ: ଶପଥ ନେଇଛନ୍ତି ନବ ନିର୍ବାଚିତ ସାଂସଦ। ଅଷ୍ଟାଦଶ ଲୋକସଭାର ଆଜି ଦ୍ଵିତୀୟ କାର୍ଯ୍ୟ ଦିବସ। ଉଦଘାଟନୀ ଦିବସରେ ୨୮୦ ନବନିର୍ବାଚିତ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ ଆଜି ଅବଶିଷ୍ଟ ୨୬୪ ସାଂସଦ ଶପଥ ପାଠ କରୁଛନ୍ତି। ଓଡିଶାର ୨୧ ସାଂସଦଙ୍କ ମଧ୍ୟରୁ ଅଧିବେଶର ପ୍ରଥମ ଦିନରେ ଦୁଇ
Read More...

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌ : ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌। ଦୂର ହେବ ଟ୍ରାଫିକ ସମସ୍ୟା। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ
Read More...

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରକ୍ଷା କରନ୍ତୁ : ପ୍ରତାପ କେଶରୀ ଦେବ

ଭୁବନେଶ୍ବର: କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଜନସଭାକୁ ସମ୍ବୋଧିତ କରି ରଖିଥିବା ବୟାନକୁ ନେଇ ଏବେ ରାଜ୍ୟ ରାଜନୀତିରେ ତୁମ୍ବିତୋଫାନ ହୋଇଛି। ବିରୋଧୀ ଦଳରେ ଥିବାବେଳେ ତାଙ୍କୁ ଶାସକ ଦଳ ଶଙ୍ଖ ଧରିବା ପାଇଁ ବିଭିନ୍ନ ପ୍ରଲୋଭନ ଦେଖାଇଥିବା ଅଭିଯୋଗ କରିଛନ୍ତି
Read More...