ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ମାଧପୁର କଲୋନୀ ସାହି ଢାବା ନିକଟରେ ଆଜି ସକାଳେ ଏକ କାର ଓ ତେଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାର ଚାଳକଙ୍କ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି।ସୂଚନା!-->…
Read More...
Read More...