ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଘୋଷଣା ହେଲା ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ: ଭାରତ ରତ୍ନ ସମ୍ମାନ ପାଇବେ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହା ରାଓ ଏବଂ ଚୌଧୁରୀ ଚରଣ ସିଂ, ବୈଜ୍ଞାନିକ ଏମଏସ ସ୍ବାମୀନାଥନ। ସୋସିଆଲ ମିଡିଆ ଏକ୍ସରେ ଏନେଇ ପୋଷ୍ଟ କରି ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ
Read More...

ଭି.ସୁଜ୍ଞାନ କୁମାର ଦେଓଙ୍କୁ ଦେଖିବା ପାଇଁ ନବୀନ ଗଲେ ଚେନ୍ନାଇ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚେନ୍ନାଇ ଗସ୍ତରେ ଯାଇଛନ୍ତି। ସେ ଆଜି ସନ୍ଧ୍ୟା ୭ଟାରେ ସ୍ୱତନ୍ତ୍ର ଏୟାରକ୍ରାଫ୍ଟରେ ଚେନ୍ନାଇ ଯାଇ ରାତି ପ୍ରାୟ ୧୨ଟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର
Read More...

ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ

ଭୁବନେଶ୍ବର: ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର ଟଙ୍କାର କାମଚଳା ବଜେଟ
Read More...

ସୋଆ ପରିଦର୍ଶନରେ ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ

ଭୁବନେଶ୍ୱର, ଫେବୃଆରୀ ୦୭: ମହାଭାରତ କାବ୍ୟକୁ ନେଇ ଦୀର୍ଘ ୨୦ ବର୍ଷ ହେବ ଗବେଷଣା ଚଳାଇଥିବା ହଲାଣ୍ଡର ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ପ୍ରିଜରଭେସନ୍‌, ପ୍ରୋପାଗେସନ୍‌ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍‌ସିଏଂଟ୍ କଲ୍‌ଚର ଆଣ୍ଡ
Read More...

ସମାଜର ଦୁର୍ବଳତାଗୁଡ଼ିକର ନିରାକରଣ ନିମନ୍ତେ ସାହିତ୍ୟ ଗୁରୁତ୍ୱପୂର୍ଣ୍ଣ : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର: ସମାଜର ଅନ୍ତର୍ନିହିତ ଦୁର୍ବଳତାଗୁଡ଼ିକୁ ଗୁରୁତ୍ୱ ଦେଇ ଏହାର ନିରାକରଣ ନିମନ୍ତେ ସାହିତ୍ୟିକମାନେ ମନୋନିବେଶ କରିବା ଆବଶ୍ୟକ ବୋଲି କହିଛନ୍ତି ୫-ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍। ସାହିତ୍ୟ ସମାଜର ଦର୍ପଣ ସଦୃଶ ଯାହାକି ସମାଜର ଅନ୍ତର୍ନିହିତ ଅନ୍ୟାୟକୁ
Read More...

କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ

ଭୁବନେଶ୍ୱର, ଫେବୃଆରୀ ୫: ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଅନେକ ହ୍ରାସ ପାଇଥିଲା ବୋଲି କହିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ
Read More...

ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉଦ୍‌ଯାପିତ

ଭୁବନେଶ୍ୱର, ଫେବୃୟାରୀ ୦୫: ପ୍ରଥମ ସୋଆ ଅନ୍ତଜାର୍ତୀୟ ଗ୍ରାଣ୍ଡ୍ ମାଷ୍ଟର୍ସ ଚେସ୍ ଉତ୍ସବ ଏ’ ବର୍ଗରେ ଗ୍ରାଣ୍ଡ ମାଷ୍ଟର ( ଜିଏମ୍‌) ସାୟନ୍ତନ ଦାସ (୨୫୨୪) ଚାମ୍ପିଅନ ହୋଇଛନ୍ତି । ସେ ସର୍ବାଧିକ ୮ ପଏଂଟ୍ ସହ ପ୍ରଥମ ସ୍ଥାନ ହାସଲ କରିଥିଲେ । ଜିଏମ୍ ଦୀପ୍ତାୟନ ଘୋଷ (୨୫୬୮) ୭.୫ ପଏଂଟ୍ ସହ
Read More...

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୪।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା ସମ୍ମାନିତ କରାଯାଇଛି। ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତି ବିଶେଷ ଅବଦାନ ଓ ସମ୍ମାନ
Read More...

ଓଡ଼ିଆକୁ ବିକଶିତ କରିବା ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି

ଭୁବନେଶ୍ୱର, ଫେବୃଆରୀ ୪: ଓଡ଼ିଆ ୬ଷ୍ଠ ତମ ଭାରତୀୟ ଭାଷା ଭାବେ ଶାସ୍ତ୍ରୀୟ ମାନ୍ୟତା ଲାଭ କରିସାରିଛି । ଏହି ଭାଷାକୁ ବିକଶିତ କରିବା ନିମନ୍ତେ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଛି ବୋଲି ରବିବାର ଏଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଆୟୋଜିତ ବିମର୍ଶରେ ବକ୍ତାମାନେ ମତ
Read More...

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ଭୁବନେଶ୍ୱର, ଫେବୃଆରୀ ୩: ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଏଠାରେ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଓ ରାଜ୍ୟ ସରକାରଙ୍କ ଆହ୍ୱାନ କ୍ରମେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ଶନିବାର ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା
Read More...