ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଡ. ଜଷ୍ଟିସ୍‌ ବିଦ୍ୟୁତ୍‌ ରଂଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। କେନ୍ଦ୍ର ଆଇନ୍‌ ମନ୍ତ୍ରାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର
Read More...

ଏବେ ଆଇନ୍ ବୃତି ବିଷୟରେ ଧାରଣା ବଦଳିଯାଇଛି

ଭୁବନେଶ୍ୱର: ୨୫ ବର୍ଷ ପୂର୍ବର ଆଇନ ବୃତି ଉପରେ ଥିବା ଲୋକଙ୍କ ଧାରଣା ସମ୍ପୂର୍ଣ୍ଣ ଭାବେ ବଦଳିଯାଇଛି। ବର୍ତମାନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହା ଏକ ଆକର୍ଷଣୀୟ ପେସା ଭାବେ ଗୃହୀତ ହୋଇପାରିଛି ବୋଲି ଶୁକ୍ରବାର ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ସୁବାଷ ଚନ୍ଦ୍ର ପରିଜା
Read More...

ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ
Read More...

ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ମ୍ୟାଁମାର – ଥାଇଲାଣ୍ଡ ଉପକୂଳ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ବାଂଲାଦେଶ ଉପକୂଳ ମୁହାଁ ହେବା ସହ ଉତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ
Read More...

‘ସବୁଜ ବିପ୍ଳବ’ର ଜନକ ସ୍ବାମୀନାଥନ୍‌ଙ୍କ ପରଲୋକ

ଚେନ୍ନାଇ: ‘ସବୁଜ ବିପ୍ଳବ’ର ଜନକ କୁହାଯାଉଥିବା ଏମଏସ ସ୍ବାମୀନାଥନ୍‌ଙ୍କ ପରଲୋକ। ୧୯୨୫ ମସିହା ଅଗଷ୍ଟ ୭ ତାରିଖରେ ତାମିଲନାଡୁର ତାଞ୍ଜାବୁର ଜିଲ୍ଲାରେ ଜନ୍ମିତ ସ୍ବାମୀନାଥନ୍‌ଙ୍କୁ ମୃତ୍ୟୁ ବେଳକୁ ୯୮ ବର୍ଷ ହୋଇଥିଲା। । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷିଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ବୁଧବାର ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ବିଶ୍ୱ ପର୍ଯ୍ୟଟନ ଦିବସର ବିଷୟବସ୍ତୁ ଥିଲା “ପର୍ଯ୍ୟଟନ ଏବଂ ସବୁଜ ନିବେଶ” । ଏହି
Read More...

ସୋଆର ଫାର୍ମାସି ଓ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀଙ୍କୁ ଗ୍ରାଜୁଏସନ୍ ଡିଗ୍ରୀ ପ୍ରଦାନ

ଭୁବନେଶ୍ୱର, ୨୭/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍‌ ସାଇନ୍‌ସେସ (ଏସ୍‌ପିଏସ୍‌) ଓ ସେଂଟର ଅଫ୍ ବାୟୋଟେକ୍ନୋଲୋଜି ଛାତ୍ରଛାତ୍ରୀଙ୍କୁ ବୁଧବାର ସ୍ୱତବ ଗ୍ରାଜୁଏସନ୍ କାର୍ଯ୍ୟକ୍ରମରେ ଡିଗ୍ରୀ ଉପାଧି ପ୍ରଦାନ କରାଯାଇଛି । ୨୦୨୦, ୨୦୨୧ ଏବଂ ୨୦୨୨
Read More...

ସରକାରଙ୍କ ‘ଲକ୍ଷ୍ମୀ’ ବସ୍‌ ଯୋଜନାକୁ ତୀବ୍ର ବିରୋଧ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ବସ୍‌ ଯୋଜନାକୁ ତୀବ୍ର ବିରୋଧ । ରାଜ୍ୟ ସରକାରଙ୍କ ଦ୍ବାରା ଆସନ୍ତା ୨ ତାରିଖରେ ଆରମ୍ଭ ହେବାକୁ ଥିବା ସର୍ବସାଧାରଣ ପରିବହନ ବ୍ୟବସ୍ଥା ‘ଲକ୍ଷ୍ମୀ’ ଯୋଜନାକୁ ଘରୋଇ ବସ୍‌ ମାଲିକ ସଂଘ  ବିରୋଧ କରିଛି। ଆସନ୍ତା ଅକ୍ଟୋବର ୧୦ ତାରିଖରେ ରାଜ୍ୟବ୍ୟାପି
Read More...

ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟ ସସ୍‌ପେଣ୍ଡ

ଭୁବନେଶ୍ୱର: ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ୍‌ରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାରେ ଗାଇନିଂ ୱାର୍ଡର ଆଟେଣ୍ଡାଣ୍ଟଙ୍କୁ ସସ୍‌ପେଣ୍ଡ କରିଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ। ଦାୟିତ୍ୱରେ ଅବହେଳା ପାଇଁ ସସ୍‌ପେଣ୍ଡ କରିଥିବା ସୂଚନା ମିଳିଛି। ଶିଶୁ ଅଦଳବଦଳ ଘଟଣାରେ ଆରମ୍ଭ ହୋଇଥିବା ତଦନ୍ତ ଜାରି
Read More...

ଆଜି ମହାପ୍ରଭୁଙ୍କ ବଳି ବାମନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳି ବାମନ ବେଶ ଅନୁଷ୍ଠିତ ହେବ। ବାମନ ବେଶରେ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବାକୁ ଥିବା ବେଳେ ବଡ଼ଭାଇ ଶ୍ରୀବଳଭଦ୍ର ବଳି ରାଜ ବେଶ ଧାରଣ କରିବା ସହ ଦେବୀ ସୁଭଦ୍ରା ରାଜା ବଳିଙ୍କ ପତ୍ନୀ ବିନ୍ଧ୍ୟା ବଳି ବେଶରେ ସଜ୍ଜିତ ହେବେ।
Read More...