ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ବାରଣାସୀରେ ମୋଦୀ ଦେଲେ ବଡ ଉପହାର

ବାରାଣସୀ: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ବାରଣାସୀ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରଣାସୀ ଗ୍ରସ୍ତରେ ଯାଇ ସେଠାକାର ଚାଷୀ ମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି ମୋଦୀ। ଚାଷୀ ମାନଙ୍କୁ ପିଏମ୍ କିଷାନ
Read More...

ଚାଷୀଙ୍କୁ ଟଙ୍କା ଦେଲେ ସରକାର

ଭୁବନେଶ୍ବର: ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଯାଇ ସେଠାକାର କିଛି ଚାଷୀଙ୍କୁ ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ଅର୍ଥରାଶି ପ୍ରଦାନ କରିଛନ୍ତି । ଦେଶକୁ ଖାଦ୍ୟ ଯୋଗାଉଥିବା
Read More...

ଜୁନ୍ ୨୦ରେ ହେବ ବାଚସ୍ପତି ନିର୍ବାଚନ : ୧୮ ଓ ୧୯ ଶପଥ ନେବେ ନବ ନିର୍ବାଚିତ ବିଧାୟକ

ଭୁବନେଶ୍ବର: ଆସନ୍ତା ଜୁନ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନୂଆ ବିଧାୟକ ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ ପାଠ କରାଇବେ। ଏହାପରେ ଜୁନ୍ ୨୦ ତାରିଖରେ ନୂଆ ବାଚସ୍ପତି ଚୟନ ପାଇଁ ନିର୍ବାଚନ ହେବ। ଏହା ପୂର୍ବରୁ ସୁରକ୍ଷା
Read More...

ୱାୟନାଡ଼ ଆସନ ଛାଡ଼ିଲେ ରାହୁଲ

ନୂଆଦିଲ୍ଲୀ: ୱାୟନାଡ଼ ଆସନ ଛାଡ଼ିଲେ ରାହୁଲ ଗାନ୍ଧି। ଗାନ୍ଧି ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ଼ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡ଼ଗେ ଓ
Read More...

ଜିଲ୍ଲାପାଳମାନେ ନେବେ ସ୍କୁଲ ଛୁଟି ନିଷ୍ପତ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତାକାଲି ସରୁଛି ଖରାଛୁଟି। ଯାହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଲ୍ଲେଖଯୋଗ୍ୟ, ରାଜ୍ୟ
Read More...

ଏୟାର ଇଣ୍ଡିଆ ବିମାନ ଯାତ୍ରୀ ଖାଦ୍ୟରୁ ମିଳିଲା ବ୍ଲେଡ

ବେଙ୍ଗାଲୁରୁ: ଏୟାର ଇଣ୍ଡିଆ ବିମାନରେ ଦିଆଯାଉଥିବା ସେବାକୁ ନେଇ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ଏୟାର ଇଣ୍ଡିଆର ଏଆଇ ୧୭୫ ବିମାନରେ ବେଙ୍ଗାଲୁରୁରୁ ସାନ ଫ୍ରାନ୍ସିସକୋ ଯାଉଥିବା ଜଣେ ଯାତ୍ରୀଙ୍କ ଖାଦ୍ୟରୁ ବାହାରିଛି ବ୍ଲେଡ। ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ନିଜର ଭୁଲକୁ
Read More...

ଟ୍ରେନ୍‌ ଦୁର୍ଘଟଣାରେ ମୃତକ ପରିବାରକୁ ମିଳିବ ୧୦ ଲକ୍ଷ

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ, ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା
Read More...

୩ ଦିନ ମଧ୍ୟରେ ଅଗ୍ରସର ହେବ ମୌସୁମୀ ବାୟୁ

ଭୁବନେଶ୍ବର: ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ର କିଛି ଜିଲ୍ଲା କୁ ଅଗ୍ରସର ହେବ। ସେହିପରି ଆଜି ଦକ୍ଷିଣ ଓଡ଼ିଶା ର କିଛି ଜିଲ୍ଲା ରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଉପକୂଳ
Read More...

ହାତଗୁଞ୍ଜା ନେଲେ ଦଣ୍ଡ: ରୋକ୍‌ଠୋକ୍ ଶୁଣାଇଲେ ସୁରେଶ

ଭୁବନେଶ୍ବର: ରାଜସ୍ବ ବିଭାଗରେ ହାତଗୁଞ୍ଜା ଏଣିକି ଚଳିବନି। ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରାଯିବ। ଯିଏ ଏହାର ଉଲ୍ଲଂଘନ କରିବେ, ସେମାନଙ୍କକ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ରାଜସ୍ବ ବିଭାଗ ଦାୟିତ୍ବ ନେଉ ନେଉ ଏଭଳି କଡା କଡା କଥା
Read More...

୧୯ରେ ନେତା ବାଛିବ ବିଜେଡି

ଭୁବନେଶ୍ବର: ଆସନ୍ତା ୧୯ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ଡକାଯାଇଛି। ୨୦ ତାରିଖ ବିଧାନସଭାର ବାଚସ୍ପତି ନିର୍ବାଚନ ପୂର୍ବରୁ ଏହି ବୈଠକକୁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି। ଏହି ଦିନ ବିଜେଡି ବିଧାୟକ ଦଳ ନେତା ବାଛିବ। ଅର୍ଥାତ୍ ବିରୋଧୀ ଦଳ ନେତା କିଏ ହେବେ,ତାହା ଜଣାପଡ଼ିବ।
Read More...