ଆସନ୍ତା ୧୭ ତାରିଖ ସରକାରୀ ଛୁଟି
ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ।!-->…
Read More...
Read More...