ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ (ଆଇଏଏସ୍‌) ରେ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅମୃତ କାଳ ବିମର୍ଶ ବିକଶିତ ଭାରତ ଅ ୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବେଙ୍ଗାଲୁରୁ ସ୍ଥିତ ସିଏସ୍‌ଆଇଆର
Read More...

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ରେ ମୁଖ୍ୟ ସଚିବଙ୍କ କାର୍ଯ୍ୟକାଳ ସରୁଥିଲା । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ
Read More...

କୁଖ୍ୟାତ ଅପରାଧୀ କାଳୁ ଭୋଳକୁ ପୁରୀ ପୁଲିସ୍‌ ଏନ୍‌କାଉଣ୍ଟର

ପୁରୀ: କୁଖ୍ୟାତ ଅପରାଧୀ କାଳୁ ଭୋଳକୁ ପୁରୀ ପୁଲିସ୍‌ ଏନ୍‌କାଉଣ୍ଟର କରିଛି। ଗୁଳିମାଡ଼ରେ କାଳୁ ଆହତ ହୋଇଛି। ତାକୁ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନକାଉଣ୍ଟର ବେଳେ କାଳୁ ଭୋଳର ଡାହାଣ ଗୋଡରେ ବାଜିଛି ଗୁଳି । ସୂଚନାଯୋଗ୍ୟ, ସତ୍ୟବାଦୀ ଆଇଆଇସିଙ୍କ ଉପରକୁ
Read More...

ଓଡ଼ିଆ ପୁଅ ଦକ୍ଷିଣଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆର ମ୍ୟାନେଜର

ଭୁବନେଶ୍ବର: ଭାରତୀୟ କ୍ରିକେଟ ଦଳର ମ୍ୟାନେଜର ଦାୟିତ୍ବ ତୁଲାଉଛନ୍ତି ଓଡ଼ିଆ ପୁଅ ଶତବୀର ସିଂହ ରିୟର । ଭାରତର ସାଉଥ ଆଫ୍ରିକା ଗସ୍ତରେ ଟିମ୍ ଇଣ୍ଡିଆକୁ କଂଟ୍ରୋଲ କରିବେ ମାଲକାନଗିରି ଜିଲ୍ଲାର କ୍ରିକେଟର ସତବୀର ସିଂ ରାଏର ଓରଫ ପପ୍ପୁ ସିଂ । ଚଳିତ ସାଉଥ ଆଫ୍ରିକା ଟେଷ୍ଟ ସିରିଜ ଲାଗି
Read More...

ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ଓଜେଏସ୍ ପରୀକ୍ଷାରେ ସଫଳତା

ଭୁବନେଶ୍ୱର, ଡିସେମ୍ବର ୨୮: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ
Read More...

ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସ୍‌ଡି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର,ଡିସେମ୍ବର ୨୮: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ଜୀବନର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ‘ସେଂଟର ଫର ୟୁଥ ଆଣ୍ଡ ସୋସିଆଲ୍ଡେ
Read More...

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ

ଭୁବନେଶ୍ୱର, ୨୬/୧୨: ସମ୍ ଅଲ୍ଟିମେଟ୍ ମେଡିକେୟାରର ପ୍ରଥମ ସ୍ପୋର୍ଟସ ମିଟ୍ ‘ସମ୍ମମନ୍ୱୟ- ୨୦୨୩’ ବଡ଼ଦିନ ଅବସରରେ ସୋମବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ସ୍ପୋର୍ଟ୍ସ ମିଟ୍‌ରେ ଭାଗ ନେଇଥିବା ୧୦ଟି ଟିମ୍ ମଧ୍ୟରୁ ‘ନେବୁଲା ନୋମାଡ୍ସ’ ଟିମ୍ ଚାମ୍ପିଅନ୍ ହୋଇଛି । ‘ସମ୍ମମନ୍ୱୟ -୨୦୨୩’ର
Read More...

କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା
Read More...

ପୁଣି ଫେରିଲା କି କରୋନା ?

ଭୁବନେଶ୍ବର: ଦୀର୍ଘ ତିନି ବର୍ଷ ଧରି ସାରା ବିଶ୍ୱକୁ କନ୍ଦାଇବା ପରେ ପୁଣି ଥରେ କରୋନା ଭାଇରସ୍ କଡ଼ ଲେଉଟାଇଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଗତ ୨୪ ଘଣ୍ଟା
Read More...

ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ଅନେକ ରୋଗୀ ହସ୍ପିଟାଲରେ ଫସି ରହିଥିବା ଆଶଙ୍କା କରାଯାଉଛି। ତେବେ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଥିବା ବେଳେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ରହିଛି। ସୂଚନା ଅନୁସାରେ
Read More...