ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସୋଆ ଦେଲା ଖଣ୍ଡଗିରି ଥାନାକୁ ଏକ ବୋଲେରୋ ନିଓ ଗାଡ଼ି

ଆଇନ୍ ଶୃଙ୍ଖଳା ଓ ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ୍ ପୋଲିସକୁ ସୋଆର ସହଯୋଗଖଣ୍ଡଗିରି ଥାନାକୁ ବୋଲେରୋ ପ୍ରଦାନ ଭୁବନେଶ୍ୱର: ଆଇନ୍ ଶୃଙ୍ଖଳା ପରିସ୍ଥିତି ତଥା ଅପରାଧ ନିୟନ୍ତ୍ରଣ ନିମନ୍ତେ କମିଶନରେଟ ପୋଲିସ୍ ପ୍ରତି ସହଯୋଗର ହାତ ବଢ଼ାଇଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ।
Read More...

ରାଜ୍ୟରେ ୫ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ ଦେଲେ ରାଜ୍ୟପାଳ

ଭୁବନେଶ୍ବର: ରାଜ୍ୟରେ ସୃଷ୍ଟିହେଲା ୫ ହଜାର ନୂଆ ଡାକ୍ତର ପଦବୀ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କ୍ୟାପିଟାଲ ହସପିଟାଲ ଓ ରାଉରକେଲା ଆଇଜିଏଚରେ ୬୮୯ଟି ନୂଆ ଡାକ୍ତର ପଦବୀ ସୃଷ୍ଟି କରାଯାଇଛି । ୩୨ଟି ଉପଖଣ୍ଡ ଚିକିତ୍ସାଳୟରେ ୪୮୦ ଜଣ ଡାକ୍ତର ନିଯୁକ୍ତ ହେବେ। ଏହି ନୂଆ ଡାକ୍ତର
Read More...

ରେଳରେ ଜେନେରାଲ କୋଚରେ ଯାତ୍ରା କରୁଥିବା ଲୋକମାନେ ପାଇବେ ସୁଲଭ ମୂଲ୍ୟରେ ଖାଦ୍ୟ

ନୂଆଦିଲ୍ଲୀ: ଭାରତୀୟ ରେଳବାଇରେ ଜେନେରାଲ କୋଚରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ଖାଇବା ପିଇବା ପାଇଁ ଚିନ୍ତା କରିବାକୁ ପଡିବ ନାହିଁ । ଷ୍ଟେସନର ପ୍ଲାଟଫର୍ମରେ ଜେନେରାଲ କୋଚ୍ ସମ୍ମୁଖରେ ‘ଇକୋନୋମି ମିଲ୍ସ’ ଷ୍ଟଲ୍ ନିର୍ମାଣ କରାଯିବ। ଏହି ଷ୍ଟଲଗୁଡ଼ିକରେ ଖାଦ୍ୟ ଓ ପାନୀୟ ଅତି ସୁଲଭ ମୂଲ୍ୟରେ
Read More...

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ

ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚ ଓ ଅନ୍ୟମାନଙ୍କ ସହ 5T ସଚିବଙ୍କ ଆଲୋଚନା ଆରମ୍ଭ, ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ
Read More...

ସମ ହସ୍ପି୍‌ଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍‌ଘାଟିତ

ଭୁବନେଶ୍ୱର: ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍‌’ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍‌ଷ୍ଟେସନ ଲୋକାର୍ପିତ

୬୫୦ କୋଟି ଟଙ୍କା ଖର୍ଚ୍ଚ, ଉପକୃତ ହେବେ ରାଜ୍ୟର ୨.୨ ଲକ୍ଷ ଲୋକମିଳିବ ଗୁଣାତ୍ମକ, ନିରନ୍ତର ବିଜୁଳିOPGC ଓ OPTCL ପକ୍ଷରୁ ରାଜ୍ୟ ସରକାରଙ୍କୁ ୧୪୫ କୋଟି ଟଙ୍କା ଅନ୍ତରୀଣ ଲାଭାଂଶ ପ୍ରଦାନ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ କୋଟି‘ସମସ୍ତଙ୍କ ପାଇଁ ବିଜୁଳି’ ଲକ୍ଷ୍ୟ ହାସଲରେ ମିଳିଛି
Read More...

ଓଡିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପୁରସ୍କାର

ନୂଆଦିଲ୍ଲୀ: ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଲରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୭୫ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ଡିଜିଟାଲ୍‌
Read More...

ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ
Read More...

ଏନକାଉଣ୍ଟରରରେ ନିହତ ହେଲେ ୪ ଆତଙ୍କବାଦୀ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ । ଗତକାଲି ରାତି ସାଢ଼େ ୧୧ଟାରେ ପୁଞ୍ଚ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଉଭୟପଟୁ ଗୁଳି ଚାଳନା ହୋଇଥିବା ବେଳେ ରାତି ତମାତ ଡ୍ରୋନ ଓ ନାଇଟ
Read More...

ରସୁଲପୁର ବ୍ଲକ ନିକଟରେ ଭୁଶୁଡିଲା ପୋଲ

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ରସୁଲପୁର ବ୍ଲକ ଛକ ନିକଟରେ ଥିବା ଏକ ପୋଲ ଭୁଶୁଡ଼ିବା ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି ଏନଏଚ ଏଆଇ ପ୍ରକଳ୍ପ ନିର୍ଦ୍ଦେଶକ ଜି.ପି ବର୍ମା। ଏହାପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ନିର୍ମାଣଗତ ତ୍ରୁଟି ଯୋଗୁଁ ପୋଲ ଭୁଶୁଡ଼ିଛି। ବିଶେଷଜ୍ଞ ଟିମ୍
Read More...