ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ଆହତ

ନ୍ୟୁଜ୍ ବ୍ୟୁରୋ: କୋକସରା ବ୍ଲକ ଆମପାଣି ଘାଟିରେ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି । ୨ ଆହତଙ୍କୁ କୋକସରା ଡାକ୍ତରଖାନାରେ
Read More...

ନିଅଣ୍ଟିଆ ବର୍ଷା କୁ ଭରଣା କରିବାକୁ ଆସୁଛି ବଡ଼ ଲଘୁଚାପ

ଭୁବନେଶ୍ବର: ଜୁନ ୦୧ ରୁ ଜୁଲାଇ ୧୩ ତାରିଖ ମଧ୍ୟରେ ରାଜ୍ୟ ରେ ସ୍ଵାଭାବିକ ଭାବେ ୩୩୪.୪ମିମି ବର୍ଷା ହେବାକଥା କିନ୍ତୁ ଏହି ସମୟ ରେ ୨୪୩.୯ମିମି ବର୍ଷା ହୋଇଛି । ଯାହା ସ୍ଵାଭାବିକ ଠାରୁ ୨୭% କମ୍ ବର୍ଷା। ଏହି ସମୟ ରେ କଳାହାଣ୍ଡି ରେ ୬୫% କମ୍ ବର୍ଷା ହୋଇଥିବା ବେଳେ, ୧୭ ଜିଲ୍ଲା ରେ କମ୍
Read More...

ସେତୁ ଯୋଜନାରେ ସାମିଲ ହେଲା ୧୦ ପଞ୍ଚାୟତ

ଭୁବନେଶ୍ବର: ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର
Read More...

ଚନ୍ଦ୍ରୟାନ-୩ ମିଶନର ସଫଳତା ନେଇ ତିରୁପତି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ଇସ୍ରୋର ବୈଜ୍ଞାନିକ

ତିରୁପତି: ଚନ୍ଦ୍ରଯାନ ୩ ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆସନ୍ତାକାଲି ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨୪ ଘଣ୍ଟା ଧରି ଚାଲିଥିବା ‘ଲଞ୍ଚ ରିହର୍ସାଲ୍’ ଶେଷ ହୋଇଛି ବୋଲି ଇସ୍ରୋ ମଙ୍ଗଳବାର ଟ୍ୱିଟ୍ କରିଛି। ତାପୂର୍ବରୁ ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟଚଲାପାଥି
Read More...

ଆରମ୍ଭ ହେଲା ନବ ଦାସ ହତ୍ୟା ମାମଲା ଶୁଣାଣି, ଝାରସୁଗୁଡାରେ ଗୋପାଳ

ଝାରସୁଗୁଡା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଶୁଣାଣି ଆଜିଠାରୁ ଆରମ୍ଭ ହେଉଛି। ଏଥିପାଇଁ ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ବାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍। କଡ଼ା ସୁରକ୍ଷା ଭିତରେ ଗୋପାଳ ଦାସଙ୍କୁ ଝାରସୁଗୁଡା ନିଆଯାଇଛି। ପରେ ଗୋପାଳ ଦାସକୁ ଓଏସଏପି
Read More...

ଇଏନ୍‌ଟି ପାଇଁ ସମ୍ ହସ୍ପିଟାଲ୍‌ରେ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା

ଭୁବନେଶ୍ୱର: ଜନସାଧାରଣଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାର ଧାରା ଅବ୍ୟାହତ ରଖି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ମେ ଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା ବିଭାଗରେ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଏଣ୍ଡାସ୍କୋପି ଓ ଷ୍ଟ୍ରୋବୋସ୍କୋପି
Read More...

୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଢ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ସେ କଟକ ଆସିବେ। ଏଥର ରାଷ୍ଟ୍ରପତି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏସସିସି
Read More...

କୁକୁରମାନେ ବି ହୃଦଘାତର ଶିକାର ହୁଅନ୍ତି

ଭୁବନେଶ୍ୱର, ଜୁଲାଇ୧୨: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯବଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ
Read More...

ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍‌ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି

ଭୁବନେଶ୍ୱର: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି । ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ
Read More...

ଆସିଲା ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ: କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ

ଭୁବନେଶ୍ବର: ଆସିଲା ଚଳିତ ବର୍ଷର ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା । ବିଜ୍ଞାନରେ ୯୧.୬୭%, ବାଣିଜ୍ୟରେ ୭୯.୨୦%, କଳାରେ ୮୦ % ସହ ରେଭେନ୍ସା ଆଗରେ ରହିଛି । ସେହିପରି ଏଫଏମ କଲେଜରେ ବିଜ୍ଞାନ କଟ ଅଫ୍ ମାର୍କ ୯୦ % । ୮୯% କଟ୍ ଅଫ୍ ସହ
Read More...