ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ଆବେଦନ ଆରମ୍ଭ
ଭୁବନେଶ୍ବର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in!-->…
Read More...
Read More...