ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ

ଭୁବନେଶ୍ୱର: ଆଜି ସରକାର ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ
Read More...

କଳାହାଣ୍ଡି ଜିଲ୍ଲା ପାଇଁ ବିଜେଡିର ନୂତନ କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ବର: ଆଜି ବିଜେଡିର କଳାହାଣ୍ଡି ଜିଲ୍ଲା ପାଇଁ ନୂତନ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି । ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ସେହିପରି ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ
Read More...

ବିଶ୍ୱ ସ୍ନାୟୁରୋଗ ଓ ମୁଣ୍ଡବିନ୍ଧା ଗବେଷଣା ସମାଜ ତରଫରୁ ସମ୍ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଚୌଧୁରୀଙ୍କୁ…

ଭୁବନେଶ୍ୱର, ଜୁଲାଇ ୩: ଜୁନ୍ ୧୬ ରୁ ୧୮ ତାରିଖରେ ବାଙ୍ଗାଲୋରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ମୁଣ୍ଡବିନ୍ଧା ଓ ଅର୍ଦ୍ଧକପାଳୀ (ମାଇଗ୍ରେନ) ଗବେଷଣା ସମାଜର ଅନ୍ତରାଷ୍ଟ୍ରୀୟ ସମ୍ମିଳନୀରେ ବରିଷ୍ଠ ସ୍ନାୟୁରୋଗ ବିଶେଷଜ୍ଞ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଶିବନାରାୟଣ ଚୌଧୁରୀଙ୍କୁ ଫେଲୋସିପ
Read More...

ପୁରୀ ରଥଯାତ୍ରାରେ ୧୦ ଲକ୍ଷ ୫୦ ହଜାରରୁ ଅଧିକ ଭକ୍ତଙ୍କୁ ସେବା ଯୋଗାଇଲା ଜେଏସପି ଫାଉଣ୍ଡେସନ

୧୦.୫ ଲକ୍ଷ ଭକ୍ତମାନଙ୍କୁ ଗରମ ରନ୍ଧା ଖାଦ୍ୟ ପ୍ରଦାନଭକ୍ତଙ୍କ ମଧ୍ୟରେ ୬୦୦୦ ଗ୍ଲୁକୋଜ୍ ପ୍ୟାକେଟ୍ ବଣ୍ଟନଭକ୍ତମାନଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଣ   ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସମାଜକଲ୍ୟାଣ ସଂସ୍ଥା ଜେଏସପି ଫାଉଣ୍ଡେସନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ଜଗନ୍ନାଥ ରଥଯାତ୍ରାରେ ବଡ
Read More...

ଜୁଲାଇ ୪ରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ଜୁଲାଇ ୧: ପୂର୍ବ ଭାରତରେ ପଶ୍ଚିମା ପବନ ପ୍ରବାହିତ ହେବା ଦ୍ୱାରା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ହୋଇପଡ଼ିଥିବା ସତ୍ୱେ ପଶ୍ଚିମ କେନ୍ଦ୍ର ବଙ୍ଗୋପ ସାଗର ଏବଂ ଏହାର ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ
Read More...

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ ଜେଲ

ଭୁବନେଶ୍ବର: ପତ୍ନୀହନ୍ତା ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ । ପତ୍ନୀ ହତ୍ୟା ଅଭିଯୋଗରେ ଗୁଣୁପୁରର ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ-୩ କୋର୍ଟ । ଦଫା ୩୦୨ ପାଇଁ ଆଜୀବନ କାରାଦଣ୍ଡ ଆଦେଶ ସହ ୫୦ ହଜାର
Read More...

ଏବର୍ଷର ଶେଷ ଆଡ଼ପମଣ୍ଡପ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ: ଆଜି ଜନ୍ମବେଦୀରେ ଚାଲିଛି ଏବର୍ଷର ଶେଷ ଆଡ଼ପମଣ୍ଡପ ଦର୍ଶନ। ବ୍ୟାରିକେଡ ମଧ୍ୟ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ବାଟେ ପ୍ରବେଶ କରି ନାକଚଣା ଦ୍ୱାରଦେଇ ପ୍ରସ୍ଥାନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳ ୩ଟା ୨୦ରୁ ଦ୍ୱାରଫିଟା ଓ ୪ଟାରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କ
Read More...

ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓ.ଏ.ଏସ୍‌ ଅଧିକାରୀ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ
Read More...

ଦୁଇ ଦିନିଆ ବରଗଡ଼ ଗସ୍ତରେ ଫାଇଭ୍ ଟି ସଚିବ

ଭୁବନେଶ୍ବର: ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ଦୁଇଦିନିଆ ବରଗଡ଼ ଗସ୍ତରେ । ଅତାବିରା ସରଣ୍ଡାରୁ ଗସ୍ତ ଆରମ୍ଭ କରିଛନ୍ତି ଫାଇଭ୍ ଟି ସଚିବ । ଦୁଇ ଦିନିଆ ଗସ୍ତ କାଳରେ ସେ ଜିଲ୍ଲାର ସମସ୍ତ ୫ଟି ନିର୍ବାଚନ ମଣ୍ଡଳୀ ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବେ । ବିଭିନ୍ନ
Read More...

ଆଜି ବି ବର୍ଷିବ: ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଗତ କିଛି ଦିନ ହେଲା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର
Read More...