ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ
ଭୁବନେଶ୍ୱର: ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁବ। ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ। ବଜ୍ରପାତ!-->…
Read More...
Read More...