ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ୧୨ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଦିଗପହଣ୍ଡି ଖେମୁଣ୍ଡି କଲେଜ ସମ୍ମୁଖରେ ବଡ଼ ଧରଣର ବସ ଦୁର୍ଘଟଣା । ଦୁଇ ଘରୋଇ ଓ ସରକାରୀ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଘରୋଇ ମିନି ବସ୍ ସହ ସରକାରୀ ଓଏସଆରଟିସି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକ
Read More...

ଓଡ଼ିଶାରେ ପ୍ରଥମ – ସମ୍‌ରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଂଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ

ଭୁବନେଶ୍ୱର, ଜୁନ୍ ୨୫ : ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଂଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇପାରିଛି । ଗତ ଶନିବାର ଦିନ ଦେଶର ତିନିଟି
Read More...

ସମ୍ ଅଲ୍ଟିମେଟ୍‌ରେ ବିଏଲ୍‌ଏସ୍ ଓ ଏସିଏଲ୍‌ଏସ୍ ପ୍ରୋଭୋଇଡର କୋର୍ସ ଉଦ୍‌ଘାଟନ

ଭୁବନେଶ୍ୱର, ଜୁନ୍ ୨୪ : ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶୁକ୍ରବାର ବେସିକ୍ ଲାଇଫ୍ ସପୋର୍ଟ (ବିଏଲ୍‌ଏସ୍ )ଓ ଆଡଭାନ୍ସ କାର୍ଡିଆକ୍ ଲାଇଫ୍ ସପୋର୍ଟ (ଏସିଏଲ୍‌ଏସ୍‌) ର ୩ ଦିନିଆ ପ୍ରୋଭାଇଡର କୋର୍ସ ଉଦ୍‌ଘାଟନ ହୋଇଯାଇଛି । ସମ୍ ଅଲ୍ଟିମେଟ୍ ମେଡିକେୟାର, ଭୁବନେଶ୍ୱର ଇଣ୍ଡିଆନ୍ ସୋସାଇଟି ଅଫ୍
Read More...

ଶିକ୍ଷା ଓ ଗବେଷଣା କ୍ଷେତ୍ରକୁ ନେଇ ସୋଆ ଏବଂ ଆଇସିଏମ୍‌ଆର-ଆର୍‌ଏମ୍‌ଆର୍‌ସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ଜୁନ୍ ୨୪ : ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ପାରସ୍ପରିକ ସହଯୋଗ ନିମନ୍ତେ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଇସିଏମ୍‌ଆର୍‌- ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଂଟର (ଆଇସିଏମ୍‌ଆର୍‌-ଆର୍‌ଏମ୍‌ଆର୍‌ସି) ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ଅନୁଯାୟୀ
Read More...

ଭିଜିଲାନ୍ସ ଜା‌ଲରେ ନବରଙ୍ଗପୁର ଉପଜିଲ୍ଲାପାଳ

ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଫସିଲେ ବଡ଼ ବାବୁ । ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ଆଜି ଗୋଟିଏ ବ୍ୟାଙ୍କର ପାସବୁକ, ଏଟିମଏମ ଜବତ କରିଛି ଭିଜିଲାନ୍ସ । ସେହି ଆକାଉଣ୍ଟରେ ୨୦୧୯ରୁ ଏପର୍ଯ୍ୟନ୍ତ ୨୬ ଲକ୍ଷ ୨୭ ହଜାର ଟଙ୍କା
Read More...

ପୁରୀ ରଥ ଯାତ୍ରାରେ ଜେଏସପି ଫାଉଣ୍ଡେସନ ପକ୍ଷରୁ ଭକ୍ତମାନ ନିମନ୍ତେ ଭୋଜନ ସେବା

ବର୍ତ୍ତମାନ ପର୍ଯ୍ୟନ୍ତ ୩୦୦,୦୦୦ରୁ ଅଧିକ ଭକ୍ତଙ୍କୁ ସତେଜ ଖାଦ୍ୟ ଯୋଗାଣପୁରୀ ବସ୍ ଷ୍ଟାଣ୍ଡ ପରିସରରେ ନେତ୍ରୋତ୍ସବ ଦିନ ଠାରୁ ସେବା ଆରମ୍ଭଭକ୍ତମାନଙ୍କ ମଧ୍ୟରେ ୫୦୦୦ ଗ୍ଲୁକୋଜ୍ ପ୍ୟାକେଟ୍ ବଣ୍ଟନ ଏବଂ ଜିଲ୍ଲା ପ୍ରଶାସନକୁ ୭୦୦ ରେନକୋଟ୍ ପ୍ରଦାନ ଭୁବନେଶ୍ୱର (୨୩/୦୬/୨୦୨୩): ଜିନ୍ଦଲ
Read More...

ସରିଲା ଶ୍ରୀବିଗ୍ରହଙ୍କ ଆଡପ ମଣ୍ଡପ ବିଜେ ନୀତି

ପୁରୀ: ସରିଛି ଶ୍ରୀବିଗ୍ରହଙ୍କ ଆଡପ ମଣ୍ଡପ ବିଜେ ନୀତିି। ଏବେ ପରଠାରୁ ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ
Read More...

ଭାରତର ଶ୍ରେଷ୍ଠ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ଦୁଇ ଗବେଷକ

ଭୁବନେଶ୍ୱର, ଜୁନ ୨୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଦୁଇ ଜଣ ବରିଷ୍ଠ ବୈଜ୍ଞାନିକଙ୍କୁ ୨୦୨୩ ନିମନ୍ତେ ସେମାନଙ୍କ ନିଜ ଗବେଷଣା କ୍ଷେତ୍ରରେ ଭାରତର ସର୍ବୋଚ୍ଚ ୧୦ ଜଣ ଗବେଷକଙ୍କ ମଧ୍ୟରେ ସ୍ଥାନ ମିଳିଛି । ପ୍ରଫେସର ପ୍ରଦୀପ୍ତ କିଶୋର ଦାଶ ଓ ପ୍ରଫେସର କୁଳମଣି
Read More...

ବାହାନଗା ସ୍କୁଲର ନବକଳେବର ପାଇଁ ଖର୍ଚ୍ଚ ହେବ ଅଢେଇ କୋଟି

ବାହାନଗା: ବାହାନଗା ପଞ୍ଚାୟତ ସାରା ଦେଶ ପାଇଁ ସାଜିବ ମଡେଲ। ଏଥିସହ ବାହାନଗା ସ୍କୁଲର ରୂପାନ୍ତରଣ ପାଇଁ ଖର୍ଚ୍ଚ ହେବ ଅଢେଇ କୋଟି ଟଙ୍କା। ଏଥିପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ମଞ୍ଜୁରୀ ପତ୍ରକୁ ଜିଲ୍ଲାପାଳଙ୍କୁ ଦେଲେ ଭିକେ ପାଣ୍ଡିଆନ୍‌। ଏଥିସହ ସେ ଅଞ୍ଚଳରେ ବିଭିନ୍ନ
Read More...

ଉତ୍ତରାଖଣ୍ଡରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୯ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲ୍ଲାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ମୁନସ୍ୟାରିର ହୋକରା ଅଞ୍ଚଳରେ ଶ୍ରଦ୍ଧାଳୁ ଭର୍ତ୍ତି ଥିବା ଏକ ଜିପ ଖାଇରେ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ଏଯାବତ ୯ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଥିବା ବେଳେ ୨ଜଣ
Read More...