ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

’ର’ ର ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା

ନୂଆଦିଲ୍ଲୀ: ଭାରତର ଗୁଇନ୍ଦା ଏଜେନ୍ସି ’ର’ ର ନୂଆ ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା । ରବି ସିହ୍ନା ହେଉଛନ୍ତି ଛତିଶଗଡ କ୍ୟାଡରର ଆଇପିଏସ୍ ଅଫିସର। କେନ୍ଦ୍ର ସରକାର ଏହି ନୂଆ ନିଯୁକ୍ତି ଦେଇଛନ୍ତି । ତେବେ ଜୁନ୍ ୩୦ ତାରିଖରେ ବର୍ତ୍ତମାନ ର’ର ମୁଖ୍ୟ ଥିବା ସାମନ୍ତ କୁମାର
Read More...

ଆସାମରେ ସାଂଙ୍ଘାତିକ ବନ୍ୟା ସ୍ଥିତି

ଗୈାହାଟି: ଆସାମରେ ବନ୍ୟା ଅତି ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ବ୍ରହ୍ମପୁତ୍ର ନଦୀ ବିପଦ ସଙ୍କେତ ଉପରେ ପ୍ରଭାହିତ ହୋଇଛି । ଅନ୍ୟ ଶାଖା ନଦୀରେ ବି ଜଳସ୍ତର ବୃଦ୍ଧି ଘଟିଛି। ଲଗାଣ ବର୍ଷା ହେବା ଫଳରେ ଜଳସ୍ତର ବଢ଼ିବାରେ ଲାଗିଛ। ରାଜ୍ୟର ୧୦ ଜିଲ୍ଲାର ୩୭ ହଜାରରୁ ଅଧିକ ଲୋକ ଜଳବନ୍ଦୀ ହୋଇ
Read More...

ସରିଲା ମହାପ୍ରଭୁଙ୍କ ନବଯୋୖବନ ଦର୍ଶନ

ପୁରୀ: ସରିଯାଇଛି ଚତୁର୍ଦ୍ଧାମୁରତିଙ୍କ ପବିତ୍ର ନବଯୌବନ ଦର୍ଶନ । ଅନବସର ଗୁପ୍ତନୀତି ଶେଷ ପରେ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଥିଲେ ମହାପ୍ରଭୁ । ୩ ଘଣ୍ଟା ଦର୍ଶନ ବ୍ୟବସ୍ଥା ରହିଥିବାରୁ ଆଜି ସକାଳ ୮ଟାରୁ ଏକ ଘଣ୍ଟା ଧରି ପାରମାଣିକ ଟିକେଟ ଦର୍ଶନ ହୋଇଥିଲା । ପରେ ଦିନ ୧୧ଟା
Read More...

ମଦ ଦୋକାନରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ସହୀଦ ନଗର ଭବାନୀ ମଲ ନିକଟରେ ଥିବା ଏକ ମଦ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳୁଛି । ତେବେ ନିଆଁର ମାତ୍ରା ଏତେ ଅଧିକ ଥିଲା ଯେ ସ୍ଥାନୀୟ ଅଞ୍ଚଳରେ ଧୁଆଁ ଭର୍ତ୍ତି ହୋଇଯାଇଥିଲା । ମଦ ଦୋକାନ ପାଖ
Read More...

ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ନବକଳେବର

ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲାପାଳ ଦେଲେ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ। ଗତ ମେ ୨୯ରେ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ
Read More...

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ବିପର୍ଯ୍ୟୟ’

ଗୁଜୁରାଟ: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଗୁଜରାଟ ଉପକୂଳରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରିଛି। ସନ୍ଧ୍ୟା ପ୍ରାୟ ୬.୪୫ରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ମଧ୍ୟରାତ୍ର ଯାଏ ଚାଲୁ ରହିବ ବୋଲି ଭାରତୀୟ ପାଣିପାଗ ସୂଚନା ଦେଇଛି। ବିଭାଗର
Read More...

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୈାବନ ଦର୍ଶନ

ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା।  ମହାପ୍ରଭୁଙ୍କୁ ନବଯୌବନ ବେଶରେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡାନ୍ତ ହୋଇଛି। ମାତ୍ର ତିନିଘଣ୍ଟା ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ବେଶକୁ ଦର୍ଶନ କରିବେ। ସକାଳ
Read More...

ଭୀଷଣ ବାତ୍ୟାର ରୂପ ନେଲା ’ବିପର୍ଯ୍ୟୟ’

ଗାନ୍ଧିନଗର: ଉତ୍ତର ପୂର୍ବ ଆରବ ସାଗର ରେ ଅତି ଭୀଷଣ ବାତ୍ୟା ' ବିପର୍ଯ୍ୟୟ ' ଏବେ ଘଣ୍ଟା ପ୍ରତି ପ୍ରାୟ ୦୩ କିମି ବେଗ ରେ ଉତ୍ତର ଦିଗ ରେ ଅଗ୍ରସର ହେଉଛି। ବାତ୍ୟା ବିପର୍ଯ୍ୟୟ ଏବେ ଜଖାଉ ବନ୍ଦର ଠାରୁ ପଶ୍ଚିମ- ଦକ୍ଷିଣ ପଶ୍ଚିମ ଦିଗରେ ୨୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ବାତ୍ୟା
Read More...

ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲାର ପୂର୍ବତନ ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପିଛା କରି ତାଙ୍କୁ ତାଙ୍କ କାମାକ୍ଷାନଗର ବାସଭବନ ଆଗରେ ଦୁଇ ରାଉଣ୍ଡ ଗୁଳିମାଡ଼ କରିଛନ୍ତି । ଗୁଳିମାଡ ପରେ ଘଟଣାସ୍ଥଳରୁ ଫେରାର
Read More...

ଆରବିଆଇ ମୁଖ୍ୟ ଶଶିକାନ୍ତ ‘ଗଭର୍ଣ୍ଣର ଅଫ ଦ ଇୟର’

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ୨୦୨୩ ବର୍ଷ ପାଇଁ ପ୍ରଦାନ କରାଯାଇଛି ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର। ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଶ୍ବ ବଜାରରେ ଅସ୍ଥିରତା
Read More...