ପ୍ରମୁଖ ଖବର

ଏସ୍‌ସି-ଏସ୍‌ଟି ମାମଲା ପାଇଁ ୬ ନୂଆ ସ୍ପେଶାଲ୍ କୋର୍ଟ
ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ, ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତ
ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ
ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ
ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମଳଦ୍ବାରରେ ରଖିଥିବା ସୁନା ଜବତ ପରେ…

କନ୍ନୁର: କେରଳର କନ୍ନୁର ବିମାନବନ୍ଦରରେ ସୁନା ଚୋରା ଚାଲାଣ କରି ମଳଦ୍ୱାରରେ ଲୁଚାଇ ରଖିଥିବା ଅଭିଯୋଗରେ ଜଣେ ଏୟାର୍ ହୋଷ୍ଟେସ ଗିରଫ ହେଇଛନ୍ତି। ସୁରଭି ଖାତୁନ ନାମକ ଏହି ମହିଳା ତାଙ୍କ ମଳଦ୍ୱାରରେ ପ୍ରାୟ ୯୬୦ ଗ୍ରାମ ସୁନା ଲୁଚାଇ ରଖିଥିବା ଯାଞ୍ଚ ବେଳେ ଡିଆର୍‌ଆଇ ଅଧିକାରୀମାନେ ଜାଣିବାକୁ
Read More...

ସିଏମ୍‌ ସାର୍‌, ସେଲ୍‌ଫି ପ୍ଲିଜ୍‌…

ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ୍ ସ୍ଥିତ ମଡର୍ଣ୍ଣ ବୁକ୍ ଷ୍ଟୋର୍‌କୁ ବହି କିଣିବାକୁ ଆସିଥିବା ବେଳେ କୁନି ଝିଅଟିର ଅନୁରୋଧ ରକ୍ଷା କରି ସେଲ୍ଫି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Read More...

ସୋଆରେ ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ

ଭୁବନେଶ୍ୱର, ମଇ ୩୧: ବିଶ୍ୱ ତମାଖୁ ମୁକ୍ତ ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍ (ଆଇଡିଏସ୍‌)ର ପବ୍ଲିକ୍ ହେଲ୍‌ଥ ଡେଂଟିଷ୍ଟ୍ରି ବିଭାଗ ପକ୍ଷରୁ ସଫେଇ କର୍ମଚାରୀଙ୍କ ନିମନ୍ତେ ତମାଖୁ ବର୍ଜନ ନେଇ ଏକ ସଚେତନତା କାର୍ଯ୍ୟକ୍ରମ
Read More...

ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ

ଭୁବନେଶ୍ୱର, ମଇ ୩୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ
Read More...

ଖସିଲା ତୀର୍ଥଯାତ୍ରୀ ବସ୍: ୨୧ ମୃତ,୪୦ରୁ ଅଧିକ ଆହତ

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରରେ ୧୫୦ ଫୁଟ ତଳକୁ ଖସିପଡ଼ିଛି ତୀର୍ଥଯାତ୍ରୀ ବସ୍। ଏହି ଦୁର୍ଘଟଣାରେ ୨୧ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି
Read More...

ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ୱର: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)
Read More...

ସମ୍ ହସ୍ପିଟାଲ୍‌ରେ ପେଡିଆଟ୍ରିକ୍ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ସମ୍ପର୍କିତ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୨୯/୦୫: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗତ ରବିବାର ପେଡିଆଟ୍ରିକ ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି ସମ୍ପର୍କିତ ଏକ କର୍ମଶାଳା ଆୟୋଜିତ ହୋଇଯାଇଥିବା ବେଳେ ଏଥିରେ ପ୍ରାୟ ୧୫୦ ଜଣ ପ୍ରତିନିଧି ସାମିଲ ହୋଇଥିଲେ । କର୍ମଶାଳାରେ ଲକ୍ଷ୍ନୋ
Read More...

ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ: ୩ମୃତ, ୩୦ ଆହତ

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ମଡ ଧରଣର ବାଣ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ନାବାଳକ ସହ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ, ପୁରୀ ନରେନ୍ଦ୍ର୍ର ପୁଷ୍କରଣୀରେ ମହାପ୍ରଭୁଙ୍କ ଭଉଁରି ଖେଳ ବେଳେ ବାଣ
Read More...

ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ବର: ପ୍ରକାଶ ପାଇଛି +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଗୋଟିଏ
Read More...

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ

କଟକ: ଆଜି ଜଣେ ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ ଘଟିଛି। କଟକ ହାଡ଼ିବନ୍ଧୁ ସ୍କୁଲ୍ ୧୧୪ ନମ୍ବର ବୁଥ୍ ର ମହିଳା ପୋଲିଂ ଅଫିସର ସୁଜାତା ମିତ୍ରଙ୍କ ମୃତ୍ୟୁ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୁଚନା ଦେଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ
Read More...