ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ହାଇୱା ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ନୟାଗଡ: ନୟାଗଡ଼ ଜିଲ୍ଲା ଭାପୁର-ରାଜସୁନାଖଳା ରାସ୍ତାର ଗୋଳାପୋଖରୀ ଗାଁ ନିକଟରେ ଆଜି ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ଫତେଗଡ଼ ଥାନା ବେଗୁନିଆ ଗାଁର ପୂଜା ପ୍ରଧାନ। ସେହିଭଳି ଗୁରୁତର ଆହତ ଛାତ୍ର ଜଣକ
Read More...

ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା

ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର
Read More...

ଦେଶରେ ଲାଗୁ ହେଲା ସିଏଏ

ନୂଆଦିଲ୍ଲୀ: ସିଏଏକୁ ନେଇ ଜାରି ହେଲା ବିଜ୍ଞପ୍ତି। ୩ ଦେଶର ସଂଖ୍ୟାଲଘୁଙ୍କୁ ମିଳିବ ନାଗରିକତା। ଏନେଇ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର । ଶରଣାର୍ଥୀମାନଙ୍କୁ ମିଳିପାରିବ ନାଗରିକତା। ୩ ଦେଶ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ। ଏହି ଦେଶର ୨୦୧୪ ପୂର୍ବରୁ ଶରଣ ନେଇଥିବା
Read More...

ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ

କୋରାପୁଟ: ଲାଇନଚ୍ୟୁତ ହେଲା ପାସେଞ୍ଜର ଟ୍ରେନ୍‌। ବିଶାଖାପଟନମରୁ ଭବାନୀପାଟଣା ଆସୁଥିବା ଗୋଟିଏ ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଗାଡ଼ି ନମ୍ବର ୦୮୫୦୪ ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେସନ ନିକଟରେ ଦୁର୍ଘଟଣା ହୋଇଛି ଟ୍ରେନ୍।  ତେବେ ଟ୍ରେନର କୌଣସି ବଗି ନୁହେଁ, ବରଂ
Read More...

ଶ୍ରୀମନ୍ଦିର ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ

ପୁରୀ: ଆଜି ରାତିରେ ଶ୍ରୀମନ୍ଦିର ବେଢାରେ ଥିବା ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ଆଜି ରାତି ପ୍ରାୟ ଦଶଟା ସମୟରେ ବେଢାକାଳୀ ମନ୍ଦିରରେ ହଠାତ ବିଦ୍ୟୁତ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ବିଦ୍ୟୁତ ବିଭାଗର କର୍ମଚାରୀମାନେ ସଙ୍ଗେସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତରେ
Read More...

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ଶନିବାର ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ
Read More...

ସୋଆ କପ୍ କ୍ରୀଡା ଉତ୍ସବରେ କୃଷି ମହାବିଦ୍ୟାଳୟର ଗ୍ରୁପ୍ ଚାମ୍ପିଅନ୍

ଭୁବନେଶ୍ୱର , ୯ ମାର୍ଚ୍ଚ : ଗୁରୁବାର ଉଦ୍‌ଯାପିତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ବାର୍ଷିକ ସୋଆ କପ୍ କ୍ରୀଡ଼ା ପ୍ରତିଯୋଗିତାରେ ଏହା ଦ୍ୱାରା ପରିଚାଳିତ ୧୦ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିଲେ । ଏଥିରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)
Read More...

ମହିଳା କର୍ମଚାରୀମାନେ ସୋଆ ବିଶ୍ୱବିଦ୍ୟାଳୟର ଗୌରବ : ଶାଶ୍ୱତି ଦାସ

ଭୁବନେଶ୍ୱର , ୯ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନେ କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା
Read More...

ରାଜ୍ୟସଭାକୁ ଯିବେ ସୁଧା ମୂର୍ତ୍ତି

ନୂଆଦିଲ୍ଲୀ : ଇନଫୋସିସି ଫାଉଣ୍ଡେସନ ଅଧ୍ୟକ୍ଷ ତଥା ସହ ପ୍ରତିଷ୍ଠାତା ସୁଧା ମୂର୍ତ୍ତି ରାଜ୍ୟସଭାକୁ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୂଧାମୂର୍ତ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ଏହି ସୂଚନା ଦେଇଛନ୍ତି। ରାଜ୍ୟସଭାକୁ ମନୋନୀତ ହେବା ପରେ
Read More...

ଘୋଷଣା ହେଲା କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ: କଂଗ୍ରେସ ଜାରି କଲା ପ୍ରଥମ ପ୍ରାର୍ଥୀ ତାଲିକା। ପ୍ରଥମ ପ୍ରାର୍ଥୀ ତାଲିକାରେ ୩୯ ଜଣଙ୍କ ନାଁ ରହିଛି । ୮ଟି ରାଜ୍ୟର ୩୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ବାହାର କରିଛି କଂଗ୍ରେସ । କେରଳରୁ ୧୬, କର୍ଣ୍ଣାଟକ ୭, ଛତିଶଗଡ ୬, ତେଲେଙ୍ଗାନା ୪, ମେଘାଳୟ ୨, ନାଗାଲାଣ୍ଡ ୧, ତ୍ରିପୁରା
Read More...