ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜାଗୋର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ବସ୍ତିରେ ଅନେକ ଅବହେଳିତ ଓ ନିଷ୍ପେସିତ ପିଲା ରହୁଛନ୍ତି । ବିଭିନ୍ନ କାରଣରୁ ସେମାନେ ବସ୍ତି ଭିତରେ ହିଁ ସୀମିତ ରହିଯାଉଛନ୍ତି । ପାଠପଢ଼ା ତ ଦୂରର କଥା, ଦେହ ଲୁଚାଇବାକୁ ଖଣ୍ଡେ ଭଲ ପୋଷାକ ଆଉ ଦି’ ଓଳି ଦୁଇ ମୁଠା ଖାଇବା ସେମାନଙ୍କ ପାଇଁ ସ୍ୱପ୍ନ ପାଲଟିଛି । ଏମିତି
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ

ଭୁବନେଶ୍ୱର, ୧୨/୧୦: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ।
Read More...

ଲକ୍ଷ୍ମୀ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

ମାଲକାନଗିରି: ମୁଖ୍ୟମନ୍ତ୍ରୀଙ୍କ ଗସ୍ତବେଳେ ଗମନାଗମନ ଅସୁବିଧା ଜାଣିବା ପରେ ଏହିଠାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ଆଜି ମାଲକାନଗିରିରେ ପତାକା ଦେଖାଇ ଲକ୍ଷ୍ମୀ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Read More...

ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା

ବ୍ରହ୍ମପୁର: ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ନୀଳକଣ୍ଠ ନଗରରେ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସୌଦାମିନୀ ରଥ। ସୌଦାମିନୀ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟା ଥିଲେ।  ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ତାଙ୍କୁ ହତ୍ୟା କରିଛି।
Read More...

ହୁରୁନ ପକ୍ଷରୁ ଭାରତର ଧନୀ ତାଲିକା ପ୍ରକାଶ

ନୂଆଦିଲ୍ଲୀ: ବୁଧବାର ହୁରୁନ ପକ୍ଷରୁ ଭାରତର ଧନୀ ତାଲିକା ପ୍ରକାଶ ପାଇଛି । ୩୬୦ ୱାନ୍ ୱେଲ୍ଥ ହୁରୁନ୍ ଇଣ୍ଡିଆ ରିଚ୍ ଲିଷ୍ଟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଚେୟାରମ୍ୟାନ୍ ମୁକେଶ ଅମ୍ବାନୀ, ଅଦାନୀ ଗ୍ରୁପର ମୁଖ୍ୟ ଗୌତମ ଅଦାନୀଙ୍କୁ ପଛରେ ପକାଇଛନ୍ତି। ହୁରୁନ୍ ଇଣ୍ଡିଆ ଏବଂ ୩୬୦ ୱାନ୍ ୱେଲ୍ଥ 
Read More...

ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଦ୍ବିତୀୟ ମ୍ୟାଚରେ ଭାରତର ବୃହତ୍ତ ବିଜୟ। ୮ ୱିକେଟରେ ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ସହ ୫୦ ଓଭରରେ ୨୭୨ ରନ କରିବାରେ ସମର୍ଥ ହୋଇଥିଲା ଆଫଗାନିସ୍ତାନ । ତେବେ ୨୭୩ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅତି
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ଭୁବନେଶ୍ୱର, ୧୧/୧୦: ସାମ୍ପ୍ରତିକ ପ୍ରତିକୂଳ ଅବସ୍ଥାରେ ମାନସିକ ସନ୍ତୁଳନ ବଜାୟ ରଖିବା ଓ ଏହି ସମସ୍ୟାର ସଫଳ ଉପଚାରର ଆବଶ୍ୟକତା ଉପରେ ମଙ୍ଗଳବାର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ଅନୁଷ୍ଠିତ ଏକ
Read More...

ସୋଆ କମ୍ୟୁନିଟି ରେଡିଓ ତରଫରୁ ସାଇବର ସୁରକ୍ଷା ଅଭିଯାନ

ଭୁବନେଶ୍ୱର,୧୧/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ପକ୍ଷରୁ ଅକ୍ଟୋବର ୧୦ ତାରିଖ ମଙ୍ଗଳବାର ଦିନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଇଞ୍ଜିନିୟରିଂର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ
Read More...

ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା

ପାଟନା: ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ନର୍ଥ ଇଷ୍ଟ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ସାମ୍ନାକୁ ଆସୁଛି | ମିଳିଥିବା ସୂଚନା ମୁତାବକ ବକ୍ସର ଏବଂ ଆରା ମଧ୍ୟରେ ଥିବା ରଘୁନାଥପୁର ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି | ରାତି ପ୍ରାୟ ଦଶଟା ବେଳେ ଏହି
Read More...

ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ଗେମ୍ସରେ ସଫଳତା ପାଇଥିବା ହକି ଖେଳାଳି ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୀପଗ୍ରେସଙ୍କୁ ୫୦ ଲକ୍ଷ ଟଙ୍କା ଓ ଅମିତ ରୋହିଦାସଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ପୁରୁଷ ହକି ଫାଇନାଲରେ ପୁରୁଷ ଟିମ୍ ବିଜୟୀ ହୋଇ
Read More...