ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ
Read More...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, କିରାଣି

ଆସିକା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଳସମ୍ପଦ ବିଭାଗ ଆସିକା ସିଏଡି ଭିଜିଜନ୍‌-୮ (ସେଚାଞ୍ଚଳ ଉନ୍ନୟନ ଖଣ୍ଡ) ନିର୍ବାହୀ ଯନ୍ତ୍ରୀ ବେଣୁଧର ଦଳାଇ ଓ କନିଷ୍ଠ କିରାଣି କୈଳାସ ଚନ୍ଦ୍ର ବେହେରା। ଜଣେ ଗାଡ଼ି ମାଲିକଙ୍କ ବକେୟା ବିଲ୍‌ ପାସ୍‌ କରିବା ପାଇଁ ଲାଞ୍ଚ ନେଉଥିଲେ। ସେମାନଙ୍କ ନିକଟରୁ
Read More...

ଲୋକାର୍ପିତ ହେଲା ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍‌ ଟର୍ମିନାଲ୍‌କୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା
Read More...

ଦ୍ୱିତୀୟ ପର୍ଯ୍ୟାୟରେ ଆମ ବ୍ୟାଙ୍କର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨ହଜାର ଗ୍ରାମ ପଞ୍ଚାୟତରେ ଆମ ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ଓଡିଶାର ୬ ହଜାର ୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର ୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନଥିଲା। ୨୦୨୩ ନଭେମ୍ବର ମାସରେ
Read More...

ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି
Read More...

ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ

ଜାମତାରା: ଝାଡ଼ଖଣ୍ଡର ଜାମତାରାରେ ବୁଧବାର ସନ୍ଧ୍ୟାରେ ହୋଇଥିବା ଏକ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପାଖାପାଖି ୬ଜଣ ଲୋକ ଆହତ ହୋଇଛନ୍ତି। କରମାଟାଣ୍ଡ ନିକଟ କଳାଝରିଆରେ ଏହି ଘଟଣା ଘଟିଛି। ରେଳବାଇ ପୁଲିସ ଓ ସ୍ଥାନୀୟ ପ୍ରଶାସନର ଟିମ୍ ରିଲିଫ୍ ଓ
Read More...

ସମ୍ ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ଥାସ୍ଥ୍ୟସେବା ଯୋଗାଇଦେବାର ଏକ ହଜାର ଦିନ

ଭୁବନେଶ୍ୱର, ୨୮/୦୨ : ରାଜଧାନୀରେ ନୂତନ କରି ଆରମ୍ଭ ହୋଇଥିବା ମଲ୍ଟି ସୁପର୍ ସ୍ପେଶାଲିଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ୍ ମେଡିକେୟାର ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଫେବୃଆରୀ ୨୯, ୨୦୨୪ ଦିନ ଚାରି ବର୍ଷ ପୂରଣ କରିଛି । ବୈଷୟିକ ଜ୍ଞାନକୌଶଳ,
Read More...

ଓଡିଶା ଗସ୍ତରେ ମହାମହିମ

ମୟୂରଭଞ୍ଜ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ମୟୂରଭଂଜ ଖିଚିଂରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କରିଥିଲେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ

ଭୁବନେଶ୍ୱର: ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଭୁବନେଶ୍ବର ଗସ୍ତରେ ଥିବା ଶ୍ରୀ ଗେଟ୍ସ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ଆଲୋଚନାରେ
Read More...

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ। ଜିଲ୍ଲାପାଳ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟସରକାର। ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ ବଦଳିଛନ୍ତି। ଏଥିସହ କଟକ
Read More...