ଡାକ୍ତରଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶରେ କହିଛନ୍ତି ଯେ ସାରା ଦେଶରେ ଡାକ୍ତରମାନଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ। ଏହା ଦ୍ୱାରା ଔଷଧର ମୂଲ୍ୟ ହ୍ରାସ ପାଇବ ଏବଂ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଅଧିକ ସୁଲଭ!-->…
Read More...
Read More...