ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ବୋମା ଧମକରେ ଖାଲି ହେଲା ଗୁଜରାଟ ବିଧାନସଭା

ଗୁଜୁରାଟ: ବଜେଟ ଅଧିବେଶନ ସମୟରେ ଗୁଜରାଟ ବିଧାନସଭାକୁ ବୋମା ଧମକ ମିଳିବାରୁ ଆତଙ୍କ ସୃଷ୍ଟି ହୋଇଥିଲା। ବୁଧବାର ସକାଳେ ଇମେଲ ମାଧ୍ୟମରେ ବିଧାନସଭା ପରିସରରେ ବୋମା ଥିବା ନେଇ ଧମକ ଆସିଥିଲା। ଗୃହର କାର୍ଯ୍ୟଧାରା ଆରମ୍ଭ ପୂର୍ବରୁ ସମସ୍ତ ବିଧାୟକ ଓ କର୍ମଚାରୀଙ୍କୁ ତୁରନ୍ତ ବାହାର
Read More...

ଏସସିବି ଅଗ୍ନିକାଣ୍ଡ ପରେ ୪ ଜଣଙ୍କୁ ନିଲମ୍ବନ

କଟକ: କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଚାରିଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।ନିଲମ୍ବିତ ଅଧିକାରୀମାନେ ହେଲେ
Read More...

ଇପିଏଫଓ ପେନସନ ବୃଦ୍ଧିକୁ ସଂସଦୀୟ କମିଟିର ସୁପାରିଶ

ନୂଆଦିଲ୍ଲୀ: ଇପିଏଫଓ ପେନସନ୍ ଯୋଜନାରେ ଶୀଘ୍ର ପରିବର୍ତ୍ତନ ଆସିପାରେ। ମାସିକ ସର୍ବନିମ୍ନ ପେନସନ ବୃଦ୍ଧି ପାଇଁ ସଂସଦୀୟ କମିଟି ସରକାରଙ୍କୁ ସୁପାରିଶ କରିଛି। ଇପିଏଫଓ କର୍ମଚାରୀ ପେନସନ୍ ଯୋଜନା-୧୯୯୫ ଅନୁଯାୟୀ ବର୍ତ୍ତମାନ ସର୍ବନିମ୍ନ ପେନସନ ୧୦୦୦ ଟଙ୍କା ରହିଛି। କମିଟି କହିଛି ଯେ, ଏହି
Read More...

ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’

ଗୁଜୁରାଟ: ମଧ୍ୟପ୍ରାଚ୍ୟର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ମଧ୍ୟରେ ‘ନନ୍ଦାଦେବୀ’ ନାମକ LPG ଜାହାଜ ସୁରକ୍ଷିତ ଭାବେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରି ଭାରତରେ ପହଞ୍ଚିଛି। ଏହା ଗୁଜରାଟର ଭାନିଦାର ବନ୍ଦରରେ ପହଞ୍ଚିଛି। ଏହା ପୂର୍ବରୁ ‘ସିୱାଲିକ୍’ ଜାହାଜ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଥିଲା।
Read More...

୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟର ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ମଙ୍ଗଳବାର ଆୟୋଜିତ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ର ୧୪୫ତମ ବୈଠକରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ବୈଠକଟି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ହୋଇଥିଲା।
Read More...

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ପଶ୍ଚିମବଙ୍ଗ: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (ଟିଏମସି) ୨୯୪ରୁ ୨୯୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦାର୍ଜିଲିଙ୍ଗ ପର୍ବତାଞ୍ଚଳର ୩ଟି ଆସନ ମିତ୍ର ଦଳ BGPM ପାଇଁ ଛାଡ଼ି ଦିଆଯାଇଛି। ଦଳ ନେତ୍ରୀ ମମତା ବାନାର୍ଜୀ ପୁଣିଥରେ ଭବାନୀପୁରରୁ ଲଢ଼ିବେ।
Read More...

ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ

ଭୁବଦନଶ୍ବର: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର ଏକଦିନୀୟ ଓଡ଼ିଶା ଗସ୍ତରେ ଭୁବନେଶ୍ୱର ପହଞ୍ଚି ବିଭିନ୍ନ ଅଧିକାରିକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟାନ୍ୟ
Read More...

ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍

ନୂଆଦିଲ୍ଲୀ: ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ପକ୍ଷରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ ପୋଷ୍ୟ ମା’ମାନଙ୍କୁ ମ୍ୟାଟରନିଟି ଲିଭ୍ ମନା କରାଯାଇପାରିବ ନାହିଁ ଏବଂ ସେମାନେ ଅନ୍ୟ ମା’ମାନଙ୍କ ପରି ସମସ୍ତ ମାତୃତ୍ୱ ଲାଭ ପାଇବାର
Read More...

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ଦଳ

ଭୁବନେଶ୍ବର: କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ। ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଅଭିଯୋଗରେ ଓଡ଼ିଶା କଂଗ୍ରେସ ତିନି ଜଣ ବିଧାୟକ— ରମେଶ ଜେନା, ଦାଶରଥୀ ଗମାଙ୍ଗ ଓ ସୋଫିଆ ଫିର୍ଦୋଷଙ୍କୁ ଦଳରୁ ନିଲମ୍ବନ କରିଛି । ମଙ୍ଗଳବାର ଭୁବନେଶ୍ୱରରେ କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ
Read More...

ସୋଆରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ଶୈକ୍ଷିକ ଉତ୍କର୍ଷତା, ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ସୋଆ ଉପସଭାପତିଭୁବନେଶ୍ୱର , ୧୬ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନଙ୍କ ପକ୍ଷରୁ ସୋମବାର ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି
Read More...