ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳ

ଝାରସୁଗୁଡା: ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳ । ଇଭିଏମ୍ ଖୋଲିବା ପରେ ଜଣାପଡ଼ିବ କାହାକୁ ମିଳିଛି ଜନାଦେଶ । ଏବେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାବଳୟ ଭିତରେ ଇଭିଏମକୁ ରଖାଯାଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ
Read More...

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ

ପୁରୀ: ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା ଅବସରରେ ବିଧି ଓ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସକାଳ ଧୂପ ସରିବା ପରେ
Read More...

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫
Read More...

ମୋଦୀ ଓ ନବୀନଙ୍କ ବୈଠକ ଶେଷ

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନଙ୍କ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଆଲୋଚନା ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଯେଉଁଥିରେ ଆସନ୍ତା ନିର୍ବାଚନରେ
Read More...

ଓଡ଼ିଶା ରେ ବାତ୍ୟା ର ପ୍ରଭାବ ବିଶେଷ ରହିବ ନାହିଁ, ବଢିବ ଖରା ଓ ଗୁଳୁଗୁଳି !

ଭୁବନେଶ୍ବର: ଆଜି ସକାଳେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ସୃଷ୍ଟି ହୋଇଛି ଚଳିତ ବର୍ଷ ର ପ୍ରଥମ ବାତ୍ୟା ' ମୋକା' । ମୋକା ଉତ୍ତର- ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ସମୁଦ୍ର ରୁ ଅଧିକ ବଳ ସଂଗ୍ରହ କରି ଅଧିକ ଶକ୍ତିଶାଳୀ ହେଉଛି। ଆକଳନ ଅନୁଯାୟୀ ବାତ୍ୟା ମୋକା ଆଜି ମଧ୍ୟରାତ୍ର ବେଳକୁ ଏକ
Read More...

ପୂବର୍ତନ ବିଧାୟକ ସନାତନ ମହାକୁଡ ଙ୍କ ଘରେ ଆୟକର ରେଡ୍

ଭୁବନେଶ୍ବର: ଆୟକର ଜାଲରେ ପଡିଲେ ପୁର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ଇନକମ୍ ଟ୍ୟାକ୍ସର ୨୦ ଜଣିଆ ଟିମ୍ ପକ୍ଷରୁ ରେଡ୍ କରାଯାଉଛି । ଏହି ଚଢ଼ାଉରେ  ଆୟକର ବିଭାଗର ୨ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତିଟିମ୍‌ରେ
Read More...

ଚିକିତ୍ସା କ୍ଷେତ୍ରରେ ଆରମ୍ଭ ହେଲା ଡ୍ରୋନ ଟେକନୋଲଜି

ନୂଆଦିଲ୍ଲୀ: ଦୂରଦୂରାନ୍ତକୁ ଡ୍ରୋନ୍ କରିବ ବ୍ଲଡ୍ ଡେଲିଭରି । ଗୋଟିଏ ଜାଗାରୁ ଆଉ ଗୋଟିଏ ଜାଗାକୁ ଉଡ଼ି ଉଡ଼ିଯିବ ରକ୍ତଥଳୀ। ଚିକିତ୍ସା କ୍ଷେତ୍ରରେ ଡ୍ରୋନ ଟେକନୋଲଜିର ଆରମ୍ଭ ହୋଇଛି ସଫଳ ପ୍ରୟୋଗ। ଡ୍ରୋନ ମାଧ୍ୟମରେ ନିର୍ଦ୍ଦିଷ୍ଟ ତାପମାତ୍ରା ଥିବା ବାକ୍ସରେ ରକ୍ତ ଥଳିକୁ ରଖି ପରିବହନ
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ
Read More...

ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନ ପରିଦର୍ଶନରେ ଯିବେ ସୋଆ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୧୦/୦୫ : କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନର ଆଇଆଇଟି ଯିବାକୁ ମନୋନୀତ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୭ ଜଣ ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମରେ ସୋଆର ଛାତ୍ରଛାତ୍ରୀମାନେ ରାଜସ୍ଥାନର ସାଂସ୍କୃତିକ
Read More...

ଝାରସୁଗୁଡା ଉପନିର୍ବାଚନ;ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଯାଇଛି ମତଦାନ। ଭୋଟରମାନଙ୍କୁ ଫୁଲ ଚନ୍ଦନ ଦେଇ ଟିକା ଲଗାଇ ମତଦାନ କେନ୍ଦ୍ରକୁ ସ୍ବାଗତ କରାଯାଉଛି। ଆଦର୍ଶ ଓ ପିଙ୍କ ବୁଥଗୁଡ଼ିକରେ ଭୋଟରଙ୍କ ପାଇଁ ସ୍କ୍ବାସ୍‌ ପାଣି, ସରବତ, ତରଭୁଜର ବି ବ୍ୟବସ୍ଥା କରାଯାଇଛି। ଭୋଟ୍ ଦେବାକୁ
Read More...