ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଆସିଲା ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା,
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ ୫ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୩ ମୃତ ୫ ଆହତ ହୋଇଛନ୍ତି। ଟ୍ରକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଦୁର୍ଏଘଟଣା ଘଟିଛି। ଜଣେ ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ଅଛନ୍ତି । ମୃତକ ମାନଙ୍କୁ ଯୋଡିଙ୍ଗା
Read More...

ଏପ୍ରିଲ ୨୫ରୁ ଖରା ଛୁଟି

ଭୁବନେଶ୍ବର: ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ
Read More...

ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର
Read More...

ସମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ସପୋର୍ଟ’ ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ୍ ୨୦: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍‌କୁ ଆସୁଥିôବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍‌ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ
Read More...

ଆରମ୍ଭ ହେଲା ଶୀତଳାପଲ୍ଲୀ ସମ୍ ହସ୍ପିଟାଲରେ ଡାଏଲିସିସ୍ ସେବା

ବ୍ରହ୍ମପୁର,୨୦/୪ : ଦକ୍ଷିଣ ଓଡ଼ିଶାରେ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ଲକ୍ଷ୍ୟରେ ଏଠାରେ ପ୍ରତିଷ୍ଠିତ ହୋଇଥିବା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ (ଶୀତଳାପଲ୍ଲୀ କ୍ୟାମ୍ପସ୍‌) ଠାରେ ଗତ ଗୁରୁବାର ଠାରୁ ଆରମ୍ଭ ହୋଇଛି ଡାଏଲିସିସ୍ ଚିକିତ୍ସା । ପ୍ରଥମ
Read More...

ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ
Read More...

ଆସିଲା କଂଗ୍ରେସର ଆଉ ଏକ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଆଜି ଅର୍ଥାତ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍‌
Read More...

ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌

ବୈତୁଲ: ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ବସ୍‌ଟି ଓଲଟି ପଡିଛି। ଫଳରେ ଏହି ଦୁର୍ଘଟଣାରେ ପୁଲିସ ସମତେ ୨୧ ହୋମ୍‌ ଗାର୍ଡ ଆହତ ହୋଇଛନ୍ତି। ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମଧ୍ୟପ୍ରଦେଶର ବୈତୁଲରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ସୂଚନା ମୁତାବକ, ଗତକାଲି ପ୍ରଥମ ପର୍ଯ୍ୟାୟ
Read More...

ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ମୋଟ ୯ ଜଣଙ୍କ ନାମ ତାଲିକାରେ ଥିବା ବେଳେ ଏଥିରେ ୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ
Read More...