ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଏନକାଉଣ୍ଟରରେ ପ୍ରାଣ ହରାଇଲେ ୨ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ବାରମୁଲ୍ଲାରେ ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟି ପ୍ରାଣ ହରାଇଛନ୍ତି ୨ ଜଣ ଆତଙ୍କବାଦୀ। ବାରମୁଲ୍ଲାର ବାନିଗାଓଁ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ଆତଙ୍କବାଦୀ। ସେମାନଙ୍କଠାରୁ ଏକେ-୪୭ ସମେତ ବହୁ ଅସ୍ତ୍ରଶସ୍ତ୍ର ଜବତ
Read More...

ମଣିପୁର ହିଂସା ନେଇ ରାଜ୍ୟର ୮ଜିଲ୍ଲାରେ କର୍ଫ୍ୟୁ ଜାରି

ଇମ୍ଫାଲ୍: ମଣିପୁର ହିଂସାା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ସେନା କରିଛି ଫ୍ଲାଗମାର୍ଚ୍ଚ । ରାଜ୍ୟର ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି। ଇମ୍ଫାଲରେ ହିଂସା ପରେ ଗତ ରାତିରେ ମଣିପୁରର ୮ ଜିଲ୍ଲାରେ
Read More...

ଘାଟିରେ ଓଲଟିଲା ଅଟୋ; ୧୫ରୁ ଅଧିକ ଆହତ

ମୋହନା: ଆଜି ସକାଳ ପ୍ରାୟ ୧୦ଟାରେ ଏକ ଅଟୋ, ଯାତ୍ରୀଙ୍କୁ ନେଇ ଗୋଛାଗୁଡାରୁ ଲୁହାଗୁଡ଼ି ସାପ୍ତାହିକ ହାଟକୁ ଯାଉଥିଲା। ଏହି ସମୟରେ ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ପ୍ରାୟ ୧୦ ଫୁଟ ତଳକୁ ଓଲଟି ପଡିଥିଲା। ମୋହନା ଥାନା ଗୁଛାଗୁଡ଼ା ଘାଟିରେ ଆଜି ଏହି ଦୁର୍ଘଟଣା ଘଟିଛି।
Read More...

ଜମ୍ମୁ ଓ କଶ୍ମୀରର ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର କିଶତୱାଡର ଏକ ଜଙ୍ଗଲରେ ସେନା ହେଲିକପ୍ଟର ଦୁର୍ଘଟଣାଗସ୍ତ ହୋଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍ । ଉଡାଣ ଭରିବାର ୧୫ ମିନିଟ ପରେ ଦୁର୍ଘଟଣା ଘଟିଥିବା ସୂଚନା ମିଳୁଛି। ଭାରତୀୟ ସେନାର ଏଏଲଏଚ୍ ଧ୍ରୁବ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଏଥିରେ
Read More...

ନିଜ ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

ମୟୂରଭଞ୍ଜ: ନିଜ ଜନ୍ମମାଟିରେ ମହାମହିମ। ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ ରେ ଓହ୍ଲାଇଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ
Read More...

ଖୁବ୍ ଶୀଘ୍ର ଆଇପିଏସ୍ ମହଲରୁ ବଡ଼ ଖବର

ସୁଧାଂଶୁ, ଅରୁଣ ,ଖୁରାନିଆଙ୍କୁ ଡ଼ିଜି ପାହ୍ୟାଯେ କୌଣସି ମୁହୂର୍ତରେ ଆଇପିଏସ ସ୍ତରରେ ବଡ ଅଦଳବଦଳ କିଛି ଟାଣୁଆ ଅଫିସରଙ୍କୁ ନେଇ ନୂଆ ଟିମ୍ ଗଠନ ହେବ ସ୍ବତନ୍ତ୍ର ଡିଜି ପଦବି ସୃଷ୍ଟି ହୋଇପାରେ ସୁଧାଂଶୁ ଷଡ଼ଙ୍ଗୀ ଅରୁଣ ଷଡ଼ଙ୍ଗୀ (ବସିଛନ୍ତି) ଯୋଗେେଶ ବାହାଦୁର ଖୁରାନିଆ
Read More...

ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡିବ ବିମାନ: ଟିକେଟ ବିକ୍ରିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ଟିକେଟ ବିକ୍ରିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁନ ୩ ତାରିଖରୁ ବ୍ୟାଙ୍କକ୍ ଓ ସିଙ୍ଗାପୁରକୁ ଚାଲିବ ଇଣ୍ଡିଗୋ ବିମାନ । ମେ ୧୫ ତାରିଖରୁ ଦୁବାଇକୁ ଚାଲିବ ବିମାନ ଏବଂ ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁବାଇ ଟିକେଟ
Read More...

୩ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ
Read More...

ଅଗ୍ରିଆ ସମାଜ ପାଇଁ ଜମି ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି । ସେମାନେ ନିକଟରେ
Read More...

୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ବିଜ୍ଞପ୍ତି ଜାରି କରିଛି। ଉଲ୍ଲେଖଯୋଗ୍ୟ, ଆସନ୍ତା କାଲି ସକାଳ ୭ଟା‌ରେ
Read More...