ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ

ଭୁବନେଶ୍ୱର, ୨୧/୦୪: ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍‌କ୍ଲେଭ୍‌ରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍
Read More...

ବଢ଼ୁଛି କରୋନା: ୮ ରାଜ୍ୟକୁ ଚିଠି ଲେଖି ସତର୍କ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ

ନୂଆଦିଲ୍ଲୀ: ଭାରତରେ ପୁଣି କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ କରୋନାର ୧୧,୬୯୨ ନୂଆ ମମଲା ସାମ୍ନାକୁ ଆସିଛି । ଏବେ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬ ହଜାରରୁ ଅଧିକ
Read More...

ପ୍ରତି ୬ ବର୍ଷରେ ଡାକ୍ତରଙ୍କୁ ମିଳିବ ୪ଥର ପ୍ରମୋସନ

ଭୁବନେଶ୍ୱର:ଏବେ ପ୍ରତି ୬ ବର୍ଷରେ ସରକାରୀ ଡାକ୍ତରଙ୍କୁ ମିଳିବ ପ୍ରମୋସନ । ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ପଦୋନ୍ନତି ମିଳିବ । ଓଡ଼ିଶା ମେଡିକାଲ ଓ ହେଲଥ ସର୍ଭିସରେ କାର୍ଯ୍ୟରତ ଡାକ୍ତରଙ୍କୁ ସେମାନଙ୍କର କ୍ୟାରିୟର ମଧ୍ୟରେ ୪ ଥର ପ୍ରମୋସନ ମିଳିବ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Read More...

ପୁଞ୍ଚରେ ସେନା ଟ୍ରକ ଅଗ୍ନିକାଣ୍ଡ ରେ ଜଣେ ଓଡ଼ିଆ ଯବାନ ସହିଦ

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଆକ୍ରମଣରେ ୫ ଯବାନ ସହିଦ ହୋଇଥିବା ବେଳେ, ଜଣେ ଯବାନ ଆହତ ହୋଇଛନ୍ତି । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ସ୍ପଷ୍ଟ ହୋଇଛି ।
Read More...

ରସୁଲଗଡ଼ରେ ଉର୍ମି ହୋଟେଲ ଉପରକୁ ବୋମା ମାଡ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଫୁଟିଲା ବୋମା । ରସୁଲଗଡ଼ରେ ଉର୍ମି ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ବାଇକରେ ଆସି ଦୁଇ ଜଣ ଦୁର୍ବୃତ୍ତ ଓଭର ବ୍ରିଜ ଉପରୁ ହୋଟେଲ ଉପରକୁ ବୋମାମାଡ଼ କରିଥିବା ଜଣାପଡ଼ିଛି। ଦୁଇଟି ବୋମାରୁ‌ ଗୋଟିଏ ହୋଟେଲ ଉରକୁ ଫିଙ୍ଗି ଥିବା ବେଳେ ଗୋଟିଏ
Read More...

ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ସୋଆ ଓ ଜିମ୍ବାୱେ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ବର: ବିଭିନ୍ନ ଏକାଡେମିକ୍ ଏବଂ ଆନୁସଙ୍ଗିକ କ୍ଷେତ୍ରରେ ସହଯୋଗ ଓ ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଜିମ୍ବାୱେର ବିନ୍ଦୁରା ବିଶ୍ୱବିଦ୍ୟାଳୟ ଅଫ୍ ସାଇନ୍ସ ଏଜୁକେସନ୍ ମଧ୍ୟରେ ଗୁରୁବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଏକ
Read More...

୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା

ଭୁବନେଶ୍ବର; ଖରାର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ସୂଚନାନୁସାରେ, ଆଜି ଦିନ ସାଢେ ୨ଟା ସୁଦ୍ଧା
Read More...

ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ବର: ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ
Read More...

ନବୀନ ଜିନ୍ଦଲ ନେତୃତ୍ଵାଧୀନ ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଦ୍ବାରା ଗୌହାଟି ମିଲିଟାରୀ ଷ୍ଟେସନରେ ମନୁମେଣ୍ଟାଲ ପତାକା…

ଗୌହାଟି / ନୂଆଦିଲ୍ଲୀ, ଭାରତୀୟ ଜାତୀୟ ପତାକା ପ୍ରଦର୍ଶନକୁ ପ୍ରୋତ୍ସାହିତ କରିବା ଏବଂ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମର ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ ଫ୍ଲାଗ୍ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆ ବିହୁ ଅବସରରେ ଗୌହାଟିର ନାରଙ୍ଗି ମିଲିଟାରୀ ଷ୍ଟେସନରେ ଆଉ ଏକ ସ୍ମାରକୀ ପତାକା ଉତ୍ସର୍ଗ କରିଛି।
Read More...

ଅସହ୍ୟ ଖରାର ପ୍ରକୋପ ଆହୁରି ୩୬ ଘଣ୍ଟା !

ଭୁବନେଶ୍ବର: ସମଗ୍ର ରାଜ୍ୟ ରେ ଜାରି ରହିଛି ପ୍ରଚଣ୍ଡ ଖରା ର ପ୍ରକୋପ। ଦିନ କୁ ଦିନ ନୂଆ ରେକର୍ଡ କରୁଛି ତାତି। ପଶ୍ଚିମ ରୁ ଉପକୂଳ ସବୁଠାରେ ଅଧିକ ତାପମାତ୍ରା ରେକର୍ଡ ହେଉଛି। ଗତ କାଲି ବାରିପଦା, ନୂଆପଡ଼ା, ବଲାଙ୍ଗୀର ରେ ୪୪.୦ସି ଅତିକ୍ରମ କରିଥିଲା ପାରଦ। ଆଜି ମଧ୍ୟ ପ୍ରବଳ ଖର ଓ
Read More...