ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ରାସନ ଦୁର୍ନୀତି ମାମଲା: ଇଡି କାର୍ଯ୍ୟାଳୟରେ ହାଜର ହେଲେ ନୁସରତ ଜାହାନ

ନ୍ୟୁଜ୍ ବ୍ୟୁରୋ: ରାସନ ଦୁର୍ନୀତି ଓ ମନି ଲଣ୍ଡରିଂ ମାମଲାରେ ପଚରାଉଚରା ପାଇଁ ପୂର୍ବତନ ଟିଏମସି ସାଂସଦ ଓ ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାନ କଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଇଡି ପକ୍ଷରୁ ଗତ ୨୦ ତାରିଖରେ ସମନ ଜାରି ହୋଇଥିଲା। ସମନ ସମୟରେ
Read More...

ରାଲି ଯୋଗୁଁ ଟ୍ରାଫିକ୍ ଜାମ ଦେଖି ମନ୍ତ୍ରୀଙ୍କ ଉପରେ ଗର୍ଜିଲେ ମହିଳା

ମୁମ୍ବାଇ: ବୁଧବାର ମୁମ୍ବାଇର ବ୍ୟସ୍ତବହୁଳ ଓର୍ଲି ଅଞ୍ଚଳରେ ଭାରତୀୟ ଜନତା ପାର୍ଟିର ଏକ ପ୍ରତିବାଦ ଶୋଭାଯାତ୍ରା ଯୋଗୁଁ ଭୟଙ୍କର ଟ୍ରାଫିକ୍ ଜାମ୍ ସୃଷ୍ଟି ହୋଇଥିଲା। ଏହି ଜାମ୍‌ରେ ଘଣ୍ଟାଧରି ଅଟକି ରହିଥିବା ଜଣେ ମହିଳା ଧୈର୍ଯ୍ୟ ହରାଇ ସିଧାସଳଖ ମହାରାଷ୍ଟ୍ରର ଜଳସମ୍ପଦ ମନ୍ତ୍ରୀ ଗିରିଶ
Read More...

ପ୍ରକାଶ ପାଇଲା ଜେଇ ମେନ୍‌ ୨୦୨୬ ସେସନ-୨ ଫଳାଫଳ

ନ୍ୟୁଜ୍ ବ୍ୟୁରୋ: ଜେଇ ମେନ୍‌ ୨୦୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇବା ସହିତ ଦେଶବ୍ୟାପୀ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ଅଂଶଗ୍ରହଣ କରିଥିବା
Read More...

ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି। ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, କଂଟ୍ରୋଲର ଅଫ୍
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି। ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ ଓ ବିଂଝଗିରି ସ୍ଥିତ
Read More...

“ପଶ୍ଚିମବଙ୍ଗରେ ଗୁଣ୍ଡାରାଜ ଶେଷ କରିବୁ”: ରାଜନାଥ ସିଂହ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠିତ ହେଲେ ଗୁଣ୍ଡାରାଜର ସମ୍ପୂର୍ଣ୍ଣ ଶେଷ କରାଯିବ ବୋଲି କେନ୍ଦ୍ରୀୟ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଦୃଢ଼ଭାବେ କହିଛନ୍ତି। ବିରଭୁମ ଜିଲ୍ଲାର ସାଇଁଥିଆରେ ଆୟୋଜିତ ଏକ ବୃହତ୍ ନିର୍ବାଚନୀ ସଭାରେ ସେ ଏହି ମତ ପ୍ରକାଶ କରିଥିଲେ। ସେ
Read More...

ମହାନଦୀ ଜଳ ବିବାଦ: ମେ ୨ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର: ମହାନଦୀ ଜଳ ବିବାଦକୁ ନେଇ ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ଅନୁଷ୍ଠିତ ହୋଇଛି। ଓଡିଶା ପକ୍ଷରୁ ରାଜ୍ୟର ଆଡ୍ଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ମଜବୁତ ଭାବେ ମତ ପ୍ରକାଶ କରିଥିଲେ। ସେ ମହାନଦୀରେ ବାସ୍ତବରେ କେତେ ପରିମାଣର ଜଳ ସଂଗ୍ରହ ହେଉଛି, ସେସମ୍ପର୍କିତ ସଠିକ୍
Read More...

ଛତିଶଗଡ଼ରେ ଚାର୍ଟର୍ଡ ବିମାନ ଦୁର୍ଘଟଣା, ୨ ମୃତ

ଛତିଶଗଡ଼: ଛତିଶଗଡ଼ର ଜଶପୁର ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଦିନ ଏକ ଘରୋଇ ଚାର୍ଟର୍ଡ ବିମାନ ଆରା ପାହାଡ଼ ସହିତ ଧକ୍କା ଖାଇ ଭୟଙ୍କର ଦୁର୍ଘଟଣାରେ ପରିଣତ ହୋଇଛି। ଏହି ଘଟଣାରେ ବିମାନର ପାଇଲଟ୍ ଓ ସହ-ପାଇଲଟ୍ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପ୍ରାରମ୍ଭିକ ତଦନ୍ତ
Read More...

୧୨ ଜିଲାରେ ସ୍କୁଲ ବନ୍ଦ

ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବହୁ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି। ତାତି ଆହୁରି ବଢ଼ିବା ଆଶଙ୍କା ଥିବାରୁ ଆଜିଠାରୁ ୧୨ଟି ଜିଲାରେ ସ୍କୁଲ ଛୁଟି କରାଯାଇଛି। ଅଧିକାଂଶ ଜିଲାରେ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା
Read More...

ହାଭେରୀରେ ମହାତ୍ମା ଗାନ୍ଧୀ ପ୍ରତିମା ଭାଙ୍ଗିଲେ ଦୁର୍ବୁତ୍ତ

କର୍ଣ୍ଣାଟକ: କର୍ଣ୍ଣାଟକର ହାଭେରୀ ସହରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୁତ୍ତମାନେ ଭାଙ୍ଗି ଦେଇଥିବା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। ଘଟଣାଟି ମହାତ୍ମା ଗାନ୍ଧୀ ରୋଡରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ,
Read More...