ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସିଏସଆର ହେଲଥ ଇମ୍ପାକ୍ଟ ଆୱାର୍ଡ

ଭୁବନେଶ୍ୱର: କୋଭିଡ ରିଲିଫ୍ ପଦକ୍ଷେପ ପାଇଁ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସିଏସଆର  ହେଲ୍ଥ ଇମ୍ପାକ୍ଟ ଗୋଲ୍ଡ ପୁରସ୍କାର ମେଗା ପ୍ରୋଜେକ୍ଟ ବର୍ଗରେ ପ୍ରଦାନ କରାଯାଇଛି । ଗତକାଲି ନୂଆଦିଲ୍ଲୀରେ ଆୟୋଜିତ ଏକ ସମାରୋହରେ ଜେଏସପିର ପ୍ରେସିଡେଣ୍ଟ ତଥା ଗୃପ
Read More...

ପୁରୀ ଶ୍ରୀଲୋକନାଥ ଦେବଙ୍କ ପୀଠର ବିକାଶ କାର୍ଯ୍ୟ ପାଇଁ ୨୮ କୋଟି ଟଙ୍କା ବ୍ୟୟ ବରାଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭଣ୍ଡାର ରକ୍ଷକ ତଥା ପ୍ରସିଦ୍ଧ ଶୈବପୀଠ ବାବା ଶ୍ରୀଲୋକନାଥ ଦେବଙ୍କ ପୀଠର ବିକାଶ କାର୍ଯ୍ୟ ଅଗ୍ରାଧିକାର ଭିତିରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ୨୮ କୋଟି ଟଙ୍କା ବ୍ୟୟ ବରାଦ ହୋଇଥିବା ବେଳେ ପୂର୍ବରୁ ୫-ଟି ସଚିବ ପୁରୀ ଗସ୍ତରେ ଆସି ସମୀକ୍ଷା
Read More...

ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଛି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି। କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ
Read More...

ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ କଲା ଭାରତ

ଶ୍ରୀହରିକୋଟା: ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ କଲା ଭାରତ । ଦିନ ୨ଟା ୩୫ରେ ଦ୍ବିତୀୟ ଲଞ୍ଚପ୍ୟାଡରୁ GSLV-3 ହେଭି ଲିଫ୍ଟ ଲଞ୍ଚ ଭେହିକିଲରେ ଚନ୍ଦ୍ରଯାନର ସଫଳ ଲଞ୍ଚିଂ କରାଯାଇଥିବା ସୂଚନା ଦେଇଛନ୍ତି ଇସ୍ରୋ ମୁଖ୍ୟ ଏସ.
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ

ଭୁବନେଶ୍ୱର, ଜୁଲାଇ ୧୩: ଓଡିଶାର ଶ୍ରୀଜଗନ୍ନାଥ ସଂସ୍କୃତି ଭିତିକ ସଂଗଠନ ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ଟ୍ରଷ୍ଟର ସଭାପତି ଦଇତାପତି ରାମଚନ୍ଦ୍ର ଦାସ ମହାପାତ୍ର, ସମ୍ପାଦକ ଗବେଷକ ଡକ୍ଟର ଭାସ୍କର
Read More...

ଫୁଲୁଛି ଯମୁନା: ଭାସୁଛି ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ: ଯମୁନା ନଦୀରେ ବନ୍ୟା ଯୋଗୁଁ ଭାସୁଛି ରାଜଧାନୀ ଦିଲ୍ଲୀ । ବିଭିନ୍ନ ରାସ୍ତା ଉପରେ ନଈ ଭଳି ପାଣିର ସୁଅ ଛୁଟୁଛି ନଦୀ ଜଳସ୍ତର ବଢ଼ିବାରୁ ଦିଲ୍ଲୀରେ ସମସ୍ତ ସ୍କୁଲ୍‌ ଏବଂ କଲେଜ ଆସନ୍ତା ରବିବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ
Read More...

ନିଖୋଜ ଛାତ୍ରର ମିଳିଲା ପତ୍ତା

ଭୁବନେଶ୍ବର: ଭୁବନେଶ୍ବରରୁ ନିଖୋଜ ଛାତ୍ରର ମିଳିଲା ପତ୍ତା। ନିଖୋଜ ୧୬ ବର୍ଷୀୟ ଛାତ୍ର ୟୋଗେଶ ବାଲାଜୀଙ୍କୁ ଡେଲାଙ୍ଗ ଜେନାପୁର ଷ୍ଟେସନ ନିକଟରୁ ଉଦ୍ଧାର କଲା ମୈତ୍ରୀବିହାର ପୋଲିସ । ୧୬ ବର୍ଷର ପିଲାର ମୁଣ୍ଡଜାମିନ ପାଇଁ ଦୁର୍ବୁତ୍ତ ମାଗୁଥିଲେ ୩ ଲକ୍ଷ ଟଙ୍କା । ଏ ନେଇ ଗତକାଲି ଥାନା
Read More...

ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ଆହତ

ନ୍ୟୁଜ୍ ବ୍ୟୁରୋ: କୋକସରା ବ୍ଲକ ଆମପାଣି ଘାଟିରେ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି । ୨ ଆହତଙ୍କୁ କୋକସରା ଡାକ୍ତରଖାନାରେ
Read More...

ନିଅଣ୍ଟିଆ ବର୍ଷା କୁ ଭରଣା କରିବାକୁ ଆସୁଛି ବଡ଼ ଲଘୁଚାପ

ଭୁବନେଶ୍ବର: ଜୁନ ୦୧ ରୁ ଜୁଲାଇ ୧୩ ତାରିଖ ମଧ୍ୟରେ ରାଜ୍ୟ ରେ ସ୍ଵାଭାବିକ ଭାବେ ୩୩୪.୪ମିମି ବର୍ଷା ହେବାକଥା କିନ୍ତୁ ଏହି ସମୟ ରେ ୨୪୩.୯ମିମି ବର୍ଷା ହୋଇଛି । ଯାହା ସ୍ଵାଭାବିକ ଠାରୁ ୨୭% କମ୍ ବର୍ଷା। ଏହି ସମୟ ରେ କଳାହାଣ୍ଡି ରେ ୬୫% କମ୍ ବର୍ଷା ହୋଇଥିବା ବେଳେ, ୧୭ ଜିଲ୍ଲା ରେ କମ୍
Read More...

ସେତୁ ଯୋଜନାରେ ସାମିଲ ହେଲା ୧୦ ପଞ୍ଚାୟତ

ଭୁବନେଶ୍ବର: ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର
Read More...