ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଅଟଳ ସେତୁକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମୁମ୍ବାଇ: ଦେଶର ସବୁଠାରୁ ବଡ଼ ସମୁଦ୍ର ସେତୁ ଅଟଳ ସେତୁକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ବ୍ରିଜକୁ ‘ଅଟଳ ବିହାରୀ ବାଜପାୟୀ-ସେୱାରୀ ହ୍ନାୱା ଅଟଳ ସେତୁ’ ନାମରେ ନାମିତ କରାଯାଇଛି । ଡିସେମ୍ବର ୨୦୧୬ରେ ପ୍ରଧାନମନ୍ତ୍ରୀ ଏହି ପୋଲର ଶିଳାନ୍ୟାସ କରିଥିଲେ । ୧୭
Read More...

ଏଣିକି ପରିଷ୍କାର ଅକ୍ଷରରେ ପ୍ରେସ୍‌କ୍ରିପ୍‌ସନ୍‌ ଲେଖିବେ ଡାକ୍ତର

ଭୁବନେଶ୍ବର: ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦେଲେ। କ୍ୟାପିଟାଲ ଲେଟର, ଟାଇପ୍‌ କିମ୍ବା ଗୋଲ୍‌ ଗୋଲ୍‌ ଲେଖିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ନିର୍ଦ୍ଦେଶ।
Read More...

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ଟ୍ରାଫିକ ଇନ୍ସପେକ୍ଟର । ଆୟବହିର୍ଭୁତ ସଂପତ୍ତିି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ୧୫ ହଜାର ୪୭୦ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ତାଳଚେରରୁ
Read More...

ଝୁଲନ୍ତା ଅବସ୍ଥାରେ ବିଡିଓଙ୍କ ମୃତଦେହ ଉଦ୍ଧାର

ସିମୁଳିଆ: ସିମୁଳିଆ ବିଡିଓ ବିଶ୍ୱରଞ୍ଜନ ମହାନ୍ତିଙ୍କ ଆତ୍ମହତ୍ୟା ଅଭିଯୋଗ । ସରକାରୀ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରୁଛି । ୬ ମାସ ହେବ ସିମୁଳିଆରେ ନିଯୁକ୍ତି ହୋଇଥିଲେ ବିଶ୍ୱରଞ୍ଜନ।
Read More...

ଉଦଘାଟନ ହେଲା ମାଲକାନଗିରି ବିମାନବନ୍ଦର

ମାଲକାନଗିରି: ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି ।୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି
Read More...

ଲଗାଣ ବର୍ଷାରେ ବେହାଲ ତାମିଲନାଡୁ

ଚେନ୍ନାଇ : ଲଗାଣ ବର୍ଷାରେ ବେହାଲ ହେଇଯାଇଛି ତାମିଲନାଡୁ। ଗତକାଲି ଭୀଷଣ ବର୍ଷାରେ ଜଳମଗ୍ନ ହୋଇ ପଡିଛି ତାମିଲନାଡୁର ଏକାଧିକ ଜିଲ୍ଲା। ମୁଖ୍ୟତଃ ରାଜଧାନୀ ଚେନ୍ନାଇରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷାରୁ ରାସ୍ତାଘାଟ ଗହଳି ରହିବା ସାଙ୍ଗକୁ ଲୋକମାନେ ନାନା ଅସୁବିଧାର ସମ୍ମୁଖୀନ
Read More...

ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ବର: ଆଜି ଆରମ୍ଭ ହୋଇଥିବା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଆନ୍ଦୋଳନ ପ୍ରତ୍ୟାହାର ନେଇ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ: ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ
Read More...

ଲକ୍ଷ୍ୟସ୍ଥଳରେ ପହଁଚିଲା ‘ଆଦିତ୍ୟ ଏଲ-ୱାନ’

ନ୍ୟୁଜ୍ ବ୍ୟୁରୋ: ଚନ୍ଦ୍ରଯାନର ସଫଳତାର ଉତ୍ସାହ ପରେ ଆଉ ଏକ ଖୁସିର ଖବର ଦେଶବାସୀଙ୍କୁ ଦେଇଛି ଇସ୍ରୋ । ସୂର୍ଯ୍ୟ ମିଶନ ପାଇଁ ସ୍ୱତନ୍ତ୍ର ଯାନର ସଫଳ ଉତକ୍ଷେପଣ ପରେ ଲକ୍ଷ୍ୟସ୍ଥଳରେ ପହଁଚିଛି ଆଦିତ୍ୟ-ଏଲ-ୱାନ । ଏଲ୍-ୱାନ ପଏଂଟରେ ୫ ବର୍ଷ ଯାଏଁ କାମ କରିବ ଆଦିତ୍ୟ ଏଲ ୱାନ୍ । ହେଲୋ ଅରବିଟରେ
Read More...

ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ରାଜ୍ୟ ଡ୍ରାଇଭର ସଂଘ ଆନ୍ଦୋଳନରୁ ଓହରିବା ପାଇଁ ନିଷ୍ପତ୍ତି ନେଇଛି। ଏନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାର ୨ଟି ଦାବି ପୂରଣ କରିଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘ
Read More...

ମନ୍ତ୍ରୀଙ୍କ ଗାଡି ଧକ୍କାରେ ନାବାଳକ ଗୁରୁତର

ରାୟଗଡ଼ା: ଆଦିବାସୀ କଲ୍ୟାଣ ତଥା ଆଇନମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଗାଡ଼ି ଧକ୍କାରେ ଆଜି ଜଣେ ୪ ବର୍ଷ ବୟସର ଶିଶୁର ଦୁଇ ଗୋଡ଼ ଭାଙ୍ଗିଛି। ଗୁରୁତର ନାବାଳକ ହେଲା ନବୀନ ଗୁନୁଲୁ। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶିଶୁ ଶରୀରର ବିଭିନ୍ନ ଅଙ୍ଗ ଓ ଦୁଇ ଗୋଡରେ ଗୁରୁତର ଆଘାତ ଲାଗିଥିବା
Read More...