ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜୁନ୍ ୨୩ ପରେ ଆସିବ ଦକ୍ଷିଣ ପଶ୍ଚିମ ମୌସୁମୀ

ଭୁବନେଶ୍ୱର: ଆରବ ସାଗରରେ ସୃଷ୍ଟି ହୋଇଥିବା ଭୀଷଣ ଘୂର୍ଣ୍ଣିଝଡର ‘ବିପର୍ଯ୍ୟୟ’ ଦୁର୍ବଳ ହୋଇଥିବା ବେଳେ ଉତ୍ତର ପଶ୍ଚିମା ବାୟୁର ବେଗ ଏବଂ ଦିଗରେ ପରିବର୍ତନ ଯୋଗୁଁ ଓଡ଼ିଶାରେ ଦିନର ତାପମାତ୍ରା ହ୍ରାସ ପାଇବ ବୋଲି ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର
Read More...

ଭାରତୀୟ ସେନାରେ ଯୋଗ ଦେବେ ସୋଆ ଛାତ୍ର

ଭୁବନେଶ୍ୱର, ଜୁନ୍ ୧୯: ଭାରତୀୟ ସେନାରେ ଯୋଗ ଦେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ର ଶ୍ରୀ ଅଙ୍କିତ ରାଜ ବିଶ୍ୱାଳ । ନିକଟରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କମ୍ପ୍ୟୁଟର ସାଇନ୍‌ସ ବିଭାଗରୁ ଗ୍ରାଜୁଏସନ୍ କରିଥିବା ଛାତ୍ର
Read More...

ରଥଯାତ୍ରାରେ ହୋଇପାରେ ବର୍ଷା

ଭୁବନେଶ୍ବର: ଆସନ୍ତା ଦୁଇ-ତିନି ଦିନ ମଧ୍ୟରେ ଓଡ଼ିଶା ରେ ପ୍ରବେଶ କରିବ ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଦୁଇ ଦିନ ପରେ ପାଗରେ ପରିବର୍ତ୍ତନ ଦେଖାଯିବ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୦ ତାରିଖରୁ
Read More...

ରଥଯାତ୍ରା ସମୟରେ ପୁରୀରେ କଟିବନି ଲାଇନ୍

ପୁରୀ: ରଥଯାତ୍ରା ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ତଥା ଏହାର ତଦାରଖ ପାଇଁ ପୁରୀରେ ୫୦୦କର୍ମଚାରୀ ମୁତୟନ ହୋଇଛନ୍ତି। ଟିପିସିଓଡିଏଲ୍ କମ୍ପାନିର ସିଇଓ ଅରବିନ୍ଦ ସିଂହ ଏହି ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ବିଶ୍ବପ୍ରସିଦ୍ଧ ରଥଯାତ୍ରା ସମୟରେ ନିରବିଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ
Read More...

’ର’ ର ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା

ନୂଆଦିଲ୍ଲୀ: ଭାରତର ଗୁଇନ୍ଦା ଏଜେନ୍ସି ’ର’ ର ନୂଆ ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା । ରବି ସିହ୍ନା ହେଉଛନ୍ତି ଛତିଶଗଡ କ୍ୟାଡରର ଆଇପିଏସ୍ ଅଫିସର। କେନ୍ଦ୍ର ସରକାର ଏହି ନୂଆ ନିଯୁକ୍ତି ଦେଇଛନ୍ତି । ତେବେ ଜୁନ୍ ୩୦ ତାରିଖରେ ବର୍ତ୍ତମାନ ର’ର ମୁଖ୍ୟ ଥିବା ସାମନ୍ତ କୁମାର
Read More...

ଆସାମରେ ସାଂଙ୍ଘାତିକ ବନ୍ୟା ସ୍ଥିତି

ଗୈାହାଟି: ଆସାମରେ ବନ୍ୟା ଅତି ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ବ୍ରହ୍ମପୁତ୍ର ନଦୀ ବିପଦ ସଙ୍କେତ ଉପରେ ପ୍ରଭାହିତ ହୋଇଛି । ଅନ୍ୟ ଶାଖା ନଦୀରେ ବି ଜଳସ୍ତର ବୃଦ୍ଧି ଘଟିଛି। ଲଗାଣ ବର୍ଷା ହେବା ଫଳରେ ଜଳସ୍ତର ବଢ଼ିବାରେ ଲାଗିଛ। ରାଜ୍ୟର ୧୦ ଜିଲ୍ଲାର ୩୭ ହଜାରରୁ ଅଧିକ ଲୋକ ଜଳବନ୍ଦୀ ହୋଇ
Read More...

ସରିଲା ମହାପ୍ରଭୁଙ୍କ ନବଯୋୖବନ ଦର୍ଶନ

ପୁରୀ: ସରିଯାଇଛି ଚତୁର୍ଦ୍ଧାମୁରତିଙ୍କ ପବିତ୍ର ନବଯୌବନ ଦର୍ଶନ । ଅନବସର ଗୁପ୍ତନୀତି ଶେଷ ପରେ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଥିଲେ ମହାପ୍ରଭୁ । ୩ ଘଣ୍ଟା ଦର୍ଶନ ବ୍ୟବସ୍ଥା ରହିଥିବାରୁ ଆଜି ସକାଳ ୮ଟାରୁ ଏକ ଘଣ୍ଟା ଧରି ପାରମାଣିକ ଟିକେଟ ଦର୍ଶନ ହୋଇଥିଲା । ପରେ ଦିନ ୧୧ଟା
Read More...

ମଦ ଦୋକାନରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ସହୀଦ ନଗର ଭବାନୀ ମଲ ନିକଟରେ ଥିବା ଏକ ମଦ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳୁଛି । ତେବେ ନିଆଁର ମାତ୍ରା ଏତେ ଅଧିକ ଥିଲା ଯେ ସ୍ଥାନୀୟ ଅଞ୍ଚଳରେ ଧୁଆଁ ଭର୍ତ୍ତି ହୋଇଯାଇଥିଲା । ମଦ ଦୋକାନ ପାଖ
Read More...

ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ନବକଳେବର

ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲାପାଳ ଦେଲେ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ। ଗତ ମେ ୨୯ରେ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ
Read More...

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ବିପର୍ଯ୍ୟୟ’

ଗୁଜୁରାଟ: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଗୁଜରାଟ ଉପକୂଳରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରିଛି। ସନ୍ଧ୍ୟା ପ୍ରାୟ ୬.୪୫ରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ମଧ୍ୟରାତ୍ର ଯାଏ ଚାଲୁ ରହିବ ବୋଲି ଭାରତୀୟ ପାଣିପାଗ ସୂଚନା ଦେଇଛି। ବିଭାଗର
Read More...