ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୈାବନ ଦର୍ଶନ

ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା।  ମହାପ୍ରଭୁଙ୍କୁ ନବଯୌବନ ବେଶରେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡାନ୍ତ ହୋଇଛି। ମାତ୍ର ତିନିଘଣ୍ଟା ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ବେଶକୁ ଦର୍ଶନ କରିବେ। ସକାଳ
Read More...

ଭୀଷଣ ବାତ୍ୟାର ରୂପ ନେଲା ’ବିପର୍ଯ୍ୟୟ’

ଗାନ୍ଧିନଗର: ଉତ୍ତର ପୂର୍ବ ଆରବ ସାଗର ରେ ଅତି ଭୀଷଣ ବାତ୍ୟା ' ବିପର୍ଯ୍ୟୟ ' ଏବେ ଘଣ୍ଟା ପ୍ରତି ପ୍ରାୟ ୦୩ କିମି ବେଗ ରେ ଉତ୍ତର ଦିଗ ରେ ଅଗ୍ରସର ହେଉଛି। ବାତ୍ୟା ବିପର୍ଯ୍ୟୟ ଏବେ ଜଖାଉ ବନ୍ଦର ଠାରୁ ପଶ୍ଚିମ- ଦକ୍ଷିଣ ପଶ୍ଚିମ ଦିଗରେ ୨୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ବାତ୍ୟା
Read More...

ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲାର ପୂର୍ବତନ ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପିଛା କରି ତାଙ୍କୁ ତାଙ୍କ କାମାକ୍ଷାନଗର ବାସଭବନ ଆଗରେ ଦୁଇ ରାଉଣ୍ଡ ଗୁଳିମାଡ଼ କରିଛନ୍ତି । ଗୁଳିମାଡ ପରେ ଘଟଣାସ୍ଥଳରୁ ଫେରାର
Read More...

ଆରବିଆଇ ମୁଖ୍ୟ ଶଶିକାନ୍ତ ‘ଗଭର୍ଣ୍ଣର ଅଫ ଦ ଇୟର’

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ୨୦୨୩ ବର୍ଷ ପାଇଁ ପ୍ରଦାନ କରାଯାଇଛି ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର। ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଶ୍ବ ବଜାରରେ ଅସ୍ଥିରତା
Read More...

ଡାକ୍ତର ଜଗନ୍ନାଥ ମହାପାତ୍ର ଆଉ ନାହାନ୍ତି

ଭୁବନେଶ୍ୱର: ପୂର୍ବତନ ପୌରାଧ୍ୟକ୍ଷ ଯଥା ଜନପ୍ରିୟ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା। ଶ୍ରୀ ମହାପାତ୍ର ଗତ କିଛି ଦିନ ଅସୁସ୍ଥ ଥିଲେ। ଆଜି ସେ ସହିଦନଗରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Read More...

ଆଜି ପହିଲି ରଜ : ଧୂମଧାମରେ ପାଳନ କରୁଛନ୍ତି ଓଡିଶାବାସୀ

ଭୁବନେଶ୍ୱର : ଆଜି ପହିଲି ରଜ। ରାଜ୍ୟର ବିଭିନ୍ନ ସ୍ଥାନରେ ରଜ ପର୍ବ ଧୂମଧାମରେ ପାଳନ କରାଯାଉଛି। ଉପକୂଳ ଓଡ଼ିଶାରେ ଆଜି ରଜ ପାଗ ହୋଇଥିବାରୁ ଏହା ମାହୋଲକୁ ଅଧିକ ସରସ କରିବ ବୋଲି କୁହାଯାଉଛି। ବିଶେଷ କରି ଏହା ହେଉଛି କୁଆଁରିଙ୍କ ପର୍ବ। ସଜବାଜ ହୋଇ ସେମାନେ ଆଜି ମଉଜ କରୁଛନ୍ତି। ତିନି ଦିନ
Read More...

ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ମୃତ

ବଲାଙ୍ଗୀର : ଗତକାଲି ଅର୍ଥାତ ମଙ୍ଗଳବାର ମଧ୍ୟରାତ୍ରରେ ବଲାଙ୍ଗୀର ସହରଠାରୁ ୩ କିଲୋମିଟର୍ ଦୂର ଛୁଇଁବନ୍ଧ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ହାଇୱା ଟ୍ରକ୍‌କୁ ଏକ କାର ପଛପଟୁ ଧକ୍କା ଦେବାରୁ ଗୋଟିଏ ପରିବାରର ୫ ଜଣ
Read More...

ପ୍ରକାଶ ପାଇଲା ନିଟ୍ ୟୁଜି ପରୀକ୍ଷାଫଳ

ନୂଆଦିଲ୍ଲୀ : ଆଜି ପ୍ରକାଶ ପାଇଛି ଜାତୀୟ ଟେଷ୍ଟିଂ ଏଜେନ୍ସି  ପକ୍ଷରୁ କରାଯାଇଥିବା (ନିଟ୍ ) ୨୦୨୩ ପରୀକ୍ଷାଫଳ। ଚଳିତ ଥର ନିଟରେ ଦୁଇଜଣ ଛାତ୍ର ଟପ୍ କରିଛନ୍ତି । ତାମିଲନାଡୁର ପ୍ରଭଞ୍ଜନ ଜେ ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ହାସଲ କରି ସର୍ବଭାରତୀୟ
Read More...