ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା ।
Read More...

ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ଆଜି ରମାଦେବୀ ବିଶ୍ବବିଦ୍ୟାଳୟରେ +୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଯୁକ୍ତ ୨ ଦ୍ୱିତୀୟ ବର୍ଷର ବୋଲି ଜଣାପଡିଛି  । ତାଙ୍କ ଘର ରାୟଗଡା ଜିଲ୍ଲାରେ ହୋଇଥିବା ଜଣାପଡିଛି  । ପରୀକ୍ଷା ଚାଲିଥିବା ବେଳେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି  । ୨ଟି
Read More...

ପପାୟା ଟ୍ରିରେ ସକାଳେ ଭୟାବହ ଅଗ୍ନିକାଣ୍ଡ

ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋରର ରାଉରେ ଅବସ୍ଥିତ ୫ ମହଲା ବିଶିଷ୍ଟ ହୋଟେଲ ପପାୟା ଟ୍ରିରେ ବୁଧବାର ସକାଳେ ଭୟାବହ ଅଗ୍ନିକକାଣ୍ଡ ଘଟିଥିଲା। ଏହି ନିଆଁ ସବୁ ଫ୍ଲୋରକୁ ବ୍ୟାପି ଯିବା ଫଳରେ ରୁମ୍ ଗୁଡିକରେ ଧୂଆଁ ଭର୍ତ୍ତି ହୋଇଯାଇଛି। ନିଆଁ ଲାଗିବା ଖବର ପାଇବା ମାତ୍ରେ ନିଆଁ ଲିଭାଇବାକୁ
Read More...

ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ

ବୈାଦ୍ଧ; ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ ହୋଇଛନ୍ତି । ଜଣଙ୍କର ଗୁଳି ହାତରେ ବାଜିଥିବା ବେଳେ, ଅନ୍ୟ ଜଣଙ୍କର ପିଠିରେ ସାମାନ୍ୟ ଆଘାତ ଲାଗିଛି । ଆହତ ମାନେ ହେଲେ ହେଲେ ସରଣ୍ଡା ଗ୍ରାମର ନୀଳମଣି ପ୍ରଧାନ ଓ ବଡ଼ବାଗବର ଗ୍ରାମର ନବ ସାହୁ । ଉଭୟଙ୍କୁ ଗୁରୁତର
Read More...

ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ

ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା
Read More...

ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ

ନୂଆଦିଲ୍ଲୀ; ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ
Read More...

ମରୁଡି ସମ୍ପର୍କିତ ଆନ୍ତର୍ଜାତିକ କର୍ମଶାଳାରେ ବହୁବିଧ ବିଶେଷଜ୍ଞତାର ଏକତ୍ରିକରଣ ନେଇ ଗୁରୁତ୍ୱ

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ମରୁଡି ପରିସ୍ଥିତିର ମୁକାବିଲା ନିମନ୍ତେ ବହୁବିଧ ବିଶେଷଜ୍ଞତାର ଏକତ୍ରିକରଣ, ତଥ୍ୟର ଅନୁଶୀଳନ ଏବଂ ମରୁଡି ସଂପର୍କରେ ଆଗୁଆ ସଂକେତ ବ୍ୟବସ୍ଥା ସମ୍ପର୍କରେ ଶିକ୍ଷା ଓ ଅନୁସନ୍ଧାନରେ ଅନୁଷ୍ଠିତ ଏକ ଆନ୍ତର୍ଜାତିକ କର୍ମଶାଳାରେ ବିଶେଷଜ୍ଞମାନେ ଆଲୋଚନା କରିଛନ୍ତି
Read More...

କ୍ୟାନ୍ସର ରୋଗୀଙ୍କ ଜଟିଳ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କଲେ ସମ୍ ହସ୍ପିଟାଲ୍‌ର ସର୍ଜିକାଲ୍ ଟିମ୍

ଭୁବନେଶ୍ୱର, ୨୮/୦୩ : ଓଡ଼ିଶାରେ ପ୍ରଥମ ଥର ପାଇଁ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଯୁବ ସର୍ଜନଙ୍କର ଏକ ଟିମ୍ ଜଣେ କ୍ୟାନ୍ସର ରୋଗୀଙ୍କର ଅତ୍ୟନ୍ତ ଜଟିଳ ଅସ୍ତ୍ରୋପଚାରକୁ ସଫଳତାର ସହ ସମ୍ପନ୍ନ କରିଛନ୍ତି। ଅଗ୍ନାଶୟ (ପାନ୍‌କ୍ରିଆସ) କର୍କଟ
Read More...

ତାଳଚେରରେ ହେବ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ

ଭୁବନେଶ୍ବର; ଅକ୍ଟୋବର ୨୦୨୩ ସୁଦ୍ଧା ତାଳଚେରରେ ୩୩୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
Read More...

ବଦଳିବ ମାଲକାନଗିରିର ରୂପରେଖ

ମାଲକାନଗିରି; ବଦଳିବ ମାଲକାନଗିରିର ରୂପରେଖ। ବଣ୍ଡାଘାଟିକୁ ଗଡିବ ବସ୍ ତାସହ ଛାତ୍ରଛାତ୍ରୀଙ୍କୁ ମିଳିବ ଉଚ୍ଚଶିକ୍ଷା ସୁଯୋଗ। ଆଜି ମାଲକାନଗିରିର ଜନସାଧାରଣଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି ଫାଇଭ-ଟି ସଚିବ ବିକେ ପାଣ୍ଡିଆନ। ମାଲକାନଗିରି ସୀତାକୁଣ୍ଡରେ ସ୍ଥାନୀୟ ପରମ୍ପରା ଅନୁସାରେ
Read More...