ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଋଷ ବିମାନ ଦୁର୍ଘଟଣାଗ୍ରସ୍ତ

କିଭ୍: ୟୁକ୍ରେନ ସୀମାରେ ଋଷର ଇଲିସୁନି-୭୬ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ନେଇ ଋଷ ପ୍ରତିରକ୍ଷା ମନ୍ତ୍ରାଳୟ ସୂଚନା ଦେଇଛି । ୟୁକ୍ରେନୀୟ ବନ୍ଦୀଙ୍କୁ ନେଇ ବିମାନଟି ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଛି । ବନ୍ଦୀ ବଦଳ ପ୍ରକ୍ରିୟାରେ ବନ୍ଦୀଙ୍କୁ ନେଇ ବିମାନଟି
Read More...

ଶିମିଳିପାଳରେ ହେବ କଳାବାଘ ସଫାରୀ

ଭୁବନେଶ୍ବର: ଶିମିଳିପାଳ ଅଭୟାରଣ୍ୟ ପାଇଁ ଆସିଛି ଖୁସି ଖବର। ଶିମିଳିପାଳରେ ହେବ କଳା ବାଘ (ମେଲାନିଷ୍ଟିକ ବାଘ) ସଫାରୀ। କଳା ବାଘ ସଫାରୀ ହେବା ନେଇ ସୋଶାଲ୍‌ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୂରଦୂରାନ୍ତରୁ ଅସୁଥିଲା ପର୍ଯ୍ୟଟକମାନେ ସଫାରୀରେ କଳା
Read More...

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌

ସତ୍ୟବାଦୀ: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌। ଭର୍ଚ୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆ କ୍ୟାମ୍ପସ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,
Read More...

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ, ୬ ଜଣଙ୍କର ମୃତ୍ୟୁ

କାନାଡା: କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୬ ଜଣଙ୍କର ପ୍ରାଣହାନୀ ହୋଇଛି। କାନାଡାର ଉତ୍ତର ପଶ୍ଚିମାଞ୍ଚଳ ଫୋର୍ଟସ୍ମିଥ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଥିବା ସୂଚନା ମିଳିଛି। ବିମାନରେ ମୋଟ୍ ୭
Read More...

ଆଜି କଂଗ୍ରେସରେ ଯୋଗଦେଲେ ବଳଭଦ୍ର ମାଝୀ

ଭବାନୀପାଟଣା: ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ସମାବେଶରେ ସେ ଦଳରେ ସାମିଲ ହୋଇଛନ୍ତି। କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ
Read More...

ଓଲଟିଲା ଯାତ୍ରାପାର୍ଟି ଟ୍ରକ: ୬ ମୃତ ୧୨ ଗୁରୁତର

ମୟୂରଭଞ୍ଜ: ମୟୂରଭଞ୍ଜ ୪୯ ନମ୍ବର ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଛି ଯାତ୍ରାପାର୍ଟି ଟ୍ରକ। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଅନେକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଜଣାପଡିଛି। ଟ୍ରକ ଭିତରେ ଫସି ରହିଥିବା
Read More...

କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ

ନୂଆଦିଲ୍ଲୀ : କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାବେ ତାଙ୍କୁ ମିଳିବ ଭାରତରତ୍ନ ସମ୍ମାନ । ଦୁଇ ଥର ମୁଖ୍ୟମନ୍ତ୍ରୀ ତଥା ବିହାରର ଦ୍ବିତୀୟ ଉପମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ  ଭାରତ ରତ୍ନ ପ୍ରଦାନ କରିବାକୁ ଭାରତ ସରକାର ଘୋଷଣା କରିଛନ୍ତି। ମୃତ୍ୟୁର
Read More...

ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ : ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ନିକଟରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ
Read More...

ପିଏନ୍‌ବି ପକ୍ଷରୁ ସମ୍ ହସ୍ପିଟାଲ୍‌କୁ ଭେଂଟିଲେଟର ଓ ଆଇସିୟୁ ଶଯ୍ୟା ପ୍ରଦାନ

ଭୁବନେଶ୍ୱର, ଜାନୁଆରୀ ୨୩ : ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ ପକ୍ଷରୁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌କୁ ଗୋଟିଏ ମଲ୍ଟିପର୍ପୋଜ ଭେଂଟିଲେଟର ଓ ୬ଟି ମୋଟୋରାଇଜ୍‌ଡ ଆଇସିୟୁ ଶଯ୍ୟା ପ୍ରଦାନ କରାଯାଇଛି । ବ୍ୟାଙ୍କର କର୍ପୋରେଟ ସୋସିଆଲ୍ ରେସପନ୍‌ସିବିଲିଟି
Read More...

ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର: ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ। ବଦଳିଲେ ୧୭ ଜିଲ୍ଲାର ଜିଲ୍ଲାପାଳ। ୩୮ ଆଇଏଏସ୍ ଅଫିସରଙ୍କ ବଦଳି। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ରଞ୍ଜନ କୁମାର ଦାସ ହେଲେ କେନ୍ଦ୍ରାଞ୍ଚଳ ଆରଡିସି। ଏହାସହିତ ତାଙ୍କୁ ଦକ୍ଷିଣାଞ୍ଚଳ ଆରଡିସି ଭାବେ ବାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ
Read More...