ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆରବ ସାଗରରେ ଘୁର୍ଣ୍ଣିବାତ୍ୟା ଯୋଗୁଁ ମୌସୁମୀ ବିଳମ୍ବ

ଭୁବନେଶ୍ୱର, ଜୁନ୍ ୭: ଦକ୍ଷିଣ ପୂର୍ବ ଆରବ ସାଗର ଉପରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିଝଡ଼ ‘ବିପର୍ଯ୍ୟୟ’ ଯୋଗୁଁ କେରଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଂଚିବାରେ ବିଳମ୍ବ ହୋଇଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହି ଘୁର୍ଣ୍ଣିଝଡ଼
Read More...

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ମୁମ୍ବାଇ: ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ରେପୋ ରେଟ୍ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ସୁନ୍ଦରଗଡ; ସୁନ୍ଦରଗଡ ହେମଗିରି ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସଂଜୟ କୁମାର ବେହେରାଙ୍କ ଘରେ ଚଢାଉ । ସଞ୍ଜୟ କୁମାର ବେହେରାଙ୍କ ସରକାରୀ କ୍ବାର୍ଟସ ସହ ୭ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଛାପା।
Read More...

ସୋଆକୁ ମିଳିଲା ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର: ୨୦୨୩ ନିମନ୍ତେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ରୢାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୫ ତମ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ସୋମବାର ନୂଆଦିଲ୍ଲୀ ଠାରେ ଏହି
Read More...

ବିହାରର ଖାଗାରିଆ ଠାରେ ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍

ଭାଗଲପୁର: ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍। ବିହାରର ଭାଗଲପୁରରୁ ଏପରି ଘଟଣା ସାମ୍ନାକୁ ଆସିଛି । ବ୍ରିଜ୍ର ଦୁଇଟି ପାର୍ଶ୍ୱ କେମିତି ଭୁଶୁଡ଼ିବା ସହ ପାଣିରେ ମିଶି ଯାଉଛି, ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏଯାଏ ବ୍ରିଜ ଭୁଶୁଡ଼ିବା ଘଟଣାରେ ମୃତାହତଙ୍କ
Read More...

ଅଣସରରେ ଅଲାରନାଥଙ୍କ ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ। ଗତକାଲି ଦେବସ୍ନାନ ନୀତି ପରେ ଅଣସର ପିଣ୍ଡିରେ ଅଛନ୍ତି ଚତୁର୍ଦ୍ଧାମୂର୍ତି। ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ବରରେ ପୀଡିତ ହୋଇଛନ୍ତି। ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି। ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର
Read More...

କୋଭିଡ ପରିଚାଳନା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା

ଭୁବନେଶ୍ୱର: ୨୦୨୦ ମସିହାରେ କୋଭିଡ ସଂକ୍ରମଣ ଆରମ୍ଭ ହେବା ପରେ ଓଡ଼ିଶା ହେଉଛି ପ୍ରଥମ ରାଜ୍ୟ ଯିଏ କି କରୋନା ସହ ଯୁଦ୍ଧ କରିବା ପାଇଁ ପଦକ୍ଷେପ ଆରମ୍ଭ କରିଥିଲା । ଯାହାଦ୍ୱାରା କି ସାରା ଦେଶରୁ ସବୁଠାରୁ କମ୍ ମୃତ୍ୟୁ ଓଡ଼ିଶାରେ ହିଁ ହୋଇଥିଲା ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି
Read More...

କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ପରେ ରେଳ ସେବା ବାଧାପ୍ରାପ୍ତ ହୋଇଥିବାରୁ କୋଲକାତାକୁ ମାଗଣା ବସ୍ ସେବା ଆରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ, ଭୁବନେଶ୍ୱର ଏବଂ କଟକରୁ କୋଲକାତା ମାଗଣା ବସ ସେବା ଯୋଗାଇଦେବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱର ରୁଟରେ
Read More...

ପବିତ୍ର ସ୍ନାନ ପୂର୍ଣ୍ଣମୀରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୁରତି

ପୁରୀ: ରତ୍ନବେଦୀ ଛାଡି ସ୍ନାନବେଦୀକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାମୁରତି। ବର୍ଷକରେ ଥରେ ପ୍ରତ୍ୟେକ୍ଷ ସ୍ନାନଯାତ୍ରା ଦେଖିବାକୁ ବଡଦାଣ୍ଡରେ ଅପେକ୍ଷା କରିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ୧୦୮ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀବିଗ୍ରହ। ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ତିଥିରେ ରାତି
Read More...

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ମୋଦୀ

ଭୁବନେଶ୍ବର: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ଘଟଣା ବାବଦରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅବଗତ କରାଇଥିବା ବେଳେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ପ୍ରଧାନମନ୍ତ୍ରୀ ସ୍ଥିତି ଅନୁଧ୍ୟାନ
Read More...