ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

ଭୁବନେଶ୍ୱର, ଡିସେମ୍ବର ୧: ଦକ୍ଷିଣ - ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ମୃତ, ୮ଗୁରୁତର

ଘଟଗାଁ: ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଆସିଥିବା ଦୁଇ ପରିବାରଙ୍କ ଖୁସି ମଉଳି ଯାଇଛି। ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା  ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା
Read More...

ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି
Read More...

ବସ୍ ଧର୍ମଘଟ ପ୍ରତ୍ୟାହାର କଲେ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର: ବସ୍ ଧର୍ମଘଟ ପ୍ରତ୍ୟାହାର। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ହୋଇଥିବା ବୈଠକରେ ଘରୋଇ ବସ୍ ମାଲିକ ସଂଘର ଦାବି ଉପରେ ଆଲୋଚନା ହୋଇଥିଲା।
Read More...

ସମ୍ ହସ୍ପିଟାଲ ପକ୍ଷରୁ ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ

ଭୁବନେଶ୍ୱର, ୨୯/୧୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ କରାଯାଇଥିଲା
Read More...

ନୂଆ ଜୀବନ ପାଇଲେ ୪୧ ଶ୍ରମିକ

ଗୁରୁବାର ଓଡ଼ିଶାର ସମସ୍ତ ପାଞ୍ଚଜଣ ଫେରିବେ: ଶ୍ରମମନ୍ତ୍ରୀ ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀର ସୁଡ଼ଙ୍ଗ ଭିତରେ ଦୀର୍ଘ ୧୭ ଦିନ ଧରି ଜୀବନ-ମୃତ୍ୟୁ ସହିତ ଚାଲିଥିଲା ସଂଘର୍ଷ। ଶେଷରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଆଜି ଉଦ୍ଧାର କରାଯାଇଛି। ପାରମ୍ପରିକ ମୂଷା
Read More...

ଜିନ୍ଦଲକୁ ମିଳିଲା ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩

ନୂଆଦିଲ୍ଲୀ: ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) କୁ ଭିନ୍ନକ୍ଷମଙ୍କ ପୁନଃଥଇଥାନ ଏବଂ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩ ରେ ସମ୍ମାନିତ କରାଯାଇଛି । ପ୍ରଭାବଶାଳୀ ସିଏସ୍ଆର ପଦକ୍ଷେପ
Read More...

ବଙ୍ଗୋପସାଗର ରେ ବାତ୍ୟା ସମ୍ଭାବନା

ଭୁବନେଶ୍ବର: ଗତ କାଲି ଦକ୍ଷିଣ ଆଣ୍ଡମାନ ସାଗରରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଦକ୍ଷିଣ ଆଣ୍ଡାମାନ ସାଗର ତତ୍ ସଂଲଗ୍ନ ମଲକ୍କା ଷ୍ଟ୍ରେଟ ନିକଟରେ ଲଘୁଚାପ ରେ ପରିଣତ ହୋଇଛି। ଏହି ଲଘୁଚାପ କ୍ରମଶଃ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ୨୯ ତାରିଖ ରେ ଦକ୍ଷିଣ ପୂର୍ବ
Read More...

ବିଜେଡିରେ ଯୋଗ ଦେଲେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍

ଭୁବନେଶ୍ବର: ଶେଷରେ ଦୀର୍ଘ ଦିନ ଧରି ଚର୍ଚ୍ଚାରେ ଥିବା ପାଣ୍ଡିଆନ୍ ସାର୍ ବିଜେଡିରେ ଯୋଗ ଦେଇଛନ୍ତି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଶ୍ରୀ
Read More...

ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଉଦ୍‌ଯାପିତ

ଭୁବନେଶ୍ୱର, ୨୬/୧୧ : ସମାଜକୁ ଯୋଡ଼ି ରଖିବାରେ ସାହିତ୍ୟ ଏକ ସେତୁ ସଦୃଶ । ତିନିଦିନିଆ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉପଲକ୍ଷେ ରବିବାର ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାହିତ୍ୟକୁ ନେଇ ଏଭଳି ବ୍ୟାଖ୍ୟା କରିଛନ୍ତି ବିଶିଷ୍ଟ ପଞ୍ଜାବୀ ସାହିତ୍ୟିକ ଡକ୍ଟର ସୁରଜିତ୍ ପତର । କଂକ୍ରିଟ୍
Read More...