ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆସନ୍ତାକାଲି ଦିଘା ଜଗନ୍ନାଥ ମନ୍ଦିରର ଶୁଭ ଉଦଘାଟନ

ପଶ୍ଚିମବଙ୍ଗ: ଆସନ୍ତାକାଲି ପଶ୍ଚିମବଙ୍ଗ ଦିଘା ଜଗନ୍ନାଥ ମନ୍ଦିରର ଶୁଭ ଉଦଘାଟନ। ମନ୍ଦିରଟି ପୁରୀ ଜଗନ୍ନାଥ ମନ୍ଦିର ଆକୃତିରେ ନିର୍ମାଣ କରାଯାଇଛି।ଏହି ମନ୍ଦିରଟି ଏକ ଗୁରୁତ୍ୱପୂର୍ଣ୍ଣ ତୀର୍ଥ ଏବଂ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଗଣିତ ହେବାକୁ ଯାଉଛି। ପାରମ୍ପରିକ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ
Read More...

ମେ ୨ରୁ ଓଜେଇଇ ପରୀକ୍ଷା ଆରମ୍ଭ

ଭୁବନେଶ୍ଵର: ଆସନ୍ତା ମେ' ୨ ତାରିଖରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୩ଟି ପର୍ଯ୍ୟାୟରେ ପରୀକ୍ଷା ହେବ। କମ୍ୟୁଟର ବେସଡ ଟେଷ୍ଟ ବା ସିବିଟି ମାଧ୍ୟମରେ
Read More...

ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ବାଦ
Read More...

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ
Read More...

ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ବର: ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Read More...

୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ଆଜି ସମ୍ମାନ ଗ୍ରହଣ କରିଥିବା ୭୧ ଜଣଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ଅଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ
Read More...

ସିଏମଓ ଅଧିକାରୀ କହି ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଗିରଫ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ କରାଯାଇଛି।
Read More...

ଷ୍ଟାଫ୍ ସିଲେକ୍ସନ ପରୀକ୍ଷାରେ ତ୍ରୁଟି

ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପରୀକ୍ଷାର ପ୍ରଶ୍ନପତ୍ରରେ ତ୍ରୁଟି। ପାଠ୍ୟକ୍ରମ ବାହାରୁ ଆସିଥିଲା ପ୍ରଶ୍ନ। ତ୍ରୁଟି ନେଇ ସୂଚନା ଦେଲେ ଓଏସଏସସି ଅଧ୍ୟକ୍ଷ ଅଭୟ। ଏହା ସହ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି ଥିବା ଦେଖିବାକୁ ମିଳିଛି। ତେବେ ନୋଟିସ୍‌ ଜରିଆରେ
Read More...

ଗଛରେ ପିଟି ହେଲା ସ୍କର୍ପିଓ; ନବ ବିବାହିତାଙ୍କ ସମେତ ୪ ମୃତ

ଝାଡ଼ଖଣ୍ଡ: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ। ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ନବ ବିବାହିତା ହୋମଗାର୍ଡଙ୍କ ସ୍ତ୍ରୀ, ଶଳା, ଆଈ ଓ ଜଣେ ସମ୍ପର୍କୀୟ ମହିଳାଙ୍କ
Read More...

ଭୋଜି ଖାଇବାକୁ ଆସି ପୋଖରୀରେ ବୁଡ଼ି ୩ ନାବାଳକ ମୃତ

ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଗୋଡ଼ିବିଡା ଗାଁରେ ଦୁଃଖଦ ଘଟଣା ଘଟିଛି। ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନୂଆଗାଁ ଥାନା ଖାଲମଡା ଗାଁର ରିତେଶ ପ୍ରଧାନ(୧୧), ଗୋଡିବିଡା ଗାଁର ଉମାକାନ୍ତ ନାୟକ(୧୦),
Read More...