ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପଶ୍ଚିମା ଝଡ଼ ପ୍ରଭାବ; ୧୩ଟି ଜିଲ୍ଲାକୁ ୱାର୍ଣିଂ ଜାରି

ଭୁବନେଶ୍ବର; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Read More...

୩୦ ଜିଲ୍ଲା ପାଇଁ ବିଜେଡିରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ନବୀନ

ଭୁବନେଶ୍ୱର: ୩୦ ଜିଲ୍ଲା ପାଇଁ ବିଜେଡିରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପର୍ଯ୍ୟବେକ୍ଷକ ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି  । ସେହିପରି ଅନେକ ବିଧାୟକଙ୍କୁ ମିଳିଛି ୩୦ ଜିଲ୍ଲା ଦାୟିତ୍ବ । ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୁଳ, ଢେଙ୍କାନାଳ,
Read More...

ବଢ଼ିଲା କରୋନା ସଂକ୍ରମଣ, ସର୍ତକ ରହିବାକୁ ପରାମର୍ଶ ଦେଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବଢ଼ୁଛି। ହେଲେ କିଛି ରାଜ୍ୟରେ ଆବଶ୍ୟକ ଟେଷ୍ଟିଂ ହେଉ ନ ଥିବାରୁ ଏହାକୁ ନେଇ ଚିନ୍ତା ପ୍ରକାଶ କରିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଆଜି କେନ୍ଦ୍ର ସରକାର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନୂଆ ନିର୍ଦେଶାବଳୀ
Read More...

ଆମେରିକାରେ ଭୟଙ୍କର ଝଡତୋଫାନ; ୨୫ରୁ ଅଧିକ ମୃତ

ଓ୍ୱାଶିଂଟନ: ଆମେରିକା ମିସିସିପି, ଆଲାବାମା ଓ ଟେନେସେରେ ଭୟଙ୍କର ଝଡ଼ ତୋଫାନ । ବିଭିନ୍ନ ସ୍ଥାନରେ ପ୍ରାଣ ହରାଇଛନ୍ତି ୨୫ ଲୋକ । ଆହତ ହୋଇଛନ୍ତି ଶତାଧିକ ଲୋକ । ତୋଫାନରେ ସହର ଛାରଖାର ହୋଇଯାଇଥିବାବେଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜରୁରୀକାଳୀନ ସ୍ଥିତି ଘୋଷଣା କରିଛନ୍ତି । ତୋଫାନରେ
Read More...

ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ଇସ୍ରୋ

୩୬ଟି ଉପଗ୍ରହକୁ ଉତକ୍ଷେପଣ କଲା ଇସ୍ରୋ'ୱାନ ୱେବ୍-୨' ମିଶନରେ ମହାକାଶକୁ ଛଡ଼ାଗଲା ୩୬ ଉପଗ୍ରହ ଆନ୍ଧ୍ର ଶ୍ରୀହରିକୋଟାରୁ LVM3 ରକେଟ ଜରିଆରେ ଉତକ୍ଷେପଣ ୪୩.୫ ମିଟର ଲମ୍ବ, ୬୪୩ ଟନ୍‌ ଓଜନ ବିଶିଷ୍ଟ LVM3 ରକେଟ ଏକା ସଙ୍ଗେ ମହାକାଶକୁ ଛଡାଗଲା ୩୬ଟି ସାଟେଲାଇଟ୍। ଇସ୍ରୋର ୱାନ୍ ୱେବ୍-୨
Read More...

କେନ୍ଦୁଝର ଜିଲ୍ଲାରେ ୪ ମଇଁଷିଙ୍କୁ ଖାଇଲା ବାଘ

ଘଟଗାଁ; କେନ୍ଦୁଝର ଜିଲ୍ଲା ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୪ଟି ମଇଁଷିକୁ ବାଘ ମାରି ଖାଇଥିବା ରେଞ୍ଜର ସୂଚନା ଦେଇଛନ୍ତି । ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟରେ ଥିବା ଏକ ଗାଁର କିଛି ମଇଁଷି ଶୁକ୍ରବାର ରାତିରେ ଜଙ୍ଗଲରେ ଥିଲେ। ଏହି ମଇଁଷ ପଲରୁ ୪ଟିକୁ ବାଘ ମାରି ଦେଇଥିବା
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଗଞ୍ଜାମ ଜିଲ୍ଲାରେ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ ମିଶନ ଶକ୍ତି ମା ମନଙ୍କୁ ବିନା ସୁଧରେ ଋଣ ପ୍ରଦାନ ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇ ସ୍କୁଲ୍ ର ରୂପାନ୍ତର ହେବ
Read More...

ଦେଶରେ କାୟା ମେଲାଉଛି କରୋନା

ନୂଆଦିଲ୍ଲୀ; ଦେଶରେ ଲଗାତାର ବଢୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଂଟାରେ ଦେଶରୁ ୧୫ ଶହ ୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛି । ଗତ ୧୪୬ ଦିନ ମଧ୍ୟରେ ଶନିବାର ଦେଶରୁ ସବୁଠାରୁ ଅଧିକ ଦୈନିକ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି । ଶୁକ୍ରବାର ଏହି ସଂଖ୍ୟା ୧୨ ଶହ ୪୯ ଥିଲା । ସେହିପରି ଏବେ ଦେଶରେ
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି

କର୍ଣ୍ଣାଟକ; ଆଜି କର୍ଣ୍ଣାଟକରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ରାଜ୍ୟର ଡାଭାନଗେରେରେ ଆଜି ମୋଦି ରୋଡ୍‌ ଶୋ’ କରୁଥିବା ବେଳେ ଏପରି ଘଟଣା ଘଟିଛି। ମୋଦି ରୋଡ ଶୋ’ କରୁଥିବା ବେଳେ ଜଣେ ଯୁବକ ବ୍ୟାରିକେଡ ଡେଇଁ ତାଙ୍କ ନିକଟକୁ ଦୌଡ଼ି ଯିବାକୁ ପାଇଁ
Read More...

ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର

ଭୁବନେଶ୍ୱର , ୨୫/ ୦୩ : ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍‌ରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର। ଏହି ସେଂଟରରେ କେବଳ ଯକ୍ଷ୍ମା ରୋଗ ନିମନ୍ତେ ଉପଲବ୍ଧ ଔଷଧ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ କାମ
Read More...