ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କଲମ୍ବୋରେ ଆୟୋଜିତ ଆଇଆଇଆଇଇ ସିଇଓ ସମ୍ମିଳନୀରେ ସୋଆ ସମ୍ମାନିତ

ଭୁବନେଶ୍ୱର, ୧୬/୦୫ : ଜାତୀୟ ସ୍ତରୀୟ ବୃତିଗତ ଅନୁଷ୍ଠାନ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍‌ ଇଞ୍ଜିନିୟରିଂ (ଆଇଆଇଆଇଇ) ପକ୍ଷରୁ ଶ୍ରୀଲଙ୍କାର କଲମ୍ବୋରେ ନିକଟରେ ଆୟୋଜିତ ଏହାର ୨୩ତମ ସିଇଓ ସମ୍ମିଳନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନଜନକ “ପରଫର୍ମାନ୍ସ
Read More...

ସୋଆକୁ ନୂଆଦିଲ୍ଲୀରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ

ଭୁବନେଶ୍ୱର, ୧୫/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଆୟୋଜିତ ଏଚ୍‌ଆର୍ ଇଣ୍ଡିଆ ନ୍ୟାସ୍‌ନାଲ୍ଏ ଚ୍‌ଆର୍ କନ୍‌ଫରେନ୍ସରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସ୧ାନ ପ୍ରଦାନ କରାଯାଇଛି । ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସୋଆ ପ୍ରତିଷ୍ଠାତା
Read More...

ଝାରସୁଗୁଡ଼ାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟୀ

ଝାରସୁଗୁଡ଼ା:ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜେଡିର ବାଜିମାତ। ଆଉ ଏକ ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଲା ବିଜେଡି। ଏଠାରେ ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ଜିତିଛି। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭
Read More...

ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌ର ନର୍ସମାନଙ୍କ ସେବା ଅତୁଳନୀୟ ଥିଲା: ଶାଶ୍ୱତୀ ଦାସ

ଭୁବନେଶ୍ୱର,୧୨/୦୫ : କରୋନା ମହାମାରୀ ସମୟରେ ସମ୍ କୋଭିଡ ହସ୍ପିଟାଲ୍‌କୁ ଆସୁଥିବା ସଂକ୍ରମିତମାନଙ୍କର ସେବା, ଯତ୍ନ ଓ ଚିକିତ୍ସା କରିବା କ୍ଷେତ୍ରରେ ନର୍ସମାନଙ୍କର ଭୂମିକା ଅତୁଳନୀୟ ଥିଲା । କୋଭିଡ ସମୟରେ ହିଁ ସେମାନଙ୍କର ଦକ୍ଷତା ପ୍ରତିପାଦିତ ହୋଇଥିଲା ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର
Read More...

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ହଠାତ୍ ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ। ବିକ୍ରମ ଆରୁଖ ନିଜ ଇସ୍ତଫାକୁ ନେଇ କହିଛନ୍ତି ଯେ ସେ ବ୍ୟକ୍ତିଗତ କାରଣ ପାଇଁ ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ବିକ୍ରମ କେଶରୀ ଆରୁଖ
Read More...

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ: ସିବିଏସଇ ଦଶମ ରେଜଲ୍ଟ ପ୍ରକାଶିତ । ଏବର୍ଷ ଦେଶର ପାସ ହାର ରହିଛି ୯୩.୧୨% । ଗତବର୍ଷ ତୁଳନାରେ ଦେଶରେ କମିଛି ପାସ ହାର । ଚଳିତବର୍ଷ ୨୪,୪୮୦ ସ୍କୁଲରେ ପରୀକ୍ଷା ଦେଇଥିଲେ ୩୪ ଲକ୍ଷ ୮୦ହଜାର ଛାତ୍ରଛାତ୍ରୀ । ଚଳିତବର୍ଷ ଦିଲ୍ଲୀଠାରୁ ଓଡ଼ିଶା ରିଜିଅନରେ ଭଲ ରେଜଲ୍ଟ ହୋଇଛି ।
Read More...

ଅତି ଭୀଷଣ ବାତ୍ୟା ରେ ପରିଣତ ହେଲା ମୋକା

ଭୁବନେଶ୍ବର: ଅତି ଭୀଷଣ ବାତ୍ୟା ମୋକା ଏବେ କେନ୍ଦ୍ରୀୟ ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ସକ୍ରିୟ ରହିଛି। ଏବେ ଘଣ୍ଟା ପ୍ରତି ପ୍ରାୟ ୧୩ କିମି ବେଗ ରେ ଉତ୍ତର ଦିଗ ରେ ଅଗ୍ରସର ହେଉଛି। ଏବେ ବାତ୍ୟା ଅଞ୍ଚଳ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୧୨୦-୧୩୦ ସର୍ବାଧିକ ୧୪୫ କିମି
Read More...

ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳ

ଝାରସୁଗୁଡା: ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳ । ଇଭିଏମ୍ ଖୋଲିବା ପରେ ଜଣାପଡ଼ିବ କାହାକୁ ମିଳିଛି ଜନାଦେଶ । ଏବେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାବଳୟ ଭିତରେ ଇଭିଏମକୁ ରଖାଯାଇଛି। ସୁରକ୍ଷା ବ୍ୟବସ୍ଥା ପାଇଁ
Read More...

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ

ପୁରୀ: ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା ଅବସରରେ ବିଧି ଓ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସକାଳ ଧୂପ ସରିବା ପରେ
Read More...

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାଫଳ । ସକାଳ ୧୦ଟାରେ ଦଶମ ଓ ଏହା ପରେ ଦ୍ୱାଦଶ ଫଳ ପ୍ରକାଶ ପାଇବ । ଅଫିସିଆଲ ଓ୍ବେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ଗତ ଫେବ୍ରୁଆରୀ ୧୪ ତାରିଖରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ସିବିଏସଇ ଦଶମ ଏବଂ ଏପ୍ରିଲ ୫
Read More...