ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ

ଭୁବନେଶ୍ୱର: ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଭୁବନେଶ୍ବର ଗସ୍ତରେ ଥିବା ଶ୍ରୀ ଗେଟ୍ସ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ଆଲୋଚନାରେ
Read More...

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ। ଜିଲ୍ଲାପାଳ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟସରକାର। ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ ବଦଳିଛନ୍ତି। ଏଥିସହ କଟକ
Read More...

ଲୋକାର୍ପିତ ହେଲା ମନ୍ମଥ-ମନୋଜ ଐତିହ୍ୟ ସ୍ମାରକୀ

ବାଲେଶ୍ବର: ସ୍ବପ୍ନର ପ୍ରକଳ୍ପ ମନ୍ମଥ- ମନୋଜ ସ୍ମାରକୀକୁ ଆଜି ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀର ରୂପ ଦିଆଯାଇଛି। ବାଲେଶ୍ୱର ସଂଖାରୀରେ ପ୍ରତିଷ୍ଠା
Read More...

ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
Read More...

‘ଗଗନଯାନ’ ଅଭିଯାନ ପାଇଁ ୪ଜଣ ମହାକାଶଚାରୀଙ୍କ ନାଁ ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ‘ଗଗନଯାନ’ ଅଭିଯାନ ପାଇଁ ୪ଜଣ ମହାକାଶଚାରୀଙ୍କ ନାଁ ଘୋଷଣା କରିଛନ୍ତି। ସେମାନେ ହେଲେ ଗ୍ରୁପ୍ କ୍ୟାପ୍ଟେନ୍ ପ୍ରଶାନ୍ତ ବାଲକ୍ରିଷନ୍‌, ଅଜିତ କ୍ରିଷନନ୍‌, ଅଙ୍ଗଦ ପ୍ରତାପ ଏବଂ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଲା। ବିକ୍ରମ ସାରାଭାଇ
Read More...

ଘୋଷଣା ହେବ ଗଗନଯାନ ମିଶନ ପାଇଁ ୪ ପାଇଲଟଙ୍କ ନାମ

ନ୍ୟୁଜ ବ୍ୟୁରୋ: ଆଜି ଇସ୍ରୋର ବହୁ ପ୍ରତୀକ୍ଷିତ ଗଗନଯାନ ମିଶନ ପାଇଁ ତାଲିମ ନେଉଥିବା ୪ ପାଇଲଟଙ୍କ ନାମ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେରଳର ବିକ୍ରମ ସାରାଭାଇ ସ୍ପେଶ ସେଂଟର ପରିଦର୍ଶନ କରିବା ସହ ଗଗନଯାନ ମିଶନ ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ପିଏମ ମୋଦୀ । ଏଥି
Read More...

ଆଜି ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ: ରାଜ୍ୟସଭାର ୧୫ଟି ଆସନ ପାଇଁ ଆଜି ଅନୁଷ୍ଠିତ ହେବ ନିର୍ବାଚନ। ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ, ପରେ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ। ରାଜ୍ୟସଭାରେ ମୋଟ ୫୬ଟି ଆସନ ଖାଲି ହୋଇଥିବା ବେଳେ ୪୧ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ
Read More...

ଇଲେକ୍ଟ୍ରିକ୍ ଯାନ ଓ ସୌର ଶକ୍ତି ମାଧ୍ୟମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅନୁଗୁଳରେ ‘ଗୋ ଗ୍ରୀନ୍’…

ଅନୁଗୁଳ: ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବା ଏବଂ ନେଟ୍ ଜିରୋ ଲକ୍ଷ ହାସଲ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଭାବରେ ଭାରତୀୟ ଅଗ୍ରଣୀ ଇସ୍ପାତ ଉତ୍ପାଦକ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏହାର ଅନୁଗୁଳ ଇସ୍ପାତ କାରଖାନରେ ୧୦ ଟି ଇଲେକ୍ଟ୍ରିକ ବସ୍ ଏବଂ ୨୭ ଟି
Read More...

୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୧୫ ଜିଲ୍ଲାର ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ ସରକାରଙ୍କ ‘ଆମ ହସ୍ପିଟାଲ’ ଯୋଜନାରେ ଏହି
Read More...

ସୁଦର୍ଶନ ସେତୁର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଗୁଜୁରାଟ: ଦେଶର ସବୁଠୁ ଦୀର୍ଘ କେବୁଲ ବ୍ରିଜ୍ ଲୋକାର୍ପିତ ହୋଇଛି । ଗୁଜରାଟରେ ସୁଦର୍ଶନ ସେତୁର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଦୁଇ ଦିନିଆ ଗୁଜରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦୀ ଆଜି ସକାଳେ ଦ୍ୱାରକା ମନ୍ଦିର ଯାଇ ପ୍ରଧାନମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିରରେ
Read More...