ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅନ୍ଧାରରେ ଭାଷଣ ଦେଲେ ମହାମହିମ ଦ୍ରୌପଦୀ ମୁର୍ମୁ

ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତିରାଷ୍ଟ୍ରପତି ଭାଷଣ ଦେଲା ବେଳେ ଚାଲିଗଲା ବିଦ୍ୟୁତସମାବର୍ତ୍ତନ ଉତ୍ସବରେ ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି ବାରିପଦା: ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଜୁଳି କାଟ ହେଲା । ଅନ୍ଧାରରେ ଅଭିଭାଷଣ ରଖିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
Read More...

ଏକ ବର୍ଷ ମଧ୍ୟରେ ସୋଆ ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ୫୦୦୦ ରୁ ଊର୍ଦ୍ଧ୍ୱ ପଶୁପକ୍ଷୀ

ଭୁବନେଶ୍ୱର, ମେ ୫: ଗୋଟିଏ ବର୍ଷ ତଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆରମ୍ଭ ହୋଇଥିବା ସହରାଂଚଳ ପଶୁ ଚିକିତ୍ସାଳୟ (ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍‌)ରେ ବର୍ଷକ ମଧ୍ୟରେ ପ୍ରାୟ ୫୫୨୭ ପଶୁପକ୍ଷୀଙ୍କର ବିଭିନ୍ନ ରୋଗର ଚିକିତ୍ସା କରାଯାଇ ପାରିଛି । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍
Read More...

ସଭାପତି ପଦକୁ ଫେରିଲେ ଶରତ ପୱାର

ମୁମ୍ବାଇ: ଏନସିପି ସଭାପତି ପଦକୁ ପୁଣି ଫେରିଲେ ପୱାର । ସଭାପତି ଭାବେ କାର୍ଯ୍ୟ ଜାରି ରଖିବେ ଶରଦ ପୱାର । ଇସ୍ତାଫା ପ୍ରତ୍ୟାହାର କରିଛନ୍ତି ଏନସିପି ସୁପ୍ରିମୋ ଶରଦ ପୱାର । ସେ ଆଜି ଅପରାହ୍ନରେ ପ୍ରେସ୍ କନଫରେନ୍ସରେ ଘୋଷଣା କରି କହିଛନ୍ତି ଯେ, ମୁଁ ଆପଣମାନଙ୍କ ଭାବନାକୁ ଅପମାନ କରିପାରିବି
Read More...

ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯। ଏହାକୁ ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଡବ୍ଲୁଏଚଓ କହିଛି ଯେ ଏବେ କରୋନା ବୈଶ୍ୱିକ ମହାମାରୀ ରହିଯାଇ ନାହିଁ । ଏନେଇ ଜରୁରୀକାଳୀନ କମିଟିର ୧୫ତମ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଡା.
Read More...

ଏନକାଉଣ୍ଟରରେ ପ୍ରାଣ ହରାଇଲେ ୨ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ବାରମୁଲ୍ଲାରେ ଆତଙ୍କବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟି ପ୍ରାଣ ହରାଇଛନ୍ତି ୨ ଜଣ ଆତଙ୍କବାଦୀ। ବାରମୁଲ୍ଲାର ବାନିଗାଓଁ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି ଆତଙ୍କବାଦୀ। ସେମାନଙ୍କଠାରୁ ଏକେ-୪୭ ସମେତ ବହୁ ଅସ୍ତ୍ରଶସ୍ତ୍ର ଜବତ
Read More...

ମଣିପୁର ହିଂସା ନେଇ ରାଜ୍ୟର ୮ଜିଲ୍ଲାରେ କର୍ଫ୍ୟୁ ଜାରି

ଇମ୍ଫାଲ୍: ମଣିପୁର ହିଂସାା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ସେନା କରିଛି ଫ୍ଲାଗମାର୍ଚ୍ଚ । ରାଜ୍ୟର ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି। ଇମ୍ଫାଲରେ ହିଂସା ପରେ ଗତ ରାତିରେ ମଣିପୁରର ୮ ଜିଲ୍ଲାରେ
Read More...

ଘାଟିରେ ଓଲଟିଲା ଅଟୋ; ୧୫ରୁ ଅଧିକ ଆହତ

ମୋହନା: ଆଜି ସକାଳ ପ୍ରାୟ ୧୦ଟାରେ ଏକ ଅଟୋ, ଯାତ୍ରୀଙ୍କୁ ନେଇ ଗୋଛାଗୁଡାରୁ ଲୁହାଗୁଡ଼ି ସାପ୍ତାହିକ ହାଟକୁ ଯାଉଥିଲା। ଏହି ସମୟରେ ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ପ୍ରାୟ ୧୦ ଫୁଟ ତଳକୁ ଓଲଟି ପଡିଥିଲା। ମୋହନା ଥାନା ଗୁଛାଗୁଡ଼ା ଘାଟିରେ ଆଜି ଏହି ଦୁର୍ଘଟଣା ଘଟିଛି।
Read More...

ଜମ୍ମୁ ଓ କଶ୍ମୀରର ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର କିଶତୱାଡର ଏକ ଜଙ୍ଗଲରେ ସେନା ହେଲିକପ୍ଟର ଦୁର୍ଘଟଣାଗସ୍ତ ହୋଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍ । ଉଡାଣ ଭରିବାର ୧୫ ମିନିଟ ପରେ ଦୁର୍ଘଟଣା ଘଟିଥିବା ସୂଚନା ମିଳୁଛି। ଭାରତୀୟ ସେନାର ଏଏଲଏଚ୍ ଧ୍ରୁବ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଏଥିରେ
Read More...

ନିଜ ଜନ୍ମମାଟିରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

ମୟୂରଭଞ୍ଜ: ନିଜ ଜନ୍ମମାଟିରେ ମହାମହିମ। ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ ରେ ଓହ୍ଲାଇଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ
Read More...

ଖୁବ୍ ଶୀଘ୍ର ଆଇପିଏସ୍ ମହଲରୁ ବଡ଼ ଖବର

ସୁଧାଂଶୁ, ଅରୁଣ ,ଖୁରାନିଆଙ୍କୁ ଡ଼ିଜି ପାହ୍ୟାଯେ କୌଣସି ମୁହୂର୍ତରେ ଆଇପିଏସ ସ୍ତରରେ ବଡ ଅଦଳବଦଳ କିଛି ଟାଣୁଆ ଅଫିସରଙ୍କୁ ନେଇ ନୂଆ ଟିମ୍ ଗଠନ ହେବ ସ୍ବତନ୍ତ୍ର ଡିଜି ପଦବି ସୃଷ୍ଟି ହୋଇପାରେ ସୁଧାଂଶୁ ଷଡ଼ଙ୍ଗୀ ଅରୁଣ ଷଡ଼ଙ୍ଗୀ (ବସିଛନ୍ତି) ଯୋଗେେଶ ବାହାଦୁର ଖୁରାନିଆ
Read More...