ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।   ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା
Read More...

ଡିସେମ୍ବର ୧୦ରୁ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ

ନୂଆଦିଲ୍ଲୀ: କ୍ରୀଡ଼ା ପ୍ରତିଭାଙ୍କୁ ଚିହ୍ନଟ କରିବା ଏବଂ ଯୁବ ଓ ଆଶାୟୀ ପାରା ଆଥଲେଟ୍‌ (ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌)ମାନଙ୍କୁ ଆଗକୁ ବଢ଼ିବାର ସୁଯୋଗ ପ୍ରଦାନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଘୋଷଣା
Read More...

ପାରାଦ୍ବୀପ ପୋର୍ଟ ୱେଷ୍ଟର୍ଣ୍ଣ ଡକ୍ ନିମନ୍ତେ ନବୀନ ଜିନ୍ଦଲଙ୍କ ଭୂମିପୂଜନ

ପାରାଦ୍ବୀପ: ପାରାଦ୍ବୀପ ବନ୍ଦରର ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲ ଦ୍ବାରା ଆଜି ଭୂମିପୂଜନ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ପାରାଦୀପ ବନ୍ଦରର ଅଧ୍ୟକ୍ଷ ଶ୍ରୀ ପିଏଲ ହାରନାଧ
Read More...

ଜମ୍ମୁକାଶ୍ମୀରରେ ଆତଙ୍କବାଦୀ-ସେନା ମୁହାଁମୁହିଁ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଜୌରୀ ଅନନ୍ତନାଗ ସେକ୍ଟରରେ ଆତଙ୍କବାଦୀ-ସୁରକ୍ଷା ବଳ ମଧ୍ୟରେ ଚାଲିଛି ଗୁଳି ବିନିମୟ। ଏଥିରେ ଭାରତୀୟ ସେନାର ଜଣେ ମେଜର୍‌ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କୀଙ୍କୁ
Read More...

ବଡଓଷା ଲାଗି ଚଳଚଞ୍ଚଳ ବାବା ଧବଳେଶ୍ଵରଙ୍କ ପୀଠ

କଟକ: ଆସନ୍ତା କାଲିଠାରୁ ଆରମ୍ଭ ହେଉଛି ପଞ୍ଚକ। ଧବଳେଶ୍ଵରଙ୍କ ପୀଠରେ ସମାଗମ ହେବେ ହଜାର ହଜାର ଶ୍ରଦ୍ଧାଳୁ। ଏଥର ଝୁଲାପୋଲ ନୂହେଁ ନୂତନ ଭାବେ ନିର୍ମିତ କଂକ୍ରିଟ୍ ସେତୁ ଦେଇ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ସେଥିପାଇଁ ଦେବତ୍ତୋର ବିଭାଗ ପକ୍ଷରୁ କଂକ୍ରିଟ୍ ସେତୁ ଠାରୁ
Read More...

ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ…

ଭୁବନେଶ୍ବର: ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ୍‌ ତଥା ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେ ମିସନ ଶକ୍ତି ବିଭା‌ଗରେ ସେକ୍ରେଟାରି ଭାବେ କାମ କରିବା ସହ ଓଡ଼ିଆ ଭାଷା,
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଯାଇଛନ୍ତି। ସେ ଆଜି ସନ୍ଧ୍ୟାରେ ମୁମ୍ବାଇସ୍ଥିତ ଜାହାଙ୍ଗୀର ଆର୍ଟ ଗ୍ୟାଲେରୀରେ ଆୟୋଜିତ ଫଟୋ ପ୍ରଦର୍ଶନୀ
Read More...

ନଭେମ୍ବର ୨୪ ରୁ ୨୬ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ

ଭୁବନେଶ୍ୱର, ନଭେମ୍ବର ୨୨: ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ ଦେବେ । ଏହି ଉତ୍ସବରେ ଏହି ବିଶିଷ୍ଟ ବ୍ୟକ୍ତିମାନେ ଭାରତୀୟ କଳା,
Read More...

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ ।ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ
Read More...

ପବିତ୍ର ଅଁଳା ନବମୀ ଅବସରେ ଓଡିଆଣୀ ବେଶରେ ରାଧାରାଣୀ

ପୁରୀ: ଆଜି ପବିତ୍ର ଅଁଳା ନବମୀରେ ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ଆରମ୍ଭ ହୋଇଯାଇଛି। ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ
Read More...